ରାଜନୀତିରୁ ସନ୍ୟାସ ନେଲେ ଭିକେ ପାଣ୍ଡିଆନ

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/O0nchcstz_Y?si=qykIxLZhGqXuZ4Dv ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ନେଇଛନ୍ତି ଭିକେ ପାଣ୍ଡିଆନ। ଏନେଇ ରବିବାର ସେ ଏକ ଭିଡିଓ ବାର୍ତ୍ତା ଜାରି କରି ଘୋଷଣା କରିଛନ୍ତି। ଚଳିତ ନିର୍ବାଚନରେ...

ଓଡ଼ିଶା ନିର୍ବାଚନ ୨୦୨୪: ବଡ଼ ଲଢ଼େଇ ଛୋଟ ବ୍ୟବଧାନ, ଅଳ୍ପକେ ବଦଳିଗଲା ଭବିଷ୍ୟତ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଳ୍ପ ହେଉ ପଛେ ଜିତିଛନ୍ତି। ନ ହେଲେ ପୁଣି ଭାଗ୍ୟ ପରୀକ୍ଷା କରିବା ପାଇଁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିଥାନ୍ତା। ଯେଉଁମାନେ ଜିତିଲେ ଆଜି ଶାନ୍ତିରେ ନିଶ୍ଵାସ ମାରୁଥିବେ। କିନ୍ତୁ...

‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଦ୍ୱିତୀୟ ଦିନ: ଭୁବନେଶ୍ୱରରେ କାଷ୍ଟିଂ ଓ ଅଡିସନ୍ ପାଇଁ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଖୋଲିବେ...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବଲିଉଡ୍ ହେଉ ବା ଓଲିଉଡ୍, ବର୍ତ୍ତମାନ ସମୟରେ ସବୁଠି ପ୍ରତିଭାସମ୍ପନ୍ନ ଅଭିନେତା ଓ ନିର୍ଦ୍ଦେଶକମାନଙ୍କର ଚାହିଦା ରହିଛି। ତେଣୁ ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲିଉଡର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ...

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭାରତୀୟ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଗଣମାଧ୍ୟମର ସମ୍ପାଦକ, ପ୍ରତିନିଧି ଏବଂ...

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ଦିନ ଓଡ଼ିଶା ଛୁଇଁଛି। ମାଲକାନଗିରି ଜିଲ୍ଲାରେ ଅଗ୍ରସର ହୋଇଛି ମୌସୁମୀବାୟୁ। ଏଥିପାଇଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମୌସୁମୀ ଏବେ ଦକ୍ଷିଣ...

ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ ମଞ୍ଚରେ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭାରତୀୟ ସିନେମା ଓ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓ ଆଉ ନାହାନ୍ତି। ଶନିବାର ଭୋର ସମୟରେ ହାଇଦ୍ରାବାଦଠାରେ ତାଙ୍କର ପରଲୋକ ହୋଇଛି। ଭୁବନେଶ୍ୱର ଜୟଦେବ ଭବନଠାରେ...

ଓଡ଼ିଶାକୁ ପୁଣି ଫେରିଲା ତାତି: ଜୁନ ୧୨ ଯାଏଁ ହିଟ୍ଓ୍ଵେଭ୍ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ପୁଣି ଫେରିଛି ତାତି। ଆଗାମୀ ଦିନରେ ତାପମାତ୍ରାରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ଜୁନ ୧୨ ତାରିଖ ଯାଏଁ ରାଜ୍ୟର କେତେକ ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ...

ବିଜେଡିର ପରାଜୟ ପାଇଁ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ – ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପରେ କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ହେଉଥିବା ବିବାଦ ଉପରେ ମୁହଁ ଖୋଲିଛନ୍ତି ନବୀନ ପଟ୍ଟନାୟକ। ବିଜେଡିର ପରାଜୟ ପାଇଁ ପାଣ୍ଡିଆନଙ୍କୁ କରାଯାଉଥିବା ସମାଲୋଚନାକୁ ସେ...

ମେଡିକାଲ ରିପୋର୍ଟରେ ପୁରା ଫିଟ୍: ଭୁଲ ତଥ୍ୟ ଦେଇ ଅଡ଼ୁଆରେ ଆଇପିଏସ ଆଶିଷ ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ଵାସ୍ଥ୍ୟାବସ୍ଥାକୁ ନେଇ ଭୁଲ ତଥ୍ୟ ଦେବାରୁ ଅଡ଼ୁଆରେ ପଡ଼ିଛନ୍ତି ଆଇପିଏସ ଅଧିକାରୀ ଆଶିଷ ସିଂ। ଆଶିଷ ସିଂଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପୂର୍ଣ୍ଣ ଠିକ୍ ଥିବା ଭୁବନେଶ୍ଵରସ୍ଥିତ ଏମ୍ସ ହସ୍ପିଟାଲ ରିପୋର୍ଟ ଦେବା ପରେ...

କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ ହୋଇଛି। ସେ ଓଡ଼ିଶାରେ ଦୁର୍ନୀତି କରିଥିବା ନେଇ ଦିଲ୍ଲୀସ୍ଥିତ ଇଡି ମୁଖ୍ୟ କାର୍ଯ୍ୟାଳୟରେ ଏହି ଅଭିଯୋଗ ହୋଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ...