ସୁନ୍ଦରଗଡ଼ ଲୋକସଭା ଆସନ: ପୁଣି ଜୁଏଲଙ୍କ ଭାଗରେ ପଡ଼ିବ ନା ବାଜି ମାରିବେ ଦିଲ୍ଲୀପ?

ସତୀଶ ଶର୍ମା ସୁନ୍ଦରଗଡ଼ ଲୋକସଭା ଆସନରେ ଜୁଏଲ ଓରାମ ପୁଣି ବାଜି ମାରିବେ ନା ଦିଲ୍ଲୀପ ପିନ୍ଧିବେ ବିଜୟ ମୁକୁଟ, ଏପେଟେ ଗଡ଼କୁ ଫେରିବା ଆଶାରେ ରହିଛନ୍ତି ଜନାର୍ଦ୍ଦନ। ସୁନ୍ଦରଗଡ଼ ଲୋକସଭା ଆସନରେ ଏଥର ଦେଖିବାକୁ ମିଳିବ...

ବାରିପଦା ସହରରୁ କାବୁ ହୋଇଥିବା କଲରାପତରିଆ ବାଘକୁ ଶିମିଳିପାଳରେ ଛାଡ଼ିଲା ବନ ବିଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦା ସହରରେ ଆତଙ୍କ ଖେଳାଇଥିବା କଲରାପତରିଆ ବାଘକୁ କାବୁ କରିବା ପରେ ଶିମିଳିପାଳ ଅଭୟାରଣ୍ୟରେ ଛାଡ଼ିଦିଆଯାଇଛି। ଶୁକ୍ରବାର ଦିନ ବାଘଟିକୁ କାବୁ କରିଥିଲେ ବାରିପଦା ବନବିଭାଗ ରେଞ୍ଜର...

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ: ଓଡ଼ିଶାର ୫ ଲୋକସଭା ଓ ୩୫ ବିଧାନସଭା କ୍ଷେତ୍ରରେ ଭୋଟ ଦେବେ ୭୯ ଲକ୍ଷରୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ମେ’ ୨୦ ତାରିଖରେ ଓଡ଼ିଶାର ୫ଟି ଲୋକସଭା ଏବଂ ଏହା ଅଧିନସ୍ଥ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ। ଏଥିରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ...

ବାଲେଶ୍ଵରରେ ବିଜେପିର ଶକ୍ତି ପ୍ରଦର୍ଶନ: ଏକାଠି ରୋଡ୍ ସୋ’ କଲେ ଦଳର ୫ ତୁଙ୍ଗ ନେତା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ବାଲେଶ୍ଵରରେ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ବୃହତ୍ ଶକ୍ତି ପ୍ରଦର୍ଶନ କରାଯାଇଛି। ଶନିବାର ଏଠାରେ ରାଜ୍ୟ ବିଜେପିର ୫ ଜଣ ତୁଙ୍ଗ ନେତା ଏକାଠି ହୋଇ ଶହ ଶହ ସମର୍ଥକଙ୍କ...

ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀରେ ପୁଣି କଂଗ୍ରେସ, ନା ବିଜେଡି-ବିଜେପି ମାରିନେବେ ବାଜି

ସତୀଶ ଶର୍ମା ରାଜଗାଙ୍ଗପୁର ବିଧାନସଭା ଆସନ ହାତେଇବାକୁ କଂଗ୍ରେସ ଏବଂ ବିଜେଡି ମଧ୍ୟରେ ଛକାପଞ୍ଝା ଲାଗିରହିଥିବାବେଳେ ବିଜୟ ରଣନୀତି ପ୍ରସ୍ତୁତ କରୁଛି ବିଜେପି। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀରେ ରାଜନୈତିକ...

ଓଡ଼ିଶାରେ ପୁଣି ଫେରିଲା ହିଟୱେଭ୍: ମେ’ ୨୦ ଓ ୨୧ରେ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ କିଛିଦିନ ପରେ ଓଡ଼ିଶାରେ ପୁଣି ଫେରିଛି ହିଟୱେଭ୍। ଶନିବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବା ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ମେ’ ୨୦ ଓ ୨୧ ତାରିଖରେ...

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମାରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ...

ଓଡ଼ିଶାର ବିକାଶ ପାଇଁ ଏଥର ସରକାର ବଦଳିବା ଦରକାର – ହେମାମାଳିନୀ

ଓଡ଼ିଶାଲାଇଭ୍ ବ୍ୟୁରୋ “ବିଜେଡି ଶାସନର ୨୫ ବର୍ଷ ମଧ୍ୟରେ ଓଡ଼ିଶାରେ ଆଖିଦୃଶିଆ ବିକାଶ ହୋଇନାହିଁ। ରାଜ୍ୟର ବିକାଶ ପାଇଁ ବିଜେଡି ସରକାର କୌଣସି ପଦକ୍ଷେପ ନେଇ ନାହାନ୍ତି। ଓଡ଼ିଶାରେ ଦୁର୍ନୀତି ଏବଂ ବେରୋଜଗାରୀ ବଢ଼ିଛି।...

ବିଜେପିରୁ ବହିଷ୍କୃତ ହେଲେ ବିଜୟ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରୁ ବହିଷ୍କୃତ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେପି ରାଜ୍ୟ ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଦିନ ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି। ବିଜୟ...

ଓଡ଼ିଶାରେ ୧୫ରୁ ଅଧିକ ଲୋକସଭା ଆସନ ଜିତିବ ବିଜେପି – ଅମିତ ଶାହ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ୨ ଦିନ ଥିବାବେଳେ ଶୁକ୍ରବାର ରାଉରକେଲାରେ ଜୋରଦାର ପ୍ରଚାର କରିଛନ୍ତି ବରିଷ୍ଠ ବିଜେପି ନେତା ଅମିତ ଶାହ। ସେ ଏଠାରେ ବିଜେପିର ବିଜୟ ସଂକଳ୍ପ...