ଚାକିରିରୁ ବହିଷ୍କୃତ ହେଲେ ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ କୁମାର ଶତପଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଥିବା ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ କୁମାର ଶତପଥୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ପୋଲିସ ବାବୁ ଠୁଳ କରିଥିବା...
ପାରାଦୀପ: ଜାହାଜରୁ ୨୨୦ କୋଟି ଟଙ୍କାର କୋକେନ୍ ଜବତ ମାମଲା, ତନାଘନା କରୁଛି ଏନସିବି
ଓଡ଼ିଶାଲାଇଭ୍ ବ୍ୟୁରୋ
ପାରାଦୀପ ବନ୍ଦରରେ ଜାହାଜରୁ ୨୨୦ କୋଟି ଟଙ୍କାର କୋକେନ୍ ଜବତ ହେବା ସରା ରାଜ୍ୟରେ ଚହଳ ସୃଷ୍ଟି କରିଛି। ଏହି ବେଆଇନ ନିଶା ଦ୍ରବ୍ୟର ଚୋରଚାଲାଣ ଉପରୁ ପରଦା ହଟାଇବା ପାଇଁ...
ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ବୋସ୍ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଓ ବିପିଏଫଟିଆଇର ୨୫ତମ ପୂର୍ତ୍ତି ଉତ୍ସବ ଲାଗି ପ୍ରସ୍ତୁତି...
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): କଟକସ୍ଥିତ ବୋସ୍ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଉତ୍ସବ ଏବଂ ବିଜୁ ପଟ୍ଟନାୟକ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ ଅଫ୍ ଓଡ଼ିଶାର (ବିପିଏଫଟିଆଇଓ) ୨୫ତମ ପୂର୍ତ୍ତି ଉତ୍ସବ ଖୁବଶୀଘ୍ର ପାଳନ କରାଯିବ।...
ଆନ୍ଧ୍ରପ୍ରଦେଶରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଏହା ସୋମବାର ସନ୍ଧ୍ୟାରେ...
ଜାନୁଆରି ୨ରୁ ୧୨ ଯାଏଁ ଯୁକ୍ତ ୨ ପ୍ରାକ୍ଟିକାଲ, ଫେବୃଆରି ୧୬ରୁ ଥିଓରି ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜାନୁଆରି ୨ ତାରିଖରୁ ଆରମ୍ଭ ହେଉଛି ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା। ଯୁକ୍ତ ୨ ବିଜ୍ଞାନ, କଳା ଓ ବଣିଜ୍ୟ ବିଭାଗର ବିଭିନ୍ନ ବିଷୟରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ।...
“ବର୍ତ୍ତମାନ ସମୟରେ ଭିନ୍ନକ୍ଷମମାନଙ୍କୁ ସ୍ଵାବଲମ୍ବୀ କରାଇବାର ଆବଶ୍ୟକତା ରହିଛି”
ଓଡ଼ିଶାଲାଇଭ୍ ବ୍ୟୁରୋ
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସାମାରୋହ ଉଦଘାଟିତ ହୋଇଯାଇଛି। ଏହି ତିନିଦିନିଆ ସମାବେଶକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ...
ଆସ ବୁଲିଯିବା ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/embed/q0Ju6BO8XMw
ଅନନ୍ୟ ଆମ ଜନଜାତି ଜୀବନ। ସମୃଦ୍ଧ ଜନଜାତି ସଂସ୍କୃତି। ନିଆରା ଏହି ଜନଜାତି ପରମ୍ପରା। ଏସବୁ ଓଡ଼ିଶାକୁ ଦେଇଛି ଏକ ସ୍ୱତନ୍ତ୍ର ପରିଚୟ। ସେଇ ଜନଜାତି ଜୀବନକୁ ଗୋଟିଏ ଛାତ...
ଛତୁଆ ବିଲ୍ ପାଇଁ ଲାଞ୍ଚ, ପୂର୍ବତନ ସିଡିପିଓଙ୍କୁ ୪ ବର୍ଷ ଜେଲଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ଛତୁଆ ବିଲ୍ କରାଇଦେବାକୁ ଲାଞ୍ଚ ନେଇ ଧରାପଡ଼ିଥିବା ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ତତ୍କାଳୀନ ସିଡିପିଓ ଯଶୋବନ୍ତୀ ବେହେରାଙ୍କୁ ୪ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି ଫୁଲବାଣୀ...
ପାରାଦୀପ ବନ୍ଦରରେ ଜାହାଜରୁ ୨୦୦ କୋଟି ଟଙ୍କାର କୋକେନ୍ ଜବତ, ଡେନମାର୍କକୁ ଚୋରାଚାଲାଣ ବେଳେ ଧରାପଡ଼ିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ପାରାଦୀପ ବନ୍ଦରକୁ ଆସିଥିବା ଏକ ଜାହାଜରୁ ବିପୁଳ ମାତ୍ରାରେ ନିଶା ଦ୍ରବ୍ୟ ଜବତ ହୋଇଛି। ଏହି ନିଶା ଦ୍ରବ୍ୟ ‘କୋକେନ୍’ ହୋଇଥିବା ପରୀକ୍ଷା ପରେ ଜଣା ପଡ଼ିଛି। ଏହାର ମୂଲ୍ୟ ୨୦୦...
ଉତ୍କଳ ବିଶ୍ଵବିଦ୍ୟାଳୟକୁ ‘ଏ ପ୍ଲସ’ ଗ୍ରେଡ ମାନ୍ୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଛି ‘ଏ ପ୍ଲସ’ ଗ୍ରେଡ ମାନ୍ୟତା। ନାକ୍ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। କିଛି ଦିନ ପୂର୍ବରୁ ନାକ୍ ଟିମ୍ ଗସ୍ତ କରି ଉତ୍କଳ...




















