ବଢ଼ିଲା ଅନୁଭବ ମହାନ୍ତିଙ୍କ ଅଡ଼ୁଆ, ଜାରି ହେଲା ଜାମିନ ବିହୀନ ଗିରଫ ପରଓ୍ଵାନା
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢ଼ିଲା ଅଡ଼ୁଆ। ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ଵାନା (ଏନବିଡବ୍ଲ୍ୟୁ) ଜାରି କରିଛନ୍ତି କଟକ ସ୍ଵତନ୍ତ୍ର ଜେଏମଏଫସି କୋର୍ଟ। ଅଭିନେତ୍ରୀ ବର୍ଷା...
ଓଡ଼ିଶାରେ ଦିନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ସୋମବାର ଦିନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ ହୋଇଛି। ରାଜ୍ୟର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ...
୨୦୨୪ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ: ବାଜି ମାରିଲେ ଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରକାଶ ପାଇଛି ୨୦୨୪ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ। ଚଳିତବର୍ଷ ସାରା ଦେଶରେ ସିବିଏସଇ ଦଶମ ପରୀକ୍ଷାରେ ପାସ୍ ହାର ୯୩.୬୦ ପ୍ରତିଶତ ରହିଥିବାବେଳେ ଦ୍ୱାଦଶ ବୋର୍ଡରେ...
ଭୋଟ ଦେଉଛି ଓଡ଼ିଶା: ଦିନ ୧ଟା ସୁଦ୍ଧା ୩୯.୩ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ଲାଗି ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ। ସୋମବାର ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ କରୁଛନ୍ତି ଭୋଟର। ଦିନ ୧ଟା ସୁଦ୍ଧା...
ଇଭିଏମରେ ତ୍ରୁଟି ଯୋଗୁଁ ନିଲମ୍ବିତ ହେଲେ ୨ ପୋଲିଂ ଅଧିକାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ। ଏହାରି ଭିତରେ ନିଲମ୍ବିତ ହୋଇଛନ୍ତି ଦୁଇଜଣ ପୋଲିଂ ଅଧିକାରୀ। ଇଭିଏମରେ ତ୍ରୁଟି ଯୋଗୁଁ ମତଦାନ ବିଳମ୍ବ ହେବା କାରଣରୁ ଦୁଇଜଣ ପୋଲିଂ ଅଧିକାରୀଙ୍କୁ ନିଲମ୍ବିତ...
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୩.୨୮ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ସୋମବାର ଦିନ ୧୧ଟା ସୁଦ୍ଧା ୨୩.୨୮ ପ୍ରତିଶତ ମତଦାନ ହୋଇଛି। ରାଜ୍ୟର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ...
ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ଭୋଟ୍ ଦେଲେ ହେଭିୱେଟ୍ ନେତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ। ବାଜିରେ ଲାଗିଛି ବହୁ ହେଭିୱେଟ୍ ନେତାଙ୍କ ଭାଗ୍ୟ। ସୋମବାର ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଥିବାବେଳେ ରାଜ୍ୟର ବହୁ...
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ରାଜ୍ୟର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ମତଦାନ ଆରମ୍ଭ...
ଭୋଟ୍ ଦେଉଛି ଓଡ଼ିଶା: ରାଜ୍ୟର ୪ ଲୋକସଭା ଓ ୨୮ ବିଧାନସଭା ଆସନ ପାଇଁ ଆରମ୍ଭ ହେଲା ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଓଡ଼ିଶାରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ରାଜ୍ୟର ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ଏଥିରେ...
ବାଲେଶ୍ୱର ଲୋକସଭା ଆସନ – ଏଥର ତିନିମୁଖୀ ଟକ୍କର
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=7pRpm_x6VwQ&t=50s
ଏଥର ସାଧାରଣ ନିର୍ବାଚନରେ ବାଲେଶ୍ଵର ଲୋକସଭା ଆସନରେ ଦେଖିବାକୁ ମିଳିବ ତ୍ରିମୁଖୀ ଲଢ଼େଇ। ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି ବିଜେପିରୁ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କଂଗ୍ରେସରୁ ଶ୍ରୀକାନ୍ତ ଜେନା ଆଉ ବିଜେଡିରୁ...





















