ଘୋଷଣା ହେଲା ପଦ୍ମ ସମ୍ମାନ ୨୦୨୪: ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଘୋଷଣା ହୋଇଛି ଚଳିତ ବର୍ଷର ପଦ୍ମ ସମ୍ମାନ। ଚଳିତ ଥର ୫ ଜଣଙ୍କୁ ପଦ୍ମ ବିଭୂଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୧୦ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ।...

ଗଞ୍ଜାମରେ ବସ୍-ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କା, ୩ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ୫୬ ନମ୍ବର ଜାତୀୟ ରାଜପଥର ଖଡ଼ଭାଗ ନିକଟରେ ଗୋଟିଏ ବସ୍ ଏବଂ ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁଦ...

ଭୁବନେଶ୍ଵର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହୋଇଛି ୭୫ ତମ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ। ଏହି ଭବ୍ୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ରାଜ୍ୟପାଳ...

ଫେବ୍ରୁଆରି ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!

ଓଡ଼ିଶାଲାଇଭ୍ ବ୍ୟୁରୋ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆସନ୍ତା ଫେବ୍ରୁଆରି ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶା ଗସ୍ତର କାର୍ଯ୍ୟକ୍ରମ ରହିଛି। ସମ୍ବଲପୁର ଆଇଆଇଏମ କାର୍ଯ୍ୟକ୍ରମରେ ସାମିଲ ହେବାକୁ...

ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଭୋଟ୍ ଦେବେ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାରି ମଧ୍ୟରେ ପୋଲିଂ କର୍ମଚାରୀଙ୍କ ଲାଗି ନୂଆ ବ୍ୟବସ୍ଥା ଆରମ୍ଭ ହୋଇଛି। ନିର୍ବାଚନ ବେଳେ ପୋଲିଂ ଅଧିକାରୀ ଏବଂ କର୍ମଚାରୀ ଡ୍ୟୁଟି...

ମେ’ ୬ରୁ ୧୦ ଓଜେଇଇ ପରୀକ୍ଷା, ମାର୍ଚ୍ଚ ୧୫ ଯାଏଁ ଆବେଦନ କରିପାରିବେ ପରୀକ୍ଷାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ମେ’ ମାସ ୬ରୁ ୧୦ ତାରିଖ ଯାଏଁ ଅନୁଷ୍ଠିତ ହେବାକୁ ଯାଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମାଧ୍ୟମରେ ଏହି ପରୀକ୍ଷା ହେବ। ଏଥିପାଇଁ...

ରାୟଗଡ଼ାରେ ତୃତୀୟ ରେଳଲାଇନ କାର୍ଯ୍ୟର ସମୀକ୍ଷା କଲେ ସେଫ୍ଟି କମିଶନର

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା-ସିଙ୍ଗାପୁର ତୃତୀୟ ରେଳ ଲାଇନ କାର୍ଯ୍ୟର ସମୀକ୍ଷା କରିଛନ୍ତି ସେଫ୍ଟି କମିଶନର ବ୍ରିଜେଶ କୁମାର ମିଶ୍ର। ରେଳବାଇ ବିଭାଗର ସେଫ୍ଟି କମିଶନର ବ୍ରିଜେଶ କୁମାର ମିଶ୍ର...

ସାଧାରଣତନ୍ତ୍ର ଦିବସ: ଓଡ଼ିଶାର ୧୫ ପୋଲିସଙ୍କୁ ଜାତୀୟ ସାହସିକତା ପୁରସ୍କାର, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଜାତୀୟ ସାହସିକତା ଓ ସେବା ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ମୋଟ ୧,୧୩୨ ଜଣ ପୋଲିସକର୍ମୀ ଏହି ପୁରସ୍କାର ପାଇବେ। ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ...

ଥରୁଛି ଓଡ଼ିଶା: ଝିପିଝିପି ବର୍ଷା ସାଙ୍ଗକୁ ବଢ଼ୁଛି ଶୀତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଅଦିନିଆ ବର୍ଷା ସାଙ୍ଗକୁ ପୁଣି ବଢ଼ିଛି ଶୀତର ପ୍ରକୋପ। ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ଦୁଇଦିନ...

ସମ୍ବଲପୁରରେ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ଜାନୁଆରି ୨୭ରେ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ଛୁଟି ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁରରେ ଶନିବାର ଜାନୁଆରି ୨୭ ତାରିଖରେ ଉଦଘାଟିତ ହେବାକୁ ଯାଉଛି ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି...