ନୂଆଦିଲ୍ଲୀ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ‘ଓଡ଼ିଶା ପାଭିଲିୟନ’କୁ ସ୍ଵର୍ଣ୍ଣ ପଦକ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୩’ରେ ‘ଓଡ଼ିଶା ପାଭିଲିୟିନକୁ ମିଳିଛି ସ୍ଵର୍ଣ୍ଣ ପଦକ। ଏହି ବିଶାଳ ମେଳାରେ ଅଂଶଗ୍ରହଣ କରିଥିବା ରାଜ୍ୟ ଏବଂ କେନ୍ଦ୍ର ଶାସିତ...

ବାରାଣାସୀରେ ପାଳିତ ହେଲା କାର୍ତ୍ତିକ ପୂର୍ଣ୍ଣିମା, ବୋଇତ ବନ୍ଦାଣ କଲେ ପ୍ରବାସୀ ଓଡ଼ିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ଆଧ୍ୟତ୍ମିକ ନଗରୀ ବାରାଣାସୀରେ ପ୍ରବାସୀ ଓଡ଼ିଆମାନଙ୍କ ଦ୍ଵାରା ପାଳିତ ହୋଇଛି କାର୍ତ୍ତିକ ପୂର୍ଣ୍ଣିମା। ବାରାଣାସୀ ଉତ୍କଳ ସମାଜ ପକ୍ଷରୁ ଓଡ଼ିଶାର ଗୌରବମୟ ଇତିହାସ ଓ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ...

ଆସନ୍ତାକାଲିଠାରୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଏଥିପାଇଁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) କୁ ଅନୁମତି ଦିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ରତ୍ନଭଣ୍ଡାରର ବାହାର କାନ୍ଥର...

ଆଜିଠୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ସୋମବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଐତିହାସିକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦଘାଟିତ ହେବ। ଐତିହାସିକ ବାଲିଯାତ୍ରାକୁ ଜାକଜମକରେ ପାଳନ କରିବା...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆସୁଛି ବାତ୍ୟା!

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହା ନଭେମ୍ବର ୨୯ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଅବପାତଟି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର...

ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପ ବନ୍ଦରଠାରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହାର ଉଦଘାଟନ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ଜାହଜରେ ବସି ଜଳଯାତ୍ରା...

ବିଜେଡିରେ ଯୋଗ ଦେଲେ ଭି.କେ ପାଣ୍ଡିଆନ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରେ ସାମିଲ ହେଲେ '୫-ଟି' ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ସୋମବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି। ସେ ନବୀନ ନିବସରେ...

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଲକ୍ଷ ଲକ୍ଷ ଓଡ଼ିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ଚଳଚଞ୍ଚଳ ହୋଇଛି ସାରା ରାଜ୍ୟ। ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଏହି ଅବସରରେ ଡଙ୍ଗା ଭସାଇଛନ୍ତି ଲକ୍ଷ ଲକ୍ଷ ଓଡ଼ିଆ।...

‘ଷ୍ଟ୍ରୋକ୍’ ଭୁବନେଶ୍ଵରର ସୁମିତ କୁମାର ଠାକୁରଙ୍କ ଜୀବନ ବଦଳେଇ ଦେଲା

https://youtu.be/cMA1TdCZ7Is?si=XYvYzeU8o61vzZX8 ସବୁ କିଛି ଠିକ୍ ଠାକ୍ ଥିଲା, କିନ୍ତୁ ‘ଷ୍ଟ୍ରୋକ୍’ ହଠାତ୍ ଝଡ଼ ଭଳି ଆସି ବଦଳେଇ ଦେଲା ଭୁବନେଶ୍ଵରର ସୁମିତ କୁମାର ଠାକୁରଙ୍କ ଜୀବନ। ‘ଷ୍ଟ୍ରୋକ୍‌’ ଜଣେ ମଣିଷର ସ୍ଵପ୍ନକୁ ଧୂଳିସାତ କରିଦିଏ। ଚାହୁଁଚାହୁଁ...

ସାଇକେଲ ଯାତ୍ରା କରି ସୁସ୍ଥ ରହିବାର ବାର୍ତ୍ତା ଦେଉଛନ୍ତି ବଲାଙ୍ଗୀର ଫିଟ୍ ସାଇଲୋ କ୍ଲବର ସଦସ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ‘ଔଷଧ ନୁହେଁ, ଉଚିତ ସ୍ୱାସ୍ଥ୍ୟ ଶିକ୍ଷା ହିଁ ମଣିଷକୁ ନିରୋଗ ରଖେ’ ଏହି ବାର୍ତ୍ତା ଦେଇ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବଲାଙ୍ଗୀରରୁ ପୁରୀ ୩୬୦ କିଲୋମିଟର...