ସୋଆ କୃଷି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସ୍ଥାନରେ ବିଶ୍ୱ ମୃତ୍ତିକା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଟ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସୋମବାର ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ବିଶ୍ୱ ମୃତ୍ତିକା ଦିବସ’ ପାଳିତ...

ଅଧଘଣ୍ଟା ସମୟ ଦିଅ, ସବୁ ପ୍ରମାଣ ଦେବି – ଅର୍ଚ୍ଚନା ନାଗ

ଓଡ଼ିଶାଲାଇଭ୍ ବ୍ୟୁରୋ “ଅଧଘଣ୍ଟା ସମୟ ଦିଅ, ସବୁ ପ୍ରମାଣ ଦେବି। ମୁଁ ଯେତେବେଳେ ମୁହଁ ଖୋଲିବି ସାରା ରାଜ୍ୟ ଓଲଟପାଲଟ ହେଇଯିବ। ସମସ୍ତେ ପଣସ ଖାଇ ମୋ ମୁଣ୍ଡରେ ଅଠା ବୋଳିଛନ୍ତି। ମୁଁ କାହାରିକୁ...

ଯକ୍ଷ୍ମା ମୁକ୍ତ ପାଇଁ କନ୍ଧମାଳକୁ ପୋଷ୍ୟ ଭାବେ ଗ୍ରହଣ କଲା କିସ୍‍ ଫାଉଣ୍ଡେସନ୍‍

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ୨୦୨୫ ସୁଦ୍ଧା ଦେଶକୁ ଯକ୍ଷ୍ମା ମୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଛି ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଅଭିଯାନ ‘ଟିବି ହାରେଗା ଦେଶ ଜିତେଗା’।...

ଇଭିଏମରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ, ୮ରେ ଆସିବ ପଦ୍ମପୁର ପରୀକ୍ଷା ଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଶାନ୍ତିଶୃଙ୍ଖଳାରେ ସରିଛି ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ମତଦାନ। ଇଭିଏମରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ। ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ପଦ୍ମପୁର ପରୀକ୍ଷାର ଫଳାଫଳ। ପଦ୍ମପୁର ବିଧାସନଭା ଉପନିର୍ବାଚନ ଲାଗି...

ତୁଳସୀ ମୁଣ୍ଡା ପାଇବେ ‘ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ ଡିସେମ୍ବର ୧୦ ତାରିଖରେ ପାଳିତ ହେବାକୁ ଯାଉଛି ପୁରୀ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଏକାଦଶ ବାର୍ଷିକ ଉତ୍ସବ। ଏହି ମହାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ...

ରିମାଣ୍ଡରେ ଗଲେ ଅର୍ଚ୍ଚନା ନାଗ, ଖୋଲିବ ଆର୍ଥିକ ସାମ୍ରାଜ୍ୟର ରହସ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ସାତ ଦିନିଆ ରିମାଣ୍ଡରେ ଗଲେ ଅର୍ଚ୍ଚନା ନାଗ। ଏହି ୭ ଦିନ ମଧ୍ୟରେ ଅର୍ଚ୍ଚନାଙ୍କ ଆର୍ଥିକ ସାମ୍ରାଜ୍ୟର ରହସ୍ୟ ଉନ୍ମୋଚନ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବ୍ଲାକମେଲ କରି ଟଙ୍କା ହଡ଼ପ କରିବା...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ମାଣ୍ଡୋସ’

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ମାଣ୍ଡୋସ’। ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରି ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା...

ବନ୍ଧୁକ ଛାଡ଼ି ବଧୂ ସାଜିଲେ ଦୁଇ ମହିଳା ମାଓବାଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କାଲି ଯେଉଁ ହାତରେ ବନ୍ଧୁକ ଧରୁଥିଲେ ଆଜି ସେ ହାତରେ ମେହେନ୍ଦି ଲାଗିଛି। ଦିନେ ଦୁର୍ଦ୍ଦାନ୍ତ ମାଓବାଦୀ ଭାବେ ପରିଚିତ ଥିବା ନନ୍ଦିନୀ ଏବଂ କରୁଣାଙ୍କୁ ଆଜି...

ବାରିପଦାଠାରେ ବିଶ୍ୱ ମୃତ୍ତିକା ଦିବସ ୨୦୨୨ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦାସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ମୟୂରଭଞ୍ଜ ଜିଲ୍ଲା କୃଷି ବିଭାଗ ଓ କୃଷି ବିଜ୍ଞାନ କେନ୍ଦ୍ରର ମିଳିତ ସହଯୋଗରେ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ...

୭ ଦିନ ରିମାଣ୍ଡରେ ଯିବେ ଅର୍ଚ୍ଚନା ନାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ସାତ ଦିନ ରିମାଣ୍ଡରେ ଯିବେ ଅର୍ଚ୍ଚନା ନାଗ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅର୍ଚ୍ଚନାଙ୍କୁ ୧୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବାବେଳେ ୭ ଦିନ ପାଇଁ ଅନୁମତି ଦେଇଛନ୍ତି ଭୁବନେଶ୍ୱର...