ରାଜ୍ୟରେ ଘନ କୁହୁଡ଼ି ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତ ପ୍ରକୋପ ସହ କୁହୁଡ଼ି ଜାରି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର...

ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ, ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ଡ୍ରାଇଭର ମହାସଂଘ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଲାଗୁ ହେବାକୁଥିବା ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ଡ୍ରାଇଭର ମହାସଂଘ। ଶନିବାର ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ଡ୍ରାଇଭରମାନେ ବସ୍ ଓ...

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ!

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ହାଇଟେକ୍ ହସ୍ପିଟାଲ ଏସି ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ନିଜକୁ ଦିଲ୍ଲୀପ ସାମନ୍ତରାୟ ପରିଚୟ ଦେଇଥିବା ବ୍ୟକ୍ତିଙ୍କ ଶନିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏନେଇ...

ଭୁବନେଶ୍ୱରରେ ଜାତୀୟ ଜନଜାତି ଶିଳ୍ପ ମେଳା ଏବଂ ଜାତୀୟ ଜନଜାତି ନୃତ୍ୟ ମହୋତ୍ସବ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ • ଓଡ଼ିଶା ସହିତ ୧୨ଟି ରାଜ୍ୟର ୨୦୦ରୁ ଅଧିକ ଜନଜାତି ଶିଳ୍ପୀ ସାମିଲ• ଜନଜାତି ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଉତ୍ପାଦର ପ୍ରଦର୍ଶନ ଓ ବିକ୍ରି• ଓଡ଼ିଶାର ୧୬ଟି ଜନଜାତି କଳାକୃତିର...

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବାକୁ କଣ୍ଟିଲୋ ନୀଳମାଧବ ମନ୍ଦିରକୁ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକର୍ପଣ ଉତ୍ସବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ଲାଗି ପୁରୀ ଶ୍ରୀମନ୍ଦିରରୁ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିରକୁ ଆସିଛି ନିୟନ୍ତ୍ରଣ।...

ତୀର୍ଥଯାତ୍ରା ଯୋଜନାରେ ଭ୍ରମଣରେ ଗଲେ ମୟୂରଭଞ୍ଜ ଜିଲ୍ଲାର ୨୪୩ ଜଣ ବରିଷ୍ଠ ନାଗରିକ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ତୀର୍ଥ ଭ୍ରମଣରେ ଯାଇଛନ୍ତି ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୨୪୩ ଜଣ ବରିଷ୍ଠ ନାଗରିକ। ମୟୂରଭଞ୍ଜ ଜିଲ୍ଲାପାଳ ଭିନୀତ ଭରଦ୍ୱାଜ ସବୁଜ...

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ଏଥର ଓଡ଼ିଶାରେ ୩ କୋଟି ୩୨ ଲକ୍ଷରୁ ଅଧିକ ଭୋଟର

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ଶୁକ୍ରବାର ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏଥର ରାଜ୍ୟରେ ମୋଟ ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଜଣ...

ବୌଦ୍ଧ-କନ୍ଧମାଳ ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୩ ଯବାନ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ପୁଣି ମାଓବାଦୀ ନିଜର ଉପସ୍ଥିତି ଜାହିର କରିଛନ୍ତି। ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଶଗଡ଼ା ଫାଣ୍ଡି ଅନ୍ତର୍ଗତ ବାତେପଙ୍ଗା ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିଲା...

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ମୃତ ଦିଲ୍ଲୀପ ସାମନ୍ତରାୟ ଜୀବିତ!

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ହାଇଟେକ୍ ହସ୍ପିଟାଲ ବିସ୍ଫୋରଣରେ ପ୍ରାଣ ହରାଇଥିବା ଦିଲ୍ଲୀପ ସାମନ୍ତରାୟ ବର୍ତ୍ତମାନ ଜୀବିତ, ଏହା ସ୍ପଷ୍ଟ କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ। ୨୦୨୩ ଡିସେମ୍ବର ୨୯ ତାରିଖରେ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟି ୪ ଜଣ...

ଭିତରକନିକାରେ କୁମ୍ଭୀର ଗଣନା, ଆଜିଠାରୁ ଜାନୁଆରି ୧୩ ଯାଏଁ ବନ୍ଦ ରହିବ ଜାତୀୟ ଉଦ୍ୟାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାରଠାରୁ ବନ୍ଦ ହୋଇଛି ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଜାନୁଆରି ୧୩ ତାରିଖ ଯାଏଁ ୯ ଦିନ ବନ୍ଦ ରହିବ ଭିତରକନିକା। ଏନେଇ କେନ୍ଦ୍ରାପଡ଼ା ଜିଲ୍ଲା...