ଆଜି ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ବୁଧବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ଵର ରେଣ୍ଟାଲ ଓମଫେଡ ଛକଠାରୁ ପଟିଆ ଛକ ପର୍ଯ୍ୟନ୍ତ ରୋଡ ସୋ’ କରିବେ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ୍...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ମେ’ ୨୪ରେ ଅବପାତ ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଆହୁରି ଘନୀଭୂତ ହୋଇ ମେ’ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶାରେ ବିଶେଷ ଭାବେ...
ବିଜେଡି ଛାଡ଼ିଲେ ସିମୁଳିଆର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ଛାଡ଼ିଲେ ବରିଷ୍ଠ ନେତା ତଥା ସିମୁଳିଆର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ। ବୁଧବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ...
ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିରୁ ଇସ୍ତଫା ଦେଇଥିବା ୪ ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ...
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପରେ ଅପରାଜିତା ଷଡ଼ଙ୍ଗୀଙ୍କ ଜବାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁଇ ଦୁଇ ଥର ଭୁବନେଶ୍ଵର ସଂସଦୀୟ କ୍ଷେତ୍ରରେ ମେଗା ରୋଡ ସୋ’ କରି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ପ୍ରଚାର କରିବା ପରେ ମଙ୍ଗଳବାର ଦିନ ଏକ ଭିଡିଓ ବାର୍ତ୍ତା ଜାରି...
ଜାଣନ୍ତୁ, କେତେବେଳେ କରିବେ ଡାଏବେଟିସ୍ ଟେଷ୍ଟ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=AJ3ycHKo1oI
ପରିବର୍ତ୍ତନଶୀଳ ଜୀବନଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ବର୍ତ୍ତମାନ ବିଭିନ୍ନ ରୋଗ ଦେଖାଦେଉଛି। ଏବେ ଡାଏବେଟିସ୍ ବା ମଧୁମେହ ରୋଗ ମଣିଷ ଶରୀରର ସବୁ ଦିନିଆ ଅତିଥି ହୋଇଗଲାଣି। ଆଜିର...
ସମ୍ବଲପୁର ଲୋକସଭା ଆସନରେ କିଏ ପିନ୍ଧିବ ବିଜୟ ମୁକୁଟ?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=t67Kv2uZ7PU
ସମ୍ବଲପୁର ଲୋକସଭା ଆସନ ପାଇଁ ଏଥର ଜୋରଦାର ହେବ ରାଜନୈତିକ ଲଢ଼େଇ, ବିଜେପି ଦୁର୍ଗ ରକ୍ଷା କରିବ ନା ଛଡ଼ାଇ ନେବ ବିଜେଡି?
ସମ୍ବଲପୁର ପଶ୍ଚିମ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ଲୋକସଭା...
ଏଥର ଓଡ଼ିଶାରେ ପରିବର୍ତ୍ତନ ହେବାକୁ ଯାଉଛି – ଅମିତ ଶାହ
ଓଡ଼ିଶାଲାଇଭ୍ ବ୍ୟୁରୋ
“ଏଥର ଓଡ଼ିଶାରେ ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶାରେ ପ୍ରଥମ ଥର ଚାଲିବ ଡବଲ ଇଞ୍ଜିନ ସରକାର। ବିଜେପି ସରକାର ଆସିଲେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବିର ଗୁମର ଖୋଲିବ ଏବଂ ଚିଟଫଣ୍ଡ ଦୁର୍ନୀତିରେ...
‘ଇଣ୍ଡିଆ ସ୍କିଲ୍ସ-୨୦୨୪’ରେ ଟିମ୍ ଓଡ଼ିଶା ଟପ୍ପର, ଏବେ ଲକ୍ଷ୍ୟ ‘ୱାର୍ଲ୍ଡ ସ୍କିଲ୍ସ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ପହଞ୍ଚିବା ପରେ ଟିମ୍ ଓଡ଼ିଶାକୁ ଭବ୍ୟ ସ୍ୱାଗତ
ଓଡ଼ିଶାକୁ ସର୍ବାଧିକ ୫୧ଟି ପଦକ, ୧୭ଟି ସ୍ୱର୍ଣ୍ଣ
‘ଇଣ୍ଡିଆ ସ୍କିଲ୍ସ’ରେ ଲଗାତର ଦୁଇ ଥର ଓଡ଼ିଶାର ଶ୍ରେଷ୍ଠ ପ୍ରଦର୍ଶନ
ଟିମ୍ ଓଡ଼ିଶାର ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
(ଭୁବନେଶ୍ୱର):...
ଭୁବନେଶ୍ଵରରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ସୋ’
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀ ଭୁବନେଶ୍ଵରରେ ଦ୍ୱିତୀୟ ଥର ପାଇଁ ରୋଡ ସୋ’ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପଳାଶପଲ୍ଲୀଠାରୁ ଏକାମ୍ର ଛକ ପର୍ଯ୍ୟନ୍ତ ରୋଡ ସୋ’ କରୁଛନ୍ତି। ଏହି ରୋଡ ସୋ’ ପଳାଶପଲ୍ଲୀଠାରୁ...





















