ସାଧାରଣ ନିର୍ବାଚନ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲା ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ ମାର୍ଚ କରାଯାଇଛି। ମୟୂରଭଞ୍ଜ ଏସପି ଏସ ସୁଶ୍ରୀଙ୍କ ନେତୃତ୍ଵରେ ବାରିପଦା ସହରର...

ସ୍ୱତନ୍ତ୍ର ଅଲିମ୍ପିକ ଭାରତ ସାଇକ୍ଲିଂ ପ୍ରତିଯୋଗିତା: ୨ଟି ସ୍ଵର୍ଣ୍ଣ ସହ ୫ଟି ପଦକ ଜିତି ଚମକିଲେ ଓଡ଼ିଶାର କ୍ରୀଡ଼ାବିତ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟସ୍ତରୀୟ ସ୍ୱତନ୍ତ୍ର ଅଲିମ୍ପିକ ଭାରତ ସାଇକ୍ଲିଂ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଶାର କ୍ରୀଡ଼ାବିତ୍। ଚଳିତବର୍ଷ ହରିୟଣାର ପଞ୍ଚକୁଲାଠାରେ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରି ରାଜ୍ୟର ଖେଳାଳିମାନେ ୨ଟି ସ୍ଵର୍ଣ୍ଣ...

ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାରଠାରୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ। ମାର୍ଚ୍ଚ ୨୨ ତାରିଖରୁ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ ଆରମ୍ଭ ହୋଇ ଆସନ୍ତା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ଖାତା...

ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ...

ବ୍ରେନ୍ ଷ୍ଟ୍ରୋକ୍ ପରେ ନୂଆ ଜୀବନ ପାଇଲେ ଭୁବନେଶ୍ୱରର ମଞ୍ଜୁଲତା ବାହିନୀପତି

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=cMA1TdCZ7Is ବ୍ରେନ୍‌ ଷ୍ଟ୍ରୋକ ବା ମସ୍ତିଷ୍କାଘାତରୁ ସୁସ୍ଥ ହୋଇ ନୂଆ ଜୀବନ ପାଇଛନ୍ତି ଭୁବନେଶ୍ୱରର ମଞ୍ଜୁଲତା ବାହିନୀପତି। ଷ୍ଟ୍ରୋକ୍‌ ଜଣେ ମଣିଷର ସ୍ଵପ୍ନକୁ ଧୂଳିସାତ କରିଦିଏ। ଏହା ଯୋଗୁଁ କିଏ ପ୍ରାଣ ହରାଏ ତ...

ଗଞ୍ଜାମ ଜଗନ୍ନାଥପୁର ଡବଲ ମର୍ଡର ମାମଲା: ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁରେ ଗତ ୨୦୧୩ ମସିହାରେ ଘଟିଥିବା ଡବଲ ମର୍ଡର ମାମଲାରେ ୫ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ବ୍ରହ୍ମପୁର ଅତିରିକ୍ତ...

ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ଭିଜଲାନ୍ସ ଜାଲରେ ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର। ନ୍ୟାସନାଲ ପେନସନ ସ୍କିମର ୨୦ ଲକ୍ଷ ଟଙ୍କା ହଡ଼ପ କରିବା ଅଭିଯୋଗରେ ବିଇଓ ରସାନନ୍ଦ କରଙ୍କୁ ଉଠାଇ ନେଇଛନ୍ତି...

ଲାଗିଲା କଟକଣା: ଭିସୁଟକୁ ସର୍ଟ ଡ୍ରେସ ମନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଷାକ ପରିଧାନକୁ ନେଇ ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜି (ଭିସୁଟ) ପକ୍ଷରୁ ଲାଗିଲା କଟକଣା। ଆଗାମୀ ଟେକ୍ନୋ କଲଚରାଲ ଫେଷ୍ଟିଭାଲ ୨୦୨୪ରେ ଛାତ୍ରଛାତ୍ରୀମାନେ ପାରମ୍ପରିକ ପୋଷାକ ପରିଧାନ...

ଆସନ୍ତାକାଲିଠାରୁ ଯୁକ୍ତ ୨ ପରୀକ୍ଷା ଖାତାଦେଖା, ୨ଟି ପର୍ଯ୍ୟାୟରେ ୧୧୦ଟି ଜୋନରେ ହେବ ମୂଲ୍ୟାଙ୍କନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ୨୦୨୪ ଯୁକ୍ତ ୨ ପରୀକ୍ଷା ଖାତାଦେଖା। ଚଳିତ ବର୍ଷ ମଧ୍ୟ ୨ଟି ପର୍ଯ୍ୟାୟ ଏହି ପରୀକ୍ଷା ଖାତା ଦେଖାଯିବ। ଉଭୟ ଅନଲାଇନ ଓ ଅଫଲାଇନରେ ଖାତା...

ତାରକସି କାମକୁ ଜିଆଇ ଟ୍ୟାଗ – କଟକକୁ ମିଳିଲା ନୂଆ ପରିଚୟ

ଭାସ୍କର ପରିଚ୍ଛା ନିକଟରେ କଟକର ରୁପା ତାରକସି କାମକୁ ଭାରତ ସରକାର ଭୌଗୋଳିକ ସୂଚକ ଚିହ୍ନରେ ପଞ୍ଜିକୃତ କରିଛନ୍ତି। ଉତ୍କଳର ଗୌରବାବହ ଅତୀତରେ ଆମ ରାଜ୍ୟର ସାଧବମାନେ ବୋଇତ ଧରି ହସ୍ତକଳା ଚାରୁଶିଳ୍ପ ଆଦି...