ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ। ତିନିଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଭାଷା ମହାକୁମ୍ଭ ପୂର୍ବରୁ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ଵରସ୍ଥିତ କଳାମଣ୍ଡଳ...

ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ପରଲୋକରେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେର। ୮୪ ବର୍ଷ ବୟସରେ ମୁମ୍ବାଇ ସ୍ଥିତି ବାସଭବନରେ ଶୁକ୍ରବାର ଦିନ ତାଙ୍କର ଦେହାନ୍ତ ହୋଇଛି। ଉଭୟ ଓଡ଼ିଆ ଏବଂ ହିନ୍ଦୀ...

ଫେବ୍ରୁଆରି ୩ରୁ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ: ଯୋଡ଼ି ହେବ ଗାଁଠୁ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୩ରୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ ଭାଷା ସମ୍ମିଳନୀ ସହ ଅନଲାଇନରେ ଯୋଡ଼ି ହେବ ସମସ୍ତ ବ୍ଲକ ଓ ଗ୍ରାମ...

ଦାୟିତ୍ଵ ନେବା ପରେ ଉପାନ୍ତ ଅଞ୍ଚଳ ଗସ୍ତ କଲେ ବୌଦ୍ଧ ଜିଲ୍ଲାପଳ ଜେ ସୋନାଲ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେ ସୋନାଲ। ଜିଲ୍ଲାପାଳ ଭାବେ ଦାୟିତ୍ଵ ନେବା ପରେ ଉପାନ୍ତ ଅଞ୍ଚଳକୁ ପ୍ରଥମ ଗସ୍ତ କରିଛନ୍ତି ଜି...

ରେଳ ବଜେଟରେ ଓଡ଼ିଶା ପାଇଁ ୧୦ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଥିକ ବର୍ଷ ୨୦୨୪-୨୫ରେ ଓଡ଼ିଶା ପାଇଁ ରେଳ ବଜେଟରେ ୧୦ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିରେ ରାଜ୍ୟରେ ବିଭିନ୍ନ ସହର ମଧ୍ୟରେ ବନ୍ଦେ ମେଟ୍ରୋ ଟ୍ରେନ ଚଳାଚଳ...
congress

କଂଗ୍ରେସର ଘୋଷଣା: ନିର୍ବାଚନ ଟିକେଟ୍ ପାଇଁ କରିବାକୁ ହେବ ଅନଲାଇନ୍ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନ ପୂର୍ବରୁ ସବୁ ଦଳ ଆରମ୍ଭ କରିଦେଇଛନ୍ତି ଅଙ୍କକଷା। ଏହାରି ମଧ୍ୟରେ ନିର୍ବାଚନକୁ ନେଇ ବଡ଼ ଘୋଷଣା କରିଛି କଂଗ୍ରେସ। ଓଡ଼ିଶା କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ...

ଫେବ୍ରୁଆରି ୩ରୁ ତିନି ଦିନିଆ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୩ରୁ ଆରମ୍ଭ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ସମୁହ ‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ସରକାରଙ୍କ ଅପିଲ (ଭୁବନେଶ୍ୱର):...

କାଳିଆ ଛାତ୍ରବୃତ୍ତି ପାଇଁ ଆନଲାଇନ ଆବେଦନ ସମୟ ସୀମା ଫେବ୍ରୁଆରି ୮କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିଲା କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ପାଇଁ ସମୟ ସୀମା। ଆସନ୍ତା ଫେବ୍ରୁଆରି ୮ ତାରିଖ ପର୍ଯ୍ୟନ୍ତ  କାଳିଆ ଛାତ୍ରବୃତ୍ତି ପାଇଁ ଅନଲାଇନରେ ଆବେଦନ କରିହେବ। ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ...

ଭୁବନେଶ୍ଵରରେ ‘ଷ୍ଟାର୍ଟଅପ୍‌ ଉତ୍ସବ-୨୦୨୪’, ସମ୍ବର୍ଦ୍ଧିତ ହେଲେ ରାଜ୍ୟର ସଫଳ ଷ୍ଟାର୍ଟଅପ୍ ଉଦ୍ୟୋଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ବୁଧବାର ଆୟୋଜିତ ହୋଇଛି ‘ଷ୍ଟାର୍ଟଅପ୍‌ ଉତ୍ସବ-୨୦୨୪’। ଭୁବନେଶ୍ୱର ସ୍ଥିତ ‘ଓ-ହବ’ରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଷ୍ଟାର୍ଟଅପ୍‌ ଇକୋସିଷ୍ଟମକୁ ନେଇ ମାନସମନ୍ଥନ ହୋଇଛି। ଏହାସହ ରାଜ୍ୟର...

ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ପାଇବେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ। ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଏହି...