୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ – ରାଜୀବ କୁମାର
ଓଡ଼ିଶାଲାଇଭ୍ ବ୍ୟୁରୋ
“୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛୁ”, ଓଡ଼ିଶାରେ ନିର୍ବାଚନ ସମୀକ୍ଷା ପରେ ଏଭଳି କହିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର।
ପାଖେଇ ଆସୁଛି ନିର୍ବାଚନ ସମୟ। ଓଡ଼ିଶାରେ ଲୋକସଭା...
ବୌଦ୍ଧରୁ ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଚାଲାଣକାରୀ ଫେରାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବେଆଇନ ଭାବେ ଚାଲାଣ ପାଇଁ ରଖାଯାଇଥିବା ୧୪ ବସ୍ତା ଗଞ୍ଜେଇ ଜବତ କରିଛି ବୌଦ୍ଧ ପୋଲିସ। ଜବତ ଗଞ୍ଜେଇର ଓଜନ ପ୍ରାୟ ୫ କୁଇଣ୍ଟାଲ ୧୦ କିଲୋଗ୍ରାମ...
ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲା: ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଢ଼ିଲା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପ୍ରଫୁଲ ସାମଲ ଏବଂ ତାଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ...
ପାଣିପାଗ ପୂର୍ବାନୁମାନ ହେବ ଆହୁରି ସହଜ, ଆଜି ଇସ୍ରୋ ଲଞ୍ଚ କରିବ ଇନସାଟ୍-୩ଡିଏସ୍ ସାଟେଲାଇଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶନିବାର ଲଞ୍ଚ କରିବାକୁ ଯାଉଛି ଇନସାଟ୍-୩ଡିଏସ୍ ସାଟେଲାଇଟ୍। ଏହା ଦ୍ଵାରା ପାଣିପାଗ ସମ୍ବନ୍ଧୀୟ ସୂଚନା ଜାଣିବା ଆହୁରି ସହଜ ହେବ। ଏହା ଇନସାଟ୍ ସିରିଜର...
ଆଜିଠୁ ଓଡ଼ିଶାରେ ଆରମ୍ଭ ହେଲା ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ଶନିବାରଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା। ଚଳିତ ବର୍ଷ କଳାରେ ମୋଟ ୨ ଲକ୍ଷ ୩୭ ହଜାର ୭୫୦ ଛାତ୍ରଛାତ୍ରୀ...
କ୍ୟାବିନେଟ ବୈଠକ: ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଠାରେ ଏସଏଚଜି ମହିଳାଙ୍କୁ ୟୁନିଫର୍ମ ବାବଦରେ...
ରେଳବାଇରେ ୫୬୯୬ଟି ଆସିଷ୍ଟାଣ୍ଟ ଲୋକୋ ପାଇଲଟ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଫେବ୍ରୁଆରି ୧୯ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇ ପକ୍ଷରୁ ଅନେକ ଆସିଷ୍ଟାଣ୍ଟ ଲୋକୋ ପାଇଲଟ (ଏଏଲପି) ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ରେଳବାଇର ବିଭିନ୍ନ ଜୋନରେ ଆରଆରବି ଅଧୀନରେ ୫,୬୯୬ଟି ଏଏଲପି ପଦବୀ ପୂରଣ ହେବ।...
ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର: ୪ ସପ୍ତାହ ମଧ୍ୟରେ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ନିଯୁକ୍ତି କରିବାକୁ ହାଇକୋର୍ଟଙ୍କ ନିର୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଲାଗି ବାଟ ଫିଟିବାକୁ ଯାଉଛି। ରତ୍ନଭଣ୍ଡାର ଖୋଲି ଏଠାରେ ଗଚ୍ଛିତ ଥିବା ଅଳଙ୍କାରର ହିସାବ କରିବା ପାଇଁ ୪ ସପ୍ତାହ ମଧ୍ୟରେ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ...
ମୟୂରଭଞ୍ଜ: ପ୍ରେମ ପାଇଁ ସାଙ୍ଗକୁ ହତ୍ୟା କରିବା ଅଭିଯୋଗରେ ଯୁବକ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପ୍ରେମ ପାଇଁ ନିଜ ସାଙ୍ଗକୁ ହତ୍ୟା କରିବା ଅଭିଯୋଗରେ ଗିରଫ ହୋଇଛି ଆଉ ଜଣେ ସାଙ୍ଗ। ଏହିଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର...
ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର: ଚାଲିଛି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ମୁଖ୍ୟ ନିର୍ବାଚନ କମିଶନର ୮ ଜଣିଆ ପ୍ରତିନିଧି ଦଳଙ୍କ ସହ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ...





















