ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କରିବେ ସାକ୍ଷାତ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ବୁଧବାର ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ୩...

ଡାଏବେଟିସ୍‌ ନିୟନ୍ତ୍ରଣ ପାଇଁ ବ୍ୟାୟାମ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=85xrUESDjrw ଖାଦ୍ୟପେୟରେ ଅନିୟମିତତା ଏବଂ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁଁ ବର୍ତ୍ତମାନ ମଣିଷଠାରେ ବିଭିନ୍ନ ରୋଗ ଦେଖିବାକୁ ମିଳୁଛି। ଏହା ମଧ୍ୟରେ ଡାଏବେଟିସ୍ ଏବେ ବଡ଼ ସମସ୍ୟା ପାଲଟିଛି। ଘରେ ଘରେ କାହାକୁ...

ବରଗଡ଼ରେ ଅଘଟଣ: ବଜ୍ରପାତରେ ଚାଲିଗଲା ୩ ଜଣଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଷା ଦାଉରୁ ରକ୍ଷା ପାଇବାକୁ ଗଛମୂଳେ ଆଶ୍ରୟ ନେଇଥିବାବେଳେ ବଜ୍ରପାତ ଯୋଗୁଁ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲ୍ଲା ଖଲିଆପାଲି ପଞ୍ଚାୟତର ଦୁଆନଡ଼ିହି ଗାଁରେ।...

ଭୁବନେଶ୍ୱର ମଣିପାଲ ହସ୍ପିଟାଲରେ ବିରଳ ହୃଦ ରୋଗର ଚିକିତ୍ସା: ସୁସ୍ଥ ହେଲା ୭ ଦିନର ନବଜାତ ଶିଶୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରର ମଣିପାଲ ହସ୍ପିଟାଲରେ ଏକ ବିରଳ ହୃଦ ରୋଗର ଚିକିତ୍ସା ହୋଇଛି। ଏଠାରେ ସଫଳ ଅସ୍ତ୍ରୋପଚାର ପରେ ୭ ଦିନର ନବଜାତ ଶିଶୁ ପାଇଛି ନୂଆ ଜୀବନ। ହାଇପୋପ୍ଲାଷ୍ଟିକ୍ ରାଇଟ୍ ହାର୍ଟ...

ଭିଜିଲା ଭୁବନେଶ୍ଵର: ଆଉ ୪ ଦିନ ଓଡ଼ିଶାରେ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରବଳ ବର୍ଷାରେ ଭିଜିଲା ଭୁବନେଶ୍ଵର। ବୁଧବାର ମଧ୍ୟାହ୍ନରେ ହଠାତ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଭୁବନେଶ୍ଵରରେ ବର୍ଷା ଲାଗି ରହିଥିଲା। କେବଳ ଭୁବନେଶ୍ଵର...

ଅଲିମ୍ପିକ୍ ୨୦୨୪: ଘୋଷଣା ହେଲା ଭାରତୀୟ ପୁରୁଷ ହକି ଦଳ, ଓଡ଼ିଶାରୁ ଅମିତ୍ ରୋହିଦାସଙ୍କୁ ସୁଯୋଗ  

ଓଡ଼ିଶାଲାଇଭ୍ ବ୍ୟୁରୋ ଅଲିମ୍ପିକ୍ ୨୦୨୪ ପାଇଁ ଘୋଷଣା ହୋଇଛି ଭାରତୀୟ ପୁରୁଷ ହକି ଦଳ। ହରମନପ୍ରୀତ ସିଂହ ଦଳର ଅଧିନାୟକ ହୋଇଥିବାବେଳେ ହାର୍ଦ୍ଦିକ ସିଂହଙ୍କୁ ଉପଅଧିନାୟକ ଭାବେ ଚୟନ କରାଯାଇଛି। ବୁଧବାର ହକି ଇଣ୍ଡିଆ...

ଶିଶୁ ଯୌନ ନିର୍ଯାତନା ଉପରେ ଏକ ଭିନ୍ନ ନାଟକ – ‘ସେପ୍ଟେମ୍ବରର ତିରିଶ ଦିନ’

ଓଡ଼ିଶାଲାଇଭ୍ ବ୍ୟୁରୋ ‘ସେପ୍ଟେମ୍ବରର ତିରିଶ ଦିନ’ ନାଟକର ଆୟୋଜନ ପାଇଁ ଆୟୋଜକଙ୍କ ତରଫରୁ କରାଯାଉଛି କ୍ରାଉଡ୍ ଫଣ୍ଡିଂ। ଆଜିର ଦୁନିଆରେ ଅନେକ କୋମଳମତି ଶିଶୁ ବିଶେଷ କରି କନ୍ୟାମାନେ ନିଜ ପରିବାର ଭିତରେ ବି ସୁରକ୍ଷିତ...

ଏଥର ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ କରିପାରିବେନି ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଚଳିତ ଥର ଜୁଲାଇ ୭ ଓ ୮ ତାରିଖ ଦୁଇଦିନ ଧରି ଚାଲିବ ଶ୍ରୀଗୁଣ୍ଡିଚା ଯାତ୍ରା। ଗୋଟିଏ ଦିନରେ ବଡ଼ଠାକୁରଙ୍କର ତିନି...

ବାହାରିନର ଭାରତୀୟ ଦୂତାବାସରେ ପ୍ରଦର୍ଶିତ ହେଉଛି ଓଡ଼ିଶାର କଳା କାରିଗରି

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାରିନରେ ଥିବା ଭାରତୀୟ ଦୂତାବାସରେ ଓଡ଼ିଶାର ବିଭିନ୍ନ କଳା କାରିଗରିଗୁଡ଼ିକ ପ୍ରଦର୍ଶିତ ହେଉଛି। ଭାରତ ସରକାରଙ୍କ ‘ଏକ ଜିଲ୍ଲା ଏକ ଉତ୍ପାଦ’ କାର୍ଯ୍ୟକ୍ରମକୁ ବିଶ୍ଵବ୍ୟାପି ପ୍ରଚାର ପ୍ରସାର କରିବା ଉଦ୍ଦେଶ୍ୟରେ ମଙ୍ଗଳବାରଠାରୁ...

ବାଲେଶ୍ଵରକୁ ଫେରୁଛି ଶାନ୍ତି: ଆଜିଠୁ କେବଳ ରାତିରେ କର୍ଫ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ଦିନ ଧରି ଅଶାନ୍ତି ହୋଇପଡ଼ିଥିବା ବାଲେଶ୍ଵର ସହରକୁ ଧୀରେ ଧୀରେ ଫେରୁଛି ଶାନ୍ତି। ସହରରେ ଲାଗିଥିବା କର୍ଫ୍ୟୁକୁ ଆହୁରି କୋହଳ କରାଯାଇଛି। ବୁଧବାରଠାରୁ କେବଳ ରାତିରେ କର୍ଫ୍ୟୁ କଟକଣା ଜାରି...