ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ଯାଇଛନ୍ତି କାର୍ତ୍ତିକ ପାଣ୍ଡିଆନ – ସସ୍ମିତ ପାତ୍ର

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ https://www.youtube.com/watch?v=AC3tEgQ6PrU ନିର୍ବାଚନରେ ବିଜେଡିର ପରାଜୟ ପରେ କାର୍ତ୍ତିକ ପାଣ୍ଡିଆନଙ୍କୁ ଦେଖିବାକୁ ମିଳିନାହିଁ। ଏହାକୁ ନେଇ ବିଭିନ୍ନ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଛି। ବିଜେଡି ହାରିବା ପରେ କାର୍ତ୍ତିକ ପାଣ୍ଡିଆନ ଦିଲ୍ଲୀ ପଳାଇଥିବା...

ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଯୁକ୍ତ ୨ ନାମଲେଖା ପାଇଁ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ଅନଲାଇନ ଆବେଦନ ପ୍ରକ୍ରିୟା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଅଧିନରେ ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ...

ଜୁନ୍ ୭ରୁ ତିନିଦିନିଆ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’, ପ୍ରଦର୍ଶିତ ହେବ ୧୫ଟି କ୍ଲାସିକ୍ ଓଡ଼ିଆ ସିନେମା

ଓଡ଼ିଶାଲାଇଭ୍ ବ୍ୟୁରୋ ଯୋଗଦେବେ ବଲିଉଡ ଓ ଓଲିଉଡ ସିନେମା ଜଗତର ପ୍ରମୁଖ ବ୍ୟକ୍ତିତ୍ୱ ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଫିଲ୍ମ ସ୍କ୍ରିନିଂ ବଲିଉଡର ପ୍ରସିଦ୍ଧ ନିର୍ଦ୍ଦେଶକଙ୍କ ଦ୍ୱାରା ଅଭିନୟ ଓ ଚିତ୍ରନାଟ୍ୟ ରଚନା ଉପରେ ସ୍ୱତନ୍ତ୍ର ମାଷ୍ଟରକ୍ଲାସ (ଭୁବନେଶ୍ୱର): ଜୁନ୍...

ଆସୁଛି ବିଜେପି ସରକାର, ଓଡ଼ିଶାବାସୀ ସତର୍କ ରୁହନ୍ତୁ – ଡାକ୍ତର ଅଜୟ କୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ “କଂଗ୍ରେସର ୧୪ ବିଧାୟକ, ୧୪୦ଙ୍କ ସହ ସମାନ” ଓଡ଼ିଶାବାସୀଙ୍କ ସ୍ୱାର୍ଥ ଓ ଜଙ୍ଗଲ ଜମିର ସୁରକ୍ଷା ପାଇଁ ଲଢ଼ିବ କଂଗ୍ରେସ – ଅଜୟ କୁମାର ଦଳ ବିରୋଧୀ କର୍ମକର୍ତ୍ତାଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ (ଭୁବନେଶ୍ୱର):  “ଚଳିତ...

ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ଗୁରୁବାର ଦିନ ଇସ୍ତଫା ଦେଇଛନ୍ତି ମନୋଜ କୁମାର ମିଶ୍ର। ଏ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର ଓ ଆର ବାଲକ୍ରିଷ୍ଣନ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁବାର ଦିନ ଇସ୍ତଫା ଦେଲେ ଦୁଇ ଜଣ ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ ଅଧିକାରୀ। ସିଏମଓ ମୁଖ୍ୟ ଉପଦେଷ୍ଟା ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଥିବାବେଳେ ସ୍ପେସାଲ ଇନିସିଏଟିଭ...

ଓଡ଼ିଶାର ରାଜ୍ୟପାଳଙ୍କୁ ନିର୍ବାଚନ ଫଳାଫଳର ବିଜ୍ଞପ୍ତି ପ୍ରଦାନ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କୁ ରାଜ୍ୟରେ ହୋଇଥିବା ନିର୍ବାଚନ ଫଳାଫଳ ସମ୍ପର୍କରେ ଜଣାଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ଗୁରୁବାର ରାଜ୍ୟପାଳଙ୍କୁ ଓଡ଼ିଶାର ନବ ନିର୍ବାଚିତ ବିଧାୟକଙ୍କ...

ନୟାଗଡ଼ରେ ଅଘଟଣ: ନଦୀରେ ବୁଡ଼ି ଭାଇ ଭାଉଣୀଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ବାଉଁଶିଆପଡ଼ା ଗାଁରେ ଗୁରୁବାର ଦିନ ଘଟିଛି ବଡ଼ ଅଘଟଣ। ଗାଧୋଇବାକୁ ଯିବା ବେଳେ ନଦୀରେ ବୁଡ଼ି ଭାଇ ଭଉଣୀଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଦ୍ୱିତୀକୃଷ୍ଣ ସେଠୀଙ୍କ ୮ ବର୍ଷର...

କାହିଁକି ହାରିଲା ବିଜେଡି: ଅତ୍ୟଧିକ ଆତ୍ମସନ୍ତୋଷ ନା ଭୁଲ୍ ଜାଣି ବି ଅଜଣା ରହିଲା ଦଳ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ବିଧାନସଭା ନିର୍ବାଚନ ୨୦୨୪ରେ ଓଡ଼ିଶା ଦେଖିଲା ବଡ଼ ପରିବର୍ତ୍ତନ। ଦୀର୍ଘ ୨୪ ବର୍ଷ ଧରି ଶାସନରେ ଥିବା ବିଜେଡି ପ୍ରଥମ ଥର ଲାଗି ଚାଖିଲା ପରାଜୟର ସ୍ଵାଦ। ରାଜ୍ୟରେ ନୂଆ...

ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସରୋଜ କୁମାର ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ବୌଦ୍ଧ ନିର୍ବାଚନ ମଣ୍ଡଳୀର ବିଜୟୀ ପ୍ରାର୍ଥୀ ସରୋଜ କୁମାର ପ୍ରଧାନ। ବୌଦ୍ଧ ବିଧାନସଭା ଆସନରେ ୨୦୨୪ ନିର୍ବାଚନରେ ବାଜି ହାତେଇଛି...