ପାରାଦୀପ: ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପ ଗସ୍ତ କରି ଏହିସବୁ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଠାରେ ଜେଏସଡବ୍ଲ୍ୟ ଗ୍ରୁପର ଉତ୍କଳ...

ଗିରଫ ହେଲେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଗିରଫ ହେଲେ କୋଟିପତି ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗୁରୁବାର ଦିନ ବସନ୍ତ କୁମାର ମହାପାତ୍ରଙ୍କ ଘର ସମେତ...

ଜାତୀୟ ମିନି ଗଲ୍ଫ ଚାମ୍ପିୟନସିପ: ଓଡ଼ିଶା ଦଳରେ ସୋଆ ବିଶ୍ଵବିଦ୍ୟାଳୟର ୬ ଜଣ ଛାତ୍ରଛାତ୍ରୀ ଓ ଜଣେ ଅଧ୍ୟାପକ...

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର (ସୋଆ) ୬ ଜଣ ଛାତ୍ରଛାତ୍ରୀ ଏବଂ ଜଣେ ଅଧ୍ୟାପକ ଓଡ଼ିଶା ମିନି ଗଲ୍ଫ ଦଳରେ ମନୋନୀତ ହୋଇଛନ୍ତି। ମାର୍ଚ୍ଚ ମାସ ୩ରୁ ୬ ତାରିଖ ପର୍ଯ୍ୟନ୍ତ...

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ ହେବ, ରାଜ୍ୟ ସରକାରଙ୍କ ଘୋଷଣା 

ଓଡ଼ିଶାଲାଇଭ୍ ବ୍ୟୁରୋ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ। ଏନେଇ ଶୁକ୍ରବାର ଓଡ଼ିଶା ସରକାର ଘୋଷଣା କରିଛନ୍ତି।...

ଓଡ଼ିଶାରେ ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାରଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ଆସନ୍ତା ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଚଳିତ ଥର ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ...

ଆଜି ପବିତ୍ର ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ ଚଳଚଞ୍ଚଳ ହୋଇଉଠିଛି ଅର୍କକ୍ଷେତ୍ର କୋଣାର୍କ। ବଡ଼ି ଭୋରରୁ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଭକ୍ତ। ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଗୁରୁବାର...

କର୍କଟ ଚିକିତ୍ସା ଓ ଗବେଷଣା କ୍ଷେତ୍ରରେ ଯୋଡ଼ି ହେଲା ନୂଆ ଅଧ୍ୟାୟ: ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର...

ଓଡ଼ିଶାଲାଇଭ୍ ବ୍ୟୁରୋ “ଓଡ଼ିଶାରେ କର୍କଟ ରୋଗର ଚିକିତ୍ସା ଏବଂ ଗବେଷଣା କ୍ଷେତ୍ରରେ ଯୋଡ଼ି ହେଲା ଆଉ ଏକ ନୂଆ ଅଧ୍ୟାୟ। ଆମେ ସମସ୍ତେ କର୍କଟ ରୋଗ ପ୍ରତି ସଚେତନ ହେବାର ସମୟ ଆସିଛି। ଆମ...

ଭିଜିଲାନ୍ସ ଜାଲରେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବସନ୍ତ କୁମାର ମହାପାତ୍ରଙ୍କ ଘର ସମେତ...

‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ‘ଆମ ବସଷ୍ଟାଣ୍ଡ’ ଯୋଜନା ଅନ୍ତର୍ଗତ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଉଦଘାଟିତ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହିସବୁ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି।...

ବୌଦ୍ଧରେ ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ: ଚିକିତ୍ସା ପାଇଁ ଭୁବନେଶ୍ଵରକୁ ଏୟାରଲିଫ୍ଟ ହେଲେ ୨ ଯବାନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବଳମତୁମ୍ପା ଜଙ୍ଗଲରେ ଜିଲ୍ଲା ପୋଲିସ, ଡିଭିଏଫ ଏବଂ ଏସଓଜି ଯବାନ ମିଳିତ ଭାବେ ସର୍ଚ୍ଚ ଅପରେସ କରୁଥିବାବେଳେ ମାଓବାଦୀଙ୍କ ଦ୍ଵାରା ଲଗାଯାଇଥିବା...