ଓଡ଼ିଶାରେ ନିର୍ମାଣ ହେବ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ନିର୍ମାଣ ହେବ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସବୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି...

ଓଡ଼ିଶା-ଛତିଶଗଡ଼ ସୀମାରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଶନିବାର ହୋଇଥିବା ଏହି ଏନକାଉଣ୍ଟରରେ ତିନି ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ...

ଜଳେଶ୍ଵରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ଦେହାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କର ଶନିବାର ସକାଳେ ଦେହାନ୍ତ ହୋଇଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ...

ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା

ଓଡ଼ିଶାଲାଇଭ୍ ବ୍ୟୁରୋ ଚିଲିକାରେ ଶନିବାର ସକାଳ ୬ଟାରୁ ଡଲଫିନ ଗଣନା ଆରମ୍ଭ ହୋଇଛି। ଡଲଫିନ ଗଣନା ପାଇଁ ୧୮ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତି ଟିମରେ ୮ରୁ ୧୦ ଜଣ ସଦସ୍ୟ ରହିଛନ୍ତି। ଭିଡିଓଗ୍ରାଫି, ଫଟୋଗ୍ରାଫି,...

ଓଡ଼ିଶାରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ରୋକ ଲଗାଇଲେ ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଚାଲିଥିବା କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ। କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗକୁ ନେଇ ହୋଇଥିବା ମାମଲାର ଶୁଣାଣି କରି ଶନିବାର ହାଇକୋର୍ଟ ନିଯୁକ୍ତି...

ପୂର୍ବତନ ସାଂସଦ ତଥା ଆଇପିଏସ୍ ଅଧିକାରୀ ଅନାଦି ଚରଣ ସାହୁଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ଅନାଦି ଚରଣ ସାହୁଙ୍କ ପରଲୋକ ଘଟିଛି। ଶୁକ୍ରବାର କଟକ ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ...

ରାୟଗଡ଼ାରେ ପୁଣି ଜନନୀ ଯନ୍ତ୍ରଣା, ଭାରରେ ବୁହା ହେଲେ ୨ ଗର୍ଭବତୀ ମହିଳା

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲାରେ ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନଥିବାରୁ ଭାରରେ ବୁହା ହୋଇ ଡାକ୍ତରଖାନାକୁ ଗଲେ ଦୁଇଜଣ ଗର୍ଭବତୀ ମହିଳା। ଏହିଭଳି...

ଆଗାମୀ ୩ ଦିନ ଘନ କୁହୁଡ଼ି, ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ 

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ୩ ଦିନ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ଘନ କୁହୁଡ଼ି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ...

ବରଗଡ଼ ଧନୁଯାତ୍ରାର ପଞ୍ଚମ ଦିନ: କୃଷ୍ଣ ପ୍ରେମରେ ଆତ୍ମବିଭୋର ଗୋପପୁରବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଧନୁଯାତ୍ରା ଲାଗି ଚଳଚଞ୍ଚଳ ହୋଇଛି ବରଗଡ଼ ସହର। କଂସ ମହାରାଜାଙ୍କ ଶାସନ ଏବଂ ଗୋପପୁରରେ କୃଷ୍ଣ ବଳରାମଙ୍କ ଲୀଳା ଲୋକମାନଙ୍କୁ ପ୍ରଫୁଲ୍ଲିତ କରୁଛି। ପ୍ରତିଦିନ ଅନେକ ସଂଖ୍ୟାରେ ଲୋକ ଧନୁଯାତ୍ରାକୁ ଉପଭୋଗ...

ଶିମିଳିପାଳରୁ ୨୩ଟି ଦେଶୀ ବନ୍ଧୁକ ଜବତ କଲା ମୟୂରଭଞ୍ଜ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରୁ ୨୩ଟି ଦେଶୀ ବନ୍ଧୁକ ଜବତ କରାଯାଇଛି। ଏହି ଘଟଣାରେ ମୋଟ ୮ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୯ଟି ଥାନାରେ ୧୪ଟି ମାମଲା...