ଆଜି ଦେବସ୍ନାନ ପୂର୍ଣ୍ଣିମା: ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ବଡ଼ଠାକୁର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ମହାସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଜ୍ୟେଷ୍ଠମାସ ଶୁକ୍ଲପକ୍ଷ ପୂର୍ଣ୍ଣିମୀ ତିଥିର ଏହି ଦିନକୁ ସମସ୍ତେ ଦେବସ୍ନାନ ପୂର୍ଣ୍ଣିମା ବୋଲି କହିଥାନ୍ତି। ମହାପ୍ରଭୁ...

ରାୟଗଡ଼ା ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ରାୟଗଡ଼ା ସହର ଉପଖଣ୍ଡ ପିତାମହଲସ୍ଥିତ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପରିସରରେ ଅନ୍ତର୍ଜତୀୟ ଯୋଗ ଦିବସ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ପତାଞ୍ଜଳି ଯୋଗପୀଠର...

ବୌଦ୍ଧ ଜିଲ୍ଲାରେ ପାଳନ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ଦିବସକୁ ପାଳନ କରାଯାଇଛି। ସାଧାରଣ ଲୋକଙ୍କ ସହ ମିଶି ବୌଦ୍ଧ ବିଧାୟକ, ଜିଲ୍ଲାପାଳ...

୨୦୩୬ ମସିହା ପର୍ଯ୍ୟନ୍ତ ଭାରତୀୟ ହକି ଦଳର ମୁଖ୍ୟ ପ୍ରାୟୋଜକ ରହିବ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=lN7KffM5zM0 ୨୦୩୬ ମସିହା ପର୍ଯ୍ୟନ୍ତ ଭାରତୀୟ ଜାତୀୟ ହକି ଦଳର ମୁଖ୍ୟ ପ୍ରାୟୋଜକ ରହିବ ଓଡ଼ିଶା। ଭାରତୀୟ ହକିର ଉଭୟ ପୁରୁଷ ଓ ମହିଳା ଦଳର ପ୍ରାୟୋଜକ ଅବଧିକୁ ୨୦୩୩ରୁ ଆଉ ୩...

ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା: ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କର ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଭିଡ଼ ନିୟନ୍ତ୍ରଣ ଏବଂ ଶୃଙ୍ଖଳିତ ଦର୍ଶନ ଲାଗି...

ଢେଙ୍କାନାଳର ମହିଳା କୃଷି ଉତ୍ପାଦକ ଗୋଷ୍ଠୀ ଖୁସି: ଦୁବାଇ ବଜାରକୁ ଗଲା ଓଡ଼ିଶାର ଆମ୍ବ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ବଳଦେବଜୀଉ ମହିଳା କୃଷକ ଉତ୍ପାଦକ ଗୋଷ୍ଠୀଙ୍କ ଦ୍ଵାରା ଉତ୍ପାଦିତ ଆମ୍ବ ଦୁବାଇକୁ ରପ୍ତାନି ହୋଇଛି। ଅନ୍ତର୍ଜାତୀୟ ସଂସ୍ଥା ଗ୍ରାଣ୍ଟ ଥର୍ନଟନର ସହାୟତାରେ ମହିଳା କୃଷକ ଉତ୍ପାଦକମାନେ ସେମାନଙ୍କ...

ଯୋଗ ଭଲ କରେ ରୋଗ: ବୟସ୍କଙ୍କ ପାଇଁ ଯୋଗାସନ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=LMd0fJz_g-s ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତି ବର୍ଷ ଜୁନ ୨୧ ତାରିଖକୁ ବିଶ୍ଵବ୍ୟାପି ଏହି ଦିବସ ପାଳନ କରାଯାଉଛି। ଯୋଗ ମଣିଷକୁ ଶାରୀରିକ ଏବଂ ମାନସିକସ୍ତରରେ ସୁସ୍ଥ ରଖିବାରେ...

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ ଶୁକ୍ରବାର ଦିନ କାଳିମାଡ଼ ହୋଇଛି। କିଛି ଅସନ୍ତୁଷ୍ଠ ଗୋଷ୍ଠୀ କଂଗ୍ରେସ ଭବନ ଭିତରକୁ ପଶିଆସି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ କରିଥିଲେ। ଶରତ ପଟ୍ଟନାୟକ କଂଗ୍ରେସ...

ନୂଆ ଏବଂ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/4AUut_hx908 ଆଜି ଜୁନ୍ ୨୧ ତାରିଖରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଭୁବବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ଛତିଶା ନିଯୋଗ ସଦସ୍ୟଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଲାଗି ପୁରୀ ଛତିଶା ନିଯୋଗର ସଦସ୍ୟମାନଙ୍କ ସହ ବୈଠକ କରି ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।   ଗୁରୁବାର...