ମୀନାକ୍ଷୀ ବାହିନୀପତି ହେଲେ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ମୀନାକ୍ଷୀ ବାହିନୀପତି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସର ସାଂଗଠନିକ ପରିବର୍ତ୍ତନ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ...

ଫେବ୍ରୁଆରି ୬ରୁ ବୌଦ୍ଧରେ ଦୁଇ ଦିନିଆ ସେବା ମହୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ଆସନ୍ତା ଫେବ୍ରୁଆରି ୬ ଓ ୭ ତାରିଖରେ ପ୍ରଥମ ଥର ଲାଗି ହେବାକୁ ଯାଉଛି ସେବା ମହୋତ୍ସବ। ଅସହାୟ ଲୋକଙ୍କୁ ସହାୟତା ଏବଂ ଚିକିତ୍ସା...

ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭଯୋଗରେ ମଙ୍ଗଳବାର ଦିନ ମାଲକାନଗିରି, ଭୁବନେଶ୍ଵର ଏବଂ ବାଲେଶ୍ଵର ଜିଲ୍ଲାର ଜଳେଶ୍ଵର...

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୩ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାଘ କୃଷ୍ଣ ପଞ୍ଚମୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଓଡ଼ିଶାରେ ଆଉ ୪ରୁ ୫ ଦିନ ଯାଏଁ ଜାରି ରହିବ ଶୀତ, ବୁଧବାର କୁହୁଡ଼ି ପାଇଁ ୧୫ ଜିଲ୍ଲାକୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନ କୁହୁଡ଼ିରେ ଆଚ୍ଛାଦିତ ରହୁଛି ଓଡ଼ିଶାର ଅଧିକାଂଶ ଅଞ୍ଚଳ। ଆହୁରି ୪ରୁ ୫ ଦିନ ଯାଏଁ ରାଜ୍ୟରେ ପାଗ ଶୁଷ୍କ ସହ ରାତି...

ପୁଣେରେ ଜାତୀୟ ଏକତା ଓ ସାଂସ୍କୃତିକ ପ୍ରଦର୍ଶନୀ, ଓଡ଼ିଶାରୁ ପ୍ରତିନିଧିତ୍ୱ କଲା ସ୍ପ୍ରେଡ ହାପିନେସ ଫାଉଣ୍ଡେସନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣେରେ ଅନୁଷ୍ଠିତ ହୋଇଛି ଜାତୀୟ ଏକତା ଓ ସାଂସ୍କୃତିକ ପ୍ରଦର୍ଶନୀ। ଏଥିରେ ପ୍ରବାସୀ ଓଡ଼ିଆ ସଂଗଠନ ସ୍ପ୍ରେଡ ହାପିନେସ ଫାଉଣ୍ଡେସନ ଅଂଶଗ୍ରହଣ କରି ଓଡ଼ିଶାର ପ୍ରତିନିଧିତ୍ୱ କରିଥିଲା। ଏହି କାର୍ଯ୍ୟକ୍ରମରେ ହୋଇଥିବା...

ଗଞ୍ଜାମ ଜିଲ୍ଲାର ସୁନାପୁର ବେଳାଭୂମିକୁ ମିଳିଲା ‘ବ୍ଲୁ ଫ୍ଲାଗ’ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲାର ସୁନାପୁର ବେଳାଭୂମିକୁ ମିଳିଛି ବିଶ୍ଵସ୍ତରୀୟ ‘ବ୍ଲୁ ଫ୍ଲାଗ’ ମାନ୍ୟତା। ଓଡ଼ିଶାର ଦ୍ଵିତୀୟ ବେଳାଭୂମି ଭାବେ ସୁନାପୁର ବେଳାଭୂମି ‘ବ୍ଲୁ ଫ୍ଲାଗ’ ହାସଲ କରିଛି। ଏହାପୂର୍ବରୁ ୨୦୨୦ ମସିହାରେ ପୁରୀର...

କ୍ୟାବିନେଟ ବୈଠକ: ୨ଟି ବିଭାଗର ୫ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୨ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଠାରେ ଆଦିବାସୀଙ୍କୁ ରୋଜଗାର ଯୋଗାଇବା...

ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ଆରମ୍ଭ ହେଲା ନାଇଟ୍ ସଫାରି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଜଙ୍ଗଲରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ନାଇଟ୍ ସଫାରି। ଭୁବନେଶ୍ଵର ଉପଖଣ୍ଡ ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ଭରତପୁର ସଂରକ୍ଷିତ ଜଙ୍ଗଲରେ ଏହି ନାଇଟ୍ ସଫାରି ଆରମ୍ଭ ହୋଇଛି। ଜଙ୍ଗଲରେ ପ୍ରଥମ ନାଇଟ୍...

ଓଡ଼ିଶା ବଞ୍ଚାଅ ସମାବେଶରେ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରଠାରେ ଅନୁଷ୍ଠିତ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଯୋଗ ଦେଇ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ମଲ୍ଲକାର୍ଜୁନ ଖଡଗେ କହିଛନ୍ତି ଓଡ଼ିଶାରେ...