ବୌଦ୍ଧରେ ମାଓ କ୍ୟାମ୍ପ ଧ୍ୱଂସ, ଦ୍ଵିତୀୟ ଦିନରେ ଜାରି ରହିଛି ସର୍ଚ୍ଚ ଅପରେସନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ନଳୀକୁପା ଜଙ୍ଗଲରେ ଶନିବାର ଦ୍ଵିତୀୟ ଦିନରେ ଜାରି ରହିଛି ମାଓ ଦମନ ଅଭିଯାନ। ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ...
ରାଉରକେଲାରେ ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୧୦୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ରାଉରକେଲା ଆଇଜିଏଚ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଶନିବାର...
ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ନେବା ବାରଣ, କଡ଼ାକଡ଼ି ହେବ ନିୟମ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ନେଇ ହେବନି ପଲିଥିନ ବ୍ୟାଗ। ଶ୍ରୀମନ୍ଦିରକୁ ପଲିଥିନ ମୁକ୍ତ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ...
ବୌଦ୍ଧ ଡିଷ୍ଟିଲାରି ସହ ସମ୍ପୃକ୍ତି ଅଭିଯୋଗରେ ଶକ୍ତି ମଲ୍ଟିଏୟାର ଆଣ୍ଡ ଲିମୋନେଡ କମ୍ପାନିରେ ଆୟକର ଚଢ଼ଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଦ ବ୍ୟବସାୟୀଙ୍କ କଳା ସଂମ୍ରାଜ୍ୟକୁ ନେଇ ଚାଲିଛି ଖୋଳତାଡ଼। ବୌଦ୍ଧ ଡିଷ୍ଟିଲାରି ପ୍ରାଇଭେଟ ଲିମିଟେଡ ସହ ସମ୍ପୃକ୍ତି ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ରାୟନୃସିଂହପୁର ପଞ୍ଚାୟତ ମାଛିଆ ଗାଁରେ ଚାଲିଛି...
ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ, ଖର୍ଚ୍ଚ ହେବ ୧୪ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ। ଏହି ୭ଟି ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଶନିବାର...
ଓଡ଼ିଶାରେ ବଢ଼ୁଛି ଶୀତ ପ୍ରକୋପ, ୧୦ ଡିଗ୍ରୀ ତଳେ ୬ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ପାରଦ ଖସିବା ସହ ଶୀତ ବଢ଼ିବାରେ ଲାଗିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା କମିଛି। ଶୁକ୍ରବାର ରାତିରେ ଓଡ଼ିଶାର ୬ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା।...
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଏହାସହ ଆଜି ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ ମଧ୍ୟ...
ରାୟଗଡ଼ା ସହରରେ କଲେଜ ଛାତ୍ରଙ୍କୁ ହତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସହରରେ ଜଣେ କଲେଜ ଛାତ୍ରଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ମୃତକ ହେଉଛନ୍ତି ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ...
ମାଓବାଦୀ ଦମନ ଅଭିଯାନ: ବୌଦ୍ଧ ଓ କନ୍ଧମାଳରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଶଗଡ଼ା ଅଞ୍ଚଳର ନଳୀକୁପା ଗାଁ ନିକଟ ସୁବର୍ଣ୍ଣଗିରି ଓ ପେନାଜୋର ଜଙ୍ଗଲରେ ଗୁରୁବାର ଦିନ ଏସଓଜି ଯବାନ ଏବଂ ମାଓବାଦୀଙ୍କ...
ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୭ଟି ପ୍ରସ୍ତାବ ଗୃହୀତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଗୁରୁବାର ଦିନ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ଵରସ୍ଥିତ ଶଙ୍ଖ ଭବନଠାରେ ଅନୁଷ୍ଠିତ ବୈଠକରେ...





















