ପ୍ରଣବ ବନାମ ଧର୍ମେନ୍ଦ୍ର: କାହାର ହେବ ସମ୍ବଲପୁର?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ସମ୍ବଲପୁର ଲୋକସଭା ଆସନ ହାତେଇବାକୁ ଏଥର ଜମିବ ଲଢ଼େଇ, ନିର୍ବାଚନ ମଇଦାନରେ ମୁହାଁମୁହିଁ ହେବେ ଧର୍ମେନ୍ଦ୍ର ପ୍ରଧାନ-ପ୍ରଣବ ପ୍ରକାଶ ଦାସ।
ସମ୍ବଲପୁର ଲୋକସଭା ଆସନକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା।...
ଆଗୁଆ ଖରାଛୁଟି: ସ୍କୁଲ ପିଲାଙ୍କୁ ମିଳିବ ୧୨ ଦିନର ମଧ୍ୟାହ୍ନ ଭୋଜନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓଡ଼ିଶାରେ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆଗୁଆ ଖରାଛୁଟି ଘୋଷଣା ହୋଇଥିବାରୁ ସ୍କୁଲ ପିଲାଙ୍କୁ ୧୨ ଦିନର ମଧ୍ୟାହ୍ନ ଭୋଜନ ଦେବା...
ବ୍ରେନ୍ ଷ୍ଟ୍ରୋକ୍ ପରେ କେମିତି ନେବେ ଯତ୍ନ?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=Ur1ODJBgFf8
ବର୍ତ୍ତମାନ ସମୟରେ ସାରା ଦୁନିଆରେ ‘ଷ୍ଟ୍ରୋକ’ ଏକ ବଡ଼ ସ୍ୱାସ୍ଥ୍ୟଗତ ସମସ୍ୟା ଭାବେ ଉଭା ହୋଇଛି। ଅଣ ସଂକ୍ରାମକ ରୋଗ କ୍ଷେତ୍ରରେ ‘ଷ୍ଟ୍ରୋକ’ ସବୁଠୁ ଅଧିକ ଲୋକଙ୍କ ମୃତ୍ୟୁର କାରଣ ପାଲଟୁଛି।
ଯଦି...
କିଏ ମାରିବ ବାଲେଶ୍ଵର ବାଜି?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=7pRpm_x6VwQ&t=79s
ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର।
ବାଲେଶ୍ୱର ଲୋକସଭା କ୍ଷେତ୍ରରେ...
ଓଡ଼ିଶାକୁ ଆହୁରି କଲବଲ କରିବ ଗ୍ରୀଷ୍ମ ପ୍ରବାହ: ଏପ୍ରିଲ ୨୭ ଯାଏଁ ତାତିରୁ ନିସ୍ତାର ନାହିଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅସହ୍ୟ ତାତିରେ ଜଳୁଛି ସାରା ଓଡ଼ିଶା। ଆଗକୁ ତାପମାତ୍ରା ଆହୁରି ଅଣାୟତ ହେବ ବୋଲି ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏପ୍ରିଲ ୨୭ ତାରିଖ ଯାଏଁ ହିଟଓ୍ଵେଭ...
ନିର୍ବାଚନୀ ମଇଦାନରେ ନବୀନ: ହିଞ୍ଜିଳିରୁ ଆରମ୍ଭ କଲେ ପ୍ରଚାର ଅଭିଯାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଦିନ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ଲାଗି ଆରମ୍ଭ କରିଛନ୍ତି ପ୍ରଚାର ଅଭିଯାନ।
ହିଞ୍ଜିଳିଠାରେ ଆୟୋଜିତ ସାଧାରଣ...
ଓଡ଼ିଶା ପାଇଁ ଆସିଲା ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି। ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ଲାଗି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ଦିନ ପ୍ରକାଶ କରାଯାଇଛି।...
କୋରାପୁଟ ଲୋକସଭା ଆସନ ସପ୍ତଗିରିଙ୍କ ପାଇଁ ଚ୍ୟାଲେଞ୍ଜ, କୌଶଲ୍ୟା ଓ କାଳିରାମଙ୍କର ଭୂମିକା କ’ଣ ରହିବ?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ସାରା ଓଡ଼ିଶାରେ ବିଜେଡି ଓ ବିଜେପିର ହାଓ୍ଵା ଦେଖିବାକୁ ମିଳୁଥିବାବେଳେ କୋରାପୁଟରେ ଏବେ ବି ଦମ୍ଭ ହୋଇ ଛିଡ଼ାହେଇଛି କଂଗ୍ରେସ। ୨୦୧୯ରେ ୨୧ଟି ସଂସଦୀୟ କ୍ଷେତ୍ର ମଧ୍ୟରୁ ମାତ୍ର ଗୋଟିଏ...
ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ଓଡ଼ିଶା, ୪୧.୮ ଡିଗ୍ରୀ ସହ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ମାତ୍ରାଧିକ ଖରା ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ମଙ୍ଗଳବାର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ଵର। ଏଠାରେ ଦିନ ୨ଟା ୩୦...
ୟୁଜିସି-ନେଟ୍ ପରୀକ୍ଷା ପାଇଁ ଆବେଦନ ଆରମ୍ଭ, ମେ’ ୧୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ୟୁଜିସି-ନେଟ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଅଧ୍ୟାପକ ପଦବୀରେ ନିଯୁକ୍ତି ଓ ଜୁନିୟର ରିସର୍ଚ୍ଚ ଫେଲୋସିପ୍ (ଜେଆରଏଫ) ପାଇବା...




















