ବାରବାଟୀ ଷ୍ଟାଡିୟମର ନବକଳେବର: ୬୦ ହଜାରକୁ ବଢ଼ିବ ଦର୍ଶକ କ୍ଷମତା, ଖର୍ଚ୍ଚ ହେବ ୬୦୦ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା କ୍ରିକେଟର ଏନ୍ତୁଡ଼ିଶାଳ କଟକ ବାରବାଟୀ ଷ୍ଟାଡିୟମର ନବକଳେବର ହେବାକୁ ଯାଉଛି। ବର୍ତ୍ତମାନର ଷ୍ଟାଡିୟମକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ସେହି ସ୍ଥାନରେ ଏକ ଅତ୍ୟାଧୁନିକ ବିଶ୍ଵସ୍ତରୀୟ ଷ୍ଟାଡିୟମର ନିର୍ମାଣ କରାଯିବ। ଏଥିରେ ପ୍ରାୟ...

ଜନଜାତି ସମ୍ପ୍ରଦାୟଙ୍କ ଉପରେ ଥିବା ଛୋଟ ମାମଲା ପ୍ରତ୍ୟାହାର କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଜନଜାତି ସମ୍ପ୍ରଦାୟର ଲୋକଙ୍କ ବିରୋଧରେ ହୋଇଥିବା ଛୋଟ ଛୋଟ ମାମଲା ପ୍ରତ୍ୟାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ବିଭାଗ, ଅବକାରୀ ବିଭାଗ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ...

ବାଲେଶ୍ୱର, ନୂଆପଡ଼ା, ବୌଦ୍ଧ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ଆଉ ୫ଟି ଜିଲ୍ଲାରେ ଚାଲିଲା ଲକ୍ଷ୍ମୀ ବସ୍ ଯାତାୟତ ସୁବିଧା ପାଇବେ ୫ଟି ଜିଲ୍ଲାର ୧,୦୫୭ଟି ଗ୍ରାମ ପଞ୍ଚାୟତର ଲୋକ ସ୍ଵୟଂସହାୟକ ଗୋଷ୍ଠୀ ମା’ ମାନଙ୍କୁ ଲକ୍ଷ୍ମୀ ବସ ପରିଚାଳନା ଦାୟିତ୍ଵ ବାଲେଶ୍ୱର, ନୂଆପଡ଼ା,...

ଖେଲୋ ଇଣ୍ଡିଆ ଓ୍ୱିଣ୍ଟର ଗେମ୍ସ ୨୦୨୪: ଓଡ଼ିଶାରୁ ପ୍ରତିନିଧିତ୍ଵ କରିବେ ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ (ଅଭିଷେକ ରାୟ): ଶୀତକାଳୀନ କ୍ରୀଡ଼ାରେ ଜାତୀୟ ସ୍ତରରେ ତରକା ଭାବେ ଉଭା ହୋଇଛନ୍ତି ଓଡ଼ିଶାର ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ‘ଆଲପାଇନ ସ୍କିଙ୍ଗ୍‌’ରେ ନିଜର...

ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ଯୋରନ୍ଦା ମେଳା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ବିଶ୍ଵ ପ୍ରସିଦ୍ଧ ଯୋରନ୍ଦା ମେଳା। ଫେବ୍ରୁଆରି ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଏହି ମେଳା ଚାଲିବ। ମେଳା ପାଇଁ ସଜେଇ...

ଓଡ଼ିଶାରେ ଏବେଠୁ ଅସହ୍ୟ ହେଲାଣି ତାତି, ଅଂଶୁଘାତ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ଵାସ୍ଥ୍ୟ ବିଭାଗର ନିର୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଅସହ୍ୟ ହେଲାଣି ତାପମାତ୍ରା। ଆଗକୁ ତାପମାତ୍ରାରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଥିବାରୁ ଏବେଠୁ ପ୍ରସ୍ତୁତ ହୋଇଛି ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ। ଅଂଶୁଘାତର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ସମସ୍ତ...

କିଟ୍ ବିଶ୍ଵବିଦ୍ୟାଳୟରେ ‘ବ୍ଲୁ ଇକୋନୋମି ନାସନାଲ କନଫରେନ୍ସ’: ସମୁଦ୍ରକୁ ନେଇ ଅର୍ଥନୈତିକ ଅଭିବୃଦ୍ଧି ଉପରେ ହେଲା ମାନସମନ୍ଥନ

ଅଭିଷେକ ରାୟ ଭୁବନେଶ୍ଵର ସ୍ଥିତ କିଟ୍ ବିଶ୍ଵବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ‘ବ୍ଲୁ ଇକୋନୋମି ନାସନାଲ କନଫରେନ୍ସ’। ଏହି ଦୁଇଦିନିଆ ସମ୍ମିଳନୀରେ ସମୁଦ୍ରକୁ ନେଇ ଅର୍ଥନୈତିକ ଅଭିବୃଦ୍ଧି ଉପରେ ବିଭିନ୍ନ ଆଲୋଚନା କରାଯାଇଥିଲା। ଓଡ଼ିଶା ବିଜ୍ଞାନ...

ବିଜେପିରେ ଯୋଗ ଦେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରେ ସାମିଲ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବୁଧବାର ଦିନ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଅନ୍ୟ ବରିଷ୍ଠ ନେତୃତ୍ଵଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି।...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୩ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାଘ ଶୁକ୍ଳ ଦ୍ଵାଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଭୁବନେଶ୍ୱରରେ ଦୁଇଦିନିଆ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’: ରାଜ୍ୟର ଦ୍ରୁତ ଅଭିବୃଦ୍ଧି, ନିବେଶ ସମ୍ଭାବନା,...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଭିନ୍ନ କ୍ଷେତ୍ରରେ ଲଗାତାର ଅଭିବୃଦ୍ଧି ସହ ଓଡ଼ିଶାରେ ଆଜି ରୂପାନ୍ତରଣର ଏକ ନୂଆ ଚିତ୍ର ସ୍ପଷ୍ଟ ହୋଇପାରିଛି। ରାଜ୍ୟରେ ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ସହ...