ଆଜି ପବିତ୍ର ପୌଷ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ପରେ ସୁନାବେଶ ସମ୍ପନ୍ନ ହେବ। ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ...

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ: ସଞ୍ଜୀବ ପଣ୍ଡା ହେଲେ ଟୁଇନସିଟି ପୋଲିସ କମିଶନର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ବୁଧବାର ଦିନ ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର-କଟକ ଟୁଇନସିଟିର ପୋଲିସ କମିଶନର ଭାବେ...

ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୩୦ ଜଣ ବୈଜ୍ଞାନିକ ସମ୍ବର୍ଦ୍ଧିତ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=kSNecSGxF2M ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨୦୨୧ ଓ ୨୦୨୨ ମସିହା ପାଇଁ...

କଂଗ୍ରେସରେ ଯୋଗ ଦେଲେ ବଳଭଦ୍ର ମାଝି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝି ବୁଧବାର ଦିନ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ନିଜ ସମର୍ଥକଙ୍କ ସହ ବଳଭଦ୍ର...

ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାର ଉଦଘାଟନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା...

ଓଡ଼ିଶା ବାୟୋଟେକ୍ନୋଲୋଜି ନୀତି ୨୦୨୪: ରାଜ୍ୟରେ ବାୟୋ-ଅର୍ଥନୀତିର ନୂଆ ଚାବିକାଠି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଆସିବାକୁ ଯାଉଛି ନୂଆ ବାୟୋଟେକ୍ନୋଲୋଜି ନୀତି। ନିକଟରେ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଓଡ଼ିଶା ବାୟୋଟେକ୍ନୋଲୋଜି ନୀତି ୨୦୨୪କୁ ମଞ୍ଜୁରୀ ମିଳିଛି। ଓଡ଼ିଶାରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ବ୍ୟାପକ ପୁଞ୍ଜିନିବେଶ ସହ...

ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟି ଦୁର୍ଘଟଣା: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି...

ଓଡ଼ିଶାଲାଇଭ୍ ବ୍ୟୁରୋ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ବୁଧବାର ସକାଳେ ଯାତ୍ରାପାର୍ଟି ଟ୍ରକ୍ ଓଲଟି ୬ ଜଣଙ୍କର ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ମୃତକଙ୍କ ଶୋକସନ୍ତପ୍ତ...

ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ, ୬ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ବୁଧବାର ସକାଳେ ଗୋଟିଏ ଯାତ୍ରାପାର୍ଟି ଟ୍ରକ୍ ଓଲଟି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁତ ଦୁର୍ଘଟଣାରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ...

ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ୨ ଦିନ ପରେ ବଦଳିବ ପାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ସହ ପାଗ କୋହଲା ରହୁଛି। ଏହାଫଳରେ ରାଜ୍ୟରେ ଅଧିକ ଥଣ୍ଡା ଅନୁଭୂତ ହେଉଛି। ଆଗାମୀ ୨ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା...

କେନ୍ଦୁଝର: ପାଇପ ଲାଇନ ମରାମତି ବେଳେ ମାଟି ଅତଡ଼ା ଧସି ୨ ଶ୍ରମିକଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ କମାରଜୋଡ଼ାଠାରେ ପାଇପ ଲାଇନ ମରାମତି କାମ ଚାଲିଥିବା ବେଳେ ମାଟି ଅତଡ଼ା ଧସି ଦୁଇଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ତଲକହଟିଙ୍ଗ ଅଞ୍ଚଳର...