ପ୍ରଥମ ଥର ନିର୍ବାଚନ ଜିତିଲେ, ଓଡ଼ିଶାର ନୂଆ ସରକାରରେ ମନ୍ତ୍ରୀ ହେଲେ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=A4bQYKGVdI0 ପ୍ରଥମ ଥର ଓଡ଼ିଶାରେ ସରକାର ଗଢ଼ିଛି ବିଜେପି। ନୂଆ ସରକାରରେ ମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଜିଲ୍ଲା ମୋରାଡ଼ା ଆସନରୁ ଏଥର ବିଜେପି ଟିକେଟରେ...

ଓଡ଼ିଶାର ନୂଆ ସରକାରରେ ମନ୍ତ୍ରୀ ହେଲେ ଗଣେଶ ରାମ ସିଂ ଖୁଣ୍ଟିଆ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=TXSozbl3qqY ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଢ଼ିଛି ବିଜେପି। ନୂଆ ସରକାରରେ ମନ୍ତ୍ରୀପଦ ପାଇଛନ୍ତି ଗଣେଶ ରାମ ସିଂ ଖୁଣ୍ଟିଆ। ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ...

ଓଡ଼ିଶାରେ ଜୁନ ୧୭ରୁ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁନ ୧୭ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଜୁନ...

 କୁଏତ୍ ଅଗ୍ନିକାଣ୍ଡରେ ଓଡ଼ିଶାର ୨ ଜଣଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଏତର ମଙ୍ଗଫ୍‌ ସହରର ଏକ କୋଠାରେ ହୋଇଥିବା ଅଗ୍ନିକାଣ୍ଡରେ ୪୫ ଜଣ ଭାରତୀୟ ପ୍ରାଣ ହରାଇଛନ୍ତି। ମୃତକମାନଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ରହିଛନ୍ତି। ସେମାନେ ହେଲେ ସନ୍ତୋଷ କୁମାର ଗୌଡ଼...

ପ୍ରଦୀପ ବଳସାମନ୍ତ – ନୂଆ ସରକାରରେ ନୂଆ ମନ୍ତ୍ରୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=APQD1kJRwaw ଓଡ଼ିଶାରେ ହୋଇଥିବା ବିଜେପି ସରକାରରେ ମନ୍ତ୍ରୀ ହୋଇଛନ୍ତି ପ୍ରଦୀପ ବଳସାମନ୍ତ। ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ସେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଯାଜପୁର ଜିଲ୍ଲା...

ଜୁଲାଇ ପହିଲାରୁ ଭାରତରେ ଲାଗୁ ହେବ ୩ ନୂଆ ଫୌଜଦାରୀ ଆଇନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ଜୁଲାଇ ୧ ତାରିଖରୁ ଲାଗୁ ହେବାକୁ ଯାଉଛି ୩ଟି ନୂଆ ଫୌଜଦାରୀ ଆଇନ। ବ୍ରିଟିଶ ଅମଳର ଆଇପିସି, ସିଆରପିସି ଏବଂ ଭାରତୀୟ ପ୍ରମାଣ ଆଇନ ବଦଳରେ ଏହି...

ଓଡ଼ିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ଅବସରରେ ସେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର ମ୍ୟୁଜିୟମ ଛକରେ ବକ୍ସି...

ଗୋକୁଳାନନ୍ଦ ମଲ୍ଲିକ – ନୂଆ ସରକାରରେ ନୂଆ ମନ୍ତ୍ରୀ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=JyUL4GilkY0 ଓଡ଼ିଶାରେ ହୋଇଥିବା ବିଜେପି ସରକାରରେ ମନ୍ତ୍ରୀ ହୋଇଛନ୍ତି ଗୋକୁଳାନନ୍ଦ ମଲ୍ଲିକ। ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ସେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗଞ୍ଜାମ ଜିଲ୍ଲା...

କଟକ: ଜବତ ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ ଘଟି ହାବିଳଦାରଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଜବତ ବୋମାକୁ ନିଷ୍କ୍ରିୟ କରିବା ସମୟରେ ବିସ୍ଫୋରଣ ଘଟି ଜଣେ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କଟକ ସଦର ଥାନା ଅଞ୍ଚଳରେ। ମୃତକ ହେଉଛନ୍ତି ହାବିଳଦାର...

ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ। ଶୁକ୍ରବାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ବିଧାନସଭାରେ ନବ...