ଖୋଲିଲା ଶ୍ରୀମନ୍ଦିରର ଚାରି ଦ୍ଵାର
ଓଡ଼ିଶାଲାଇଭ୍ ବ୍ୟୁରୋ
ସବୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଖୋଲିଛି ଶ୍ରୀମନ୍ଦିରର ଚାରି ଦ୍ଵାର। ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ନୂଆ ମନ୍ତ୍ରିମଣ୍ଡଳର ସବୁ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ...
କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ବିଜେପିର ବରିଷ୍ଠ ବିଧାୟକ ରବି ନାରାୟଣ ନାଏକ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=GclBTprjCkg
ଓଡ଼ିଶାରେ ଆରମ୍ଭ ହୋଇଛି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ତା’ ସହିତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଆଜି ଶପଥ ନେଇଛନ୍ତି। ଏହି କ୍ରମରେ...
ଓଡ଼ିଶାରେ ବିଜେପି ସରକାର: ଜାଣନ୍ତୁ ମୋହନଙ୍କ ମନ୍ତ୍ରିମଣ୍ଡଳରେ କିଏ ହେଲେ ସାମିଲ?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଆଜିଠାରୁ ଓଡ଼ିଶାରେ ସରକାର ଗଢ଼ିବ ବିଜେପି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ଦୁଇଜଣ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ...
କାଲିଠୁ ଆରମ୍ଭ ହେବ ଖେଳ – ପ୍ରଶାନ୍ତ ଜଗଦ୍ଦେବ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=Hcsa30SAdcg
ଓଡ଼ିଶାରେ ବିଜେପିର ନୂଆ ସରକାର ଗଠନ ହେବା କ୍ଷଣି ପୁଣି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ନୂଆ ସରକାର ରାଜ୍ୟରେ ଦୁର୍ନୀତି କରିଥିବା ସବୁ ଲୋକଙ୍କ ହିସାବ...
କାଲିଠୁ ଖୋଲିବ ଶ୍ରୀମନ୍ଦିରର ଚାରିଦ୍ଵାର: ବିଜେପି ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ୪ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=lhli_MzK2M4
ଆସନ୍ତାକାଲି, ଗୁରୁବାର ଦିନଠାରୁ ଖୋଲିବ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର। ମଙ୍ଗଳଆଳତୀ ନୀତି ପରେ ଭକ୍ତଙ୍କ ପାଇଁ ଚାରିଦ୍ଵାର ଖୋଲାଯିବ। ମୋହନ ଚରଣ ମାଝୀଙ୍କ ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ଏହି...
ଆଜି ଓଡ଼ିଶା ପାଇଁ ଏକ ଐତିହାସିକ ଦିନ – ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ରାଜ୍ୟରେ ଗଠିତ ହୋଇଛି ବିଜେପିର ପ୍ରଥମ ସରକାର। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।...
ବିଜେପି ସରକାରରେ ଯୁବ ଚେହେରା ସୂର୍ଯ୍ୟବଂଶୀ ସୂରଜ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶାରେ ବିଜେପି ସରକାର ଗଠନ କରିଛି। ମୋହନ ଚରଣ ମାଝୀଙ୍କ ସରକାରରେ ୮ ଜଣ କ୍ୟାବିନେଟ୍ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। ତା’ ଭିତରେ ଯୁବ ଚେହେରା...
ଓଡ଼ିଶା ବିଧାନସଭାର ବାଚସ୍ପତି ହେବେ ସୁରମା ପାଢ଼ୀ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ବିଜେପିର ବରିଷ୍ଠ ନେତ୍ରୀ ତଥା ରଣପୁର ବିଧାୟକ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ହେବେ। ବିଜେପି ସରକାରର ଶପଥ ଗ୍ରହଣ ଉତ୍ସବ ଶେଷ ହେବା ପରେ ଏନେଇ ସୂଚନା...
ସୁରେଶ ପୂଜାରୀ – ନୂଆ ସରକାରରେ ଅଭିଜ୍ଞ ଚେହେରା
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶାରେ ବିଜେପି ସରକାର। ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀ। ଏହି ନୂଆ ମନ୍ତ୍ରିମଣ୍ଡଳରେ ବିଜେପିର ବରିଷ୍ଠ ନେତା ସୁରେଶ ପୂଜାରୀ ସ୍ଥାନ ପାଇଛନ୍ତି। ସେ...
ପୃଥ୍ୱୀରାଜ ହରିଚନ୍ଦନ – ଚିଲିକା ଆସନରୁ ଜିତିଲେ, ମନ୍ତ୍ରୀ ପଦ ପାଇଲେ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=qukyiM8slag
ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଠନ କରିଛି ବିଜେପି। ଏହି ନୂଆ ସରକାରରେ ମନ୍ତ୍ରୀ ପଦ ପାଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ। ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ...





















