ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବୁଧବାରଠାରୁ ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଆଡ଼ପ...

ଆଡ଼ପ ପହଣ୍ଡି ସମୟରେ ଅଘଟଣ: ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ ସେବାୟତ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିଛି। ପହଣ୍ଡି ବିଜେ ସମୟରେ ବଡ଼ଠାକୁର ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯାଇଛନ୍ତି। ଫଳରେ ୭ ଜଣ ସେବାୟତ ଆହତ ଥିବା...

ବାରିପଦା: ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନିରଥ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାବାରିପଦାରେ ଶ୍ରୀଗୁଣ୍ଡିଚା ଯାତ୍ରାର ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଁଚିବା...

କାହିଁକି ଗାୟିକା ହେଲେ ବର୍ଣ୍ଣାଳୀ ହୋତା?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=D4zICU0kjSQ&t=2s ପିଲାଟା ବେଳରୁ ସଂଗୀତ ପ୍ରତି ଆକର୍ଷିତ ହୋଇଥିଲେ କଣ୍ଠଶିଳ୍ପୀ ବର୍ଣ୍ଣାଳୀ ହୋତା। ୨୦୧୧ ମସିହାରେ ଜି-ଟିଭିରେ ପ୍ରସାରିତ ଲୋକପ୍ରିୟ ରିୟଲିଟି ସୋ ‘ସା ରେ ଗା ମା ପା’ରେ ଅଂଶ ଗ୍ରହଣ...

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଙ୍ଗଳବାର ସାକ୍ଷାତ କରିଛନ୍ତି ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ। ରାଜ୍ୟରେ ନୂଆ ସରକାର ଗଠନ ହେବାପରେ ଭାରତୀୟ ଇସ୍ପାତ ସଂଘ ପକ୍ଷରୁ ସେ ସୌଜନ୍ୟମୂଳକ...

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଣନ୍ତୁ ଶାନ୍ତିଲତା ବାରିକ ଛୋଟରାୟଙ୍କ ଲୋକପ୍ରିୟ ଭଜନ ‘ବାଲିରେଣୁ ମହାବନ୍ଧ ସୁଜନ ହେ…’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=xjbITuO9YFo&list=PLKig8_kZBmDO02Z3-RD5pxFkTHrW1ZicE ‘ହେ ଚକାନୟନ’, ‘ଭଜି ଭଜି ତୋ ନାମ ଚକାନୟନ’, ‘ମୋ ପ୍ରଭୁ ଜଗନ୍ନାଥ, ବାଲିରେଣୁ ମହାବନ୍ଧ…’ ଏଭଳି ଭାବପୂର୍ଣ୍ଣ ଭଜନ ଗାଇଥିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ପବିତ୍ର ରଥଯାତ୍ରା...

ଜୁଲାଇ ୧୪ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର!

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ଖବର। ଜୁଲାଇ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ ବୋଲି କହିଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। ରାଜ୍ୟ ସରକାରଙ୍କ ଅନୁମତି...

ବାରିପଦା: ନିଆରା ଶ୍ରଦ୍ଧାଲଡ଼ୁର ପରମ୍ପରା

ଓଡ଼ିଶାଲାଇଭ୍ ବ୍ୟୁରୋ ବାରିପଦାର ରଥଯାତ୍ରା ଯେମିତି ନିଆରା, ଶ୍ରଦ୍ଧାଳଡ଼ୁ ବି ସେମିତି ନିଆରା। ବର୍ଷକରେ ଥରେ କେବଳ ବାହୁଡ଼ା ଯାତ୍ରାରେ ବାରିପଦାରେ ଏହି ଶ୍ରଦ୍ଧାଲଡ଼ୁ ଲୋକମାନଙ୍କ ଉପରେ ଫିଙ୍ଗା ଯାଇଥାଏ। ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀହରିବଳଦେବ...

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ଲାଗିଛି ଶ୍ରୀଜିଉଙ୍କ ତିନି ରଥ। ରଥ ଉପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ମଙ୍ଗଳବାର ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଆଡ଼ପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ...

ଶ୍ରୀଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଇବା ଅଭିଯୋଗ: କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ଥାନାରେ ଏତଲା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ବିବାଦରେ ଫସିଛନ୍ତି କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଶ୍ରୀଜଗନ୍ନାଥ ଭଜନକୁ କଦର୍ଥ କରି ଗାଇବା ଅଭିଯୋଗରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି।...