ସମ୍ବଲପୁର: ବୋରୱେଲରେ ପଡ଼ିଲା ନବଜାତ ଶିଶୁ, ଉଦ୍ଧାର ଅଭିଯାନ ଚଳାଇଛି ଅଗ୍ନିଶମ ବାହିନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଲାରିପାଲି ଗାଁ ନିକଟ ଜଙ୍ଗଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଙ୍ଗଳବାର ଅପରାହ୍ଣରେ ଏଠାରେ ଏକ ପରିତ୍ୟକ୍ତ ବୋରୱେଲ ଭିତରେ ନବଜାତ ଶିଶୁ ପଡ଼ିଯାଇଛି।...

ଭୁବନେଶ୍ଵରର କାନ୍ଥବାଡ଼ରେ ‘ଟୁ-ଲେଟ୍’ ମାରୁଥିଲେ ସାବଧାନ, ଦେବାକୁ ପଡ଼ିବ ୫୦ ହଜାର ଟଙ୍କା ଜୋରିମାନା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଭୁବନେଶ୍ଵରର କାନ୍ଥବାଡ଼, ବିଦ୍ୟୁତ ଖୁଣ୍ଟ କିମ୍ବା ସରକାରୀ ଜାଗାରେ ‘ଟୁ-ଲେଟ୍’ ମାରୁଥିଲେ ହୋଇଯାଆନ୍ତୁ ସାବଧାନ। ଏହିଭଳି ବିଜ୍ଞାପନ ଲଗାଇଲେ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ ଜୋରିମାନା। ବିନା ଅନୁମତିରେ...

ଓଡ଼ିଶାରେ ବଢ଼ୁଛି ଶୀତ ପ୍ରକୋପ, ୧୦ ଡିଗ୍ରୀ ତଳେ ୪ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ତଳକୁ ଖସୁଛି। ସୋମବାର ରାତିରେ ରାଜ୍ୟର ୪ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଆଗକୁ...

ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଆ ସାହିତ୍ୟର ବିଶିଷ୍ଟ ଭାଷାବିଜ୍ଞାନୀ ଓ ସାହିତ୍ୟ ସମାଲୋଚକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ‘ଶିକ୍ଷାଜୀବୀର କଥା’ ଓ ‘ପିଲାଦିନର କଥା’ ଶୀର୍ଷକ ତାଙ୍କର ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି।...

କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହେଲା ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହୋଇଛି ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି। ଅଲିମ୍ପିକ ସ୍ଵର୍ଣ୍ଣ ପଦକ ବିଜେତା ସୁଟର ଅଭିନବ...

୧୪ ମାସ ପରେ ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ, ହାଇକୋର୍ଟରୁ ମିଳିଥିଲା ସର୍ତ୍ତମୂଳକ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବହୁ ଚର୍ଚ୍ଚିତ ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ୧୪ ମାସ ପରେ ଜେଲରୁ ବାହାରିଛନ୍ତି। ତାଙ୍କୁ ଇଡି ମାମଲାରେ ସର୍ତ୍ତମୂଳକ ଜାମିନ ମିଳିବାପରେ ସେ...

‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମର ଶୁଭାରମ୍ଭ, ଏବେ ବର୍ଷ ସାରା ଚାଲିବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘ଥିଲେ ଦିଅ, ନଥିଲେ ନିଅ’ ଆନ୍ଦୋଳନର ପ୍ରବର୍ତ୍ତକ ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶ୍ରମିକନେତା ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ...

ରାୟଗଡ଼ା: ଦାଦନ ଖଟିବାକୁ ଯାଇ ଅସୁସ୍ଥ ହୋଇ ଫେରିଥିବା ଦୁଇ ଭାଇଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ନିଜ ଅଞ୍ଚଳରେ କାମଧନ୍ଧା ନପାଇ ଅନେକ ଯୁବକଯୁବତୀ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥାନ୍ତି। କେତେବେଳେ ଅସୁସ୍ଥତା କାରଣରୁ ତ ଆଉ କେତେବେଳେ କାମ କରୁଥିବା...

ଫୁଲବାଣୀ: ୭୦ତମ ରାଜ୍ୟ ସିନିୟର୍ ପୁରୁଷ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ସମ୍ବଲପୁରକୁ ହରାଇ ଚାମ୍ପିୟନ ହେଲା କିଟ୍‌

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ଫୁଲବାଣୀରେ ୭୦ତମ ରାଜ୍ୟ ସିନିୟର୍ ପୁରୁଷ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ଏହାର ଫାଇନାଲ ମ୍ୟାଚରେ ସମ୍ବଲପୁରକୁ ୩-୦ ସେଟ୍‌ରେ ହରାଇ କିଟ୍‌ ଦଳ ଚାମ୍ପିୟନ ହୋଇଥିଲା। ରବିବାର...

ପାରାଦୀପ: ଜାହାଜରୁ କୋକେନ ମିଳିବା ଘଟଣାରେ ତନାଘନା ଜାରି

ଓଡ଼ିଶାଲାଇଭ୍ ବ୍ୟୁରୋ ଅଧିକ କୋକେନ ଖୋଜିବା ପାଇଁ ଜାହାଜର ତଳ ଭାଗର ଯାଞ୍ଚ କଲେ ସ୍କୁବା ଡାଇଭର। ପାରାଦୀପ ବନ୍ଦରରେ ଜାହାଜରୁ କୋକେନ ମିଳିବା ଘଟଣାରେ ଏବେ ଜୋରଦାର ତଦନ୍ତ ଜାରି ରହିଛି। କଷ୍ଟମ୍ସ,...