ତାତିରୁ ନିସ୍ତାର ନାହିଁ: ହିଟଓ୍ଵେଭ ପାଇଁ ଆଜି ୧୯ ଜିଲ୍ଲାକୁ ଆରେଞ୍ଜ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ତାତିରୁ ମିଳୁନି ମୁକ୍ତି। ସକାଳୁ ସକାଳୁ ଆକାଶରୁ ବର୍ଷୁଛି ନିଆଁ। ଶନିବାର ଦିନ ହିଟଓ୍ଵେଭ ପାଇଁ ୧୯ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ହିଟଓ୍ଵେଭ ପାଇଁ...

ଏଥର ଚାନ୍ଦବାଲିରେ ସମ୍ମାନର ଲଢ଼େଇ: ଭୋଟରଙ୍କ ମନ ଜିତିବେ ମନମୋହନ ନା ହ୍ୟାଟ୍ରିକ୍ ମାରିବେ ବ୍ୟୋମକେଶ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଏଥର ଭଦ୍ରକ ଜିଲ୍ଲା ଚାନ୍ଦବାଲି ଆସନରେ ଜୋରଦାର ଲଢ଼େଇ ହେବାକୁ ଯାଉଛି। ହ୍ୟାଟ୍ରିକ ଆଶାରେ ନିର୍ବାଚନ ମଇଦାନରେ ଅଛନ୍ତି ବିଜେଡିର ବ୍ୟୋମକେଶ ରାୟ। ସେହିପରି ରାଜ୍ୟ ବିଜେପି ସଭାପତି ମନମୋହନ...

ଅଂଶୁଘାତରୁ ରକ୍ଷା ପାଇବେ କିପରି?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=NOIpzKbwwr0 ରାଜ୍ୟରେ ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଗ୍ରୀଷ୍ମପ୍ରବାହ ଏବଂ ପ୍ରଖର ସୂର୍ଯ୍ୟକିରଣ ପ୍ରଭାବ ଯୋଗୁଁ ଅଂଶୁଘାତ ହେବାର ଆଶଙ୍କା ରହିଛି। ତେବେ କେମିତି ଅଂଶୁଘାତରୁ ରକ୍ଷା ପାଇବେ...

ଆସିଲା ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା, ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ୍

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା...

ଝାରସୁଗୁଡ଼ା: ମହାନଦୀରେ ବୁଡ଼ିଲା ଡଙ୍ଗା, ୭ ଜଣ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ନିକଟସ୍ଥ ମହାନଦୀରେ ଶୁକ୍ରବାର ହୋଇଥିବା ଡଙ୍ଗା ବୁଡ଼ି ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଓ ୨ ଜଣ ନାବାଳକ...

ଓଡ଼ିଶାରେ ତାତି ନେଲାଣି ଜୀବନ: ଅଂଶୁଘାତରେ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଚଣ୍ଡ ଖରାରେ ଜଳୁଛି ସାରା ଓଡ଼ିଶା। ଅଂଶୁଘାତ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ଶୁକ୍ରବାର ଦିନ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣକ ବାଲେଶ୍ୱରର ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ...

ଓଡ଼ିଶାରେ ନିଆଁ ବର୍ଷା: ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ କଲବଲ କଲାଣି ତାତି। ଶୁକ୍ରବାର ଦିନ ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୪.୩ ଡିଗ୍ରୀ ରେକର୍ଡ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବୌଦ୍ଧ ପାଲଟିଲା ରାଜ୍ୟର ସବୁଠାରୁ...

ଭିଜିଲାନ୍ସ ଜାଲରେ ହରଭଙ୍ଗା ବିଇଓ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ରବିନାରାୟଣ ପାଢ଼ୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ରବିନାରାୟଣ ପାଢ଼ୀ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ରବିନାରାୟଣଙ୍କୁ ଧରିଛନ୍ତି...

ନୟାଗଡ଼: ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ମନ୍ଦିରରେ ନବଦିନାତ୍ମକ ଶ୍ରୀରାମ ଜନ୍ମ ମହୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସ୍ଥିତ ପ୍ରସିଦ୍ଧ ଶ୍ରୀରଘୁନାଥ ଜୀଉଙ୍କ ମନ୍ଦିରରେ ଚାଲିଛି ନବଦିନାତ୍ମକ ଶ୍ରୀରାମ ଜନ୍ମ ମହୋତ୍ସବ। ଏହାକୁ ନେଇ ସମଗ୍ର ଜିଲ୍ଲାରେ ଉତ୍ସବର ବାତାବରଣ ଖେଳିଯାଇଛି। ପବିତ୍ର ଶ୍ରୀରାମ ନବମୀରୁ...

ତାତିରୁ ମିଳିବ ସାମାନ୍ୟ ଆଶ୍ଵସ୍ତି: ଆଗକୁ ଓଡ଼ିଶାରେ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା!

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳିଗୁଳି ଯୋଗୁଁ ଛଟପଟ ହେଉଛନ୍ତି ଲୋକ। ଆଗାମୀ ତିନିଦିନ ମଧ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ହେବା ନେଇ ସୂଚନା...