ବଢ଼ୁଛି ତାପମାତ୍ରା- ମାଲକାନଗିରିରେ ୩୮ ଡିଗ୍ରୀ, ରାଜଧାନୀରେ ୩୫ ଡିଗ୍ରୀ

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାଜ୍ୟରେ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି ଚଳିତବର୍ଷ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି। ଏହାସହ ଉପକୂଳ ଓ ପଶ୍ଚିମ ଓଡ଼ିଶାର ୫ରୁ ଅଧିକ ସହରର...

ଆଜି ବରଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ଚାଷୀ ସମାବେଶ

ଓଡ଼ିଶାଲାଇଭ୍‌ ବ୍ୟୁରୋ ବରଗଡ଼ରେ ଗୁରୁବାର ଚାଷୀ ସମାବେଶରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବେ ଓ ୧୪ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର...

ଓଡ଼ିଶା ବନ୍ଦ, ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ବାତିଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏନେଇ...

ନବ ନିର୍ମାଣ କୃଷକ ସଙ୍ଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ପ୍ରାଇସ୍, ପ୍ରେସଟିଜ୍‌ ଓ ପେନସନ୍‌ ଦାବିରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଙ୍ଗଠନ। ନବ ନିର୍ମାଣ କୃଷକ ସଙ୍ଗଠନ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି। ୩ପି...

ଉଦଘାଟିତ ହେଲା ବମିଖାଲ ଓଭରବ୍ରିଜ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍‌ ବ୍ୟୁରୋ ପ୍ରତୀକ୍ଷାର ଅନ୍ତ ଘଟିଛି। ବମିଖାଲ ଓଭରବ୍ରିଜ ବୁଧବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଉଦଘାଟନ କରିବା ପରେ ମୁଖ୍ୟମନ୍ତ୍ରୀ ଓଭରବ୍ରିଜ ବୁଲି ଦେଖିଥିଲେ। ବମିଖାଲ ଓଭରବ୍ରିଜକୁ...

ଡିଜିଟାଲ ଯୁଗର ପିଲାଙ୍କୁ ଆକର୍ଷିତ କରିବ ‘କଂସ ମହାରାଜା – ଦ ହିରୋ ଅଫ୍ ବରଗଡ଼ ଧନୁଯାତ୍ରା’ ପୁସ୍ତକ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଭୁବନେଶ୍ୱରରେ ଓଡ଼ିଶାଲାଇଭ୍‌ର କଫି ଟେବୁଲ୍‌ ବୁକ୍ କଂସ ମହାରାଜା - ଦ ହିରୋ ଅଫ୍ ବରଗଡ଼ ଧନୁଯାତ୍ରା' ପୁସ୍ତକ ଉନ୍ମୋଚିତ। ବରଗଡ଼ ଧନୁଯାତ୍ରା ଉପରେ ଇଂରାଜୀରେ 'କଫି ଟେବୁଲ୍ ବୁକ୍' ଉନ୍ମୋଚିତ ...

ଗୁରୁବାର ଉତ୍କଳ ବିଶ୍ୱବିଦ୍ୟାଳୟର ସବୁ ପରୀକ୍ଷା ବାତିଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ ବିଭିନ୍ନ ଦାବି ନେଇ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବନ୍ଦକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟର ସବୁ ପରୀକ୍ଷା ବାତିଲ କରାଯାଇଛି। ବାତିଲ...

ଚନ୍ଦ୍ରିକା କଳା ବିକାଶ କେନ୍ଦ୍ରରେ ରୌପ୍ୟ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍‌ ବ୍ୟୁରୋ   (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାର ଦେଉଳିଠାରେ ଥିବା ଚନ୍ଦ୍ରିକା କଳା ବିକାଶ କେନ୍ଦ୍ରର ରୌପ୍ୟ ଜୟନ୍ତୀ ପାଳିତ ହୋଇଯାଇଛି। ଅନୁଷ୍ଠାନର ସମ୍ପାଦକ ମନୋଜ କୁମାର ବେହେରାଙ୍କ ପୌରହିତ୍ୟରେ ଏହି ସମାରୋହ...

ନାଚୁଣୀ ସମାବେଶରେ ବର୍ଷିଲେ ଯୋଗୀ – “ଓଡ଼ିଶାରେ ବିଜେପି ଆସିଲେ ବିକାଶ ହେବ”

ଓଡ଼ିଶାଲାଇଭ୍‌ ପଲିଟିକାଲ୍ ବ୍ୟୁରୋ ନାଚୁଣୀ ସମାବେଶରେ ସିଧାସଳଖ ନବୀନ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ। "ଓଡ଼ିଶାବାସୀଙ୍କୁ ନବୀନ ଧୋକା ଦେଉଛନ୍ତି। ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପୂରଣ କରି ନାହାନ୍ତି। ଗରିବ, ଅନଗ୍ରସରମାନଙ୍କ ପାଇଁ...

ଆତଙ୍କବାଦୀଙ୍କ ଟାର୍ଗେଟରେ ଶ୍ରୀମନ୍ଦିର, ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆତଙ୍କବାଦୀଙ୍କ ଟାର୍ଗେଟରେ ପୁରୀ ଶ୍ରୀମନ୍ଦିର। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି ଆସିଥିବା ସୂଚନା ଦେଇଛନ୍ତି  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ କୁମାର ବେହେରା। ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ...