ଡିସେମ୍ବର ୨୨ରେ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେବ ଶୁଭସ୍ତମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୦୨୪ ମସିହା ଜାନୁଆରି ୧୫ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଏଥିଲାଗି ଡିସେମ୍ବର ୨୨ ତାରିଖରେ ସ୍ଥାପନ ହେବ ଶୁଭମ୍ତମ୍ଭ।
ବରଗଡ଼ର ହାଟପଦାସ୍ଥିତ ଧନୁଯାତ୍ରା ସଞ୍ଚାର ମଣ୍ଡଳୀ...
ଓମ୍ବାଡସି ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାରେ ଛାତ୍ରଛାତ୍ରୀଙ୍କ କ୍ୟାରିୟର ସ୍ୱପ୍ନ ପୂରଣ ପାଇଁ ସ୍କୁଲ ଶିକ୍ଷାରେ ରୂପାନ୍ତରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ ସରକାରୀ ହାଇସ୍କୁଲର ରୂପରେଖ ବଦଳୁଛି।
(ସୁନ୍ଦରଗଡ଼): ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ...
ଫୁଲବାଣୀ: ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ଗୋଟିଏ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀକୁ ୨୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି ଫୁଲବାଣୀ ଫାଷ୍ଟ ଟ୍ରାକ କୋର୍ଟ ତଥା ପୋକ୍ସୋ କୋର୍ଟ। ଏହା...
ଟ୍ରାନ୍ସଫର୍ମର ଚୋର ଗ୍ୟାଙ୍ଗର ୪ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ଟ୍ରାନ୍ସଫର୍ମର ଚୋରି କରୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ପୋଲିସ। ଏହି ଗ୍ୟାଙ୍ଗରେ ସାମିଲ ଥିବା ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ...
ଓଡ଼ିଶାରେ ଜାରି ରହିଛି ଶୀତଲହରୀ, ୧୦ ଡିଗ୍ରୀ ତଳେ ୧୦ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜାରି ରହିଛି ଶୀତଲହରୀ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା କମିବା ସହ ଶୀତ ବଢ଼ିବାରେ ଲାଗିଛି। ରବିବାର ରାତିରେ ଓଡ଼ିଶାର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା।...
ଆଜି ଓଢ଼ଣ ଷଷ୍ଠୀ, ଶ୍ରୀମନ୍ଦିରରେ ଘୋଡ଼ଲାଗି ହେଲେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଓଢ଼ଣ ଷଷ୍ଠୀ। ଶ୍ରୀମନ୍ଦିରରେ ଆଜିଠୁ ଘୋଡ଼ଲାଗି ହୋଇଛନ୍ତି ମହାପ୍ରଭୁ। ଶୀତରୁ ରକ୍ଷା ପାଇବା ପାଇଁ ଦରଜି ସେବକଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥିବା ଘୋଡ଼ ବା ଶୀତବସ୍ତ୍ର ମହାପ୍ରଭୁ ପରିଧାନ କରିଛନ୍ତି।...
ରାଉରକେଲାରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି। ଶନିବାର ସୁଦ୍ଧା ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ଜୀବନହାନି ହୋଇଛି। ଏହାସହ ସହରର ବିଭିନ୍ନ ଡାକ୍ତରଖାନାରେ...
ରାୟଗଡ଼ା: କଲେଜ ଛାତ୍ରଙ୍କୁ ହତ୍ୟା ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ ବର୍ଷର ଛାତ୍ର ପ୍ରମୋଦ କଲକାଙ୍କୁ ହତ୍ୟା କରିବା ଅଭିଯୋଗରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ...
ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ପୁରୀ): ରାଜ୍ୟ ସରକାର, ୟୁନିସେଫ ଓ ଆକ୍ସନ ଏଡର ମିଳିତ ସହଯୋଗରେ ପୁରୀଠାରେ ଆୟୋଜିତ ଦୁଇ ଦିନିଆ ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ୟୁନିସେଫ...
କଶ୍ମୀରର ମୋଷ୍ଟ ଓ୍ଵାଣ୍ଟେଡ ସଇଦ ଈଶାନ ବୁଖାରୀ ଯାଜପୁରରୁ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
କ୍ରାଇମବ୍ରାଞ୍ଚ ଏସଟିଏଫ କବ୍ଜାରେ କଶ୍ମୀରର ମୋଷ୍ଟ ଓ୍ଵାଣ୍ଟେଡ ସଇଦ ଈଶାନ ବୁଖାରୀ। କେତେବେଳେ ନିଜକୁ ଡାକ୍ତର ତ କେତେବେଳେ ପିଏମଓ ଅଫିସର କର୍ମଚାରୀ ଭାବେ ପରିଚୟ ଦେଇ ଦୀର୍ଘ ୫ ବର୍ଷ...





















