ଏସସିଏସଟିଆରଟିଆଇ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ...
ଜାନୁଆରି ୧୫ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୦୨୪ ଜାନୁଆରି ୧୫ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଜାନୁଆରି ୧୫ରୁ ୨୫ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଧନୁଯାତ୍ରା ଚାଲିବ। ଧନୁଯାତ୍ରା କମିଟିର ଅଧ୍ୟକ୍ଷ...
ଓଡ଼ିଶାରେ ୫ ବର୍ଷରେ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ୨୫,୯୩୪ ଜଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ସଡ଼କ ଦୁର୍ଘଟଣା ଏବଂ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିଛି। ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଗତ ୫ ବର୍ଷ ମଧ୍ୟରେ ୨୫,୯୩୪ ଜଣଙ୍କର ଜୀବନ ଯାଇଛି। ଦୁର୍ଘଟଣାରେ ୫୧ ହଜାର...
ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଔଷଧ ଗୋଦାମରେ ଅଗ୍ନିକାଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଔଷଧ ଗୋଦାମରେ ଅଗ୍ନିକାଣ୍ଡ ଘଟି ବିପୁଳ ପରିମାଣର ଔଷଧ ଏବଂ ଆସବାବପତ୍ର ନଷ୍ଟ ହୋଇଯାଇଛି।
ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସିଡିଏମଓଙ୍କ କାର୍ଯ୍ୟାଳୟ...
ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ଚାଲିପାରୁନି ବିଧାନସଭା ଗୃହକାର୍ଯ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଆଗେଇ ପାରୁନି ବିଧାନସଭା ଶୀତ ଅଧିବେଶନ। ବିଧାନସଭା ଶୀତ ଅଧିବେଶନର ଗୁରୁବାର ହେଉଛି ତୃତୀୟ ଦିନ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଗୃହରେ ଜୋରଦାର ହଙ୍ଗାମା କରିବା...
ସୁନ୍ଦରଗଡ଼ ଜିଲ୍ଲାରେ ବଦଳୁଛି ଅନୁସୂଚିତ ଜାତି ଓ ଜନଜାତି ସ୍କୁଲ ହଷ୍ଟେଲର ରୂପ
ଓଡ଼ିଶାଲାଇଭ୍ ବ୍ୟୁରୋ
(ସୁନ୍ଦରଗଡ଼): ଅନୂସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ଥିବା ଆବାସିକ ବିଦ୍ୟାଳୟ ହଷ୍ଟେଲଗୁଡ଼ିକର ରୂପ ବଦଳୁଛି। ଜିଲ୍ଲାର ମୋଟ ୫୧୫ଟି ହଷ୍ଟେଲ ମଧ୍ୟରୁ ୨୨୩ଟି ହଷ୍ଟେଲର...
ଆଜିଠୁ ଆରମ୍ଭ କାର୍ତ୍ତିକ ପଞ୍ଚକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବାରଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ପଞ୍ଚକ। ପଞ୍ଚକ ପାଇଁ ବଡ଼ଠାକୁରଙ୍କ ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମୁଛି। ପଞ୍ଚକ ପାଞ୍ଚ ଦିନ ଦାରୁ ଦିଅଁଙ୍କର ୫ଟି ସ୍ଵତନ୍ତ୍ର ବେଶ...
ନୂଆଦିଲ୍ଲୀର ବାଣିଜ୍ୟ ମେଳାରେ ଓରମାସ୍ ପ୍ରସ୍ତୁତ ସାମଗ୍ରୀର ଚାହିଦା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଚାଲିଥିବା ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ବିଭିନ୍ନ ରାଜ୍ୟର ପାଭିଲିୟନ ମଧ୍ୟରେ ଝଲସୁଛି ଓଡ଼ିଶା ପାଭିଲିୟନ। ଏହାର ପରିସରରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ...
ଏସସିଏସଟିଆରଟିଆଇ ପକ୍ଷରୁ ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କବିତା ମାଧ୍ୟମରେ ଆଦିବାସୀ ଜୀବନ, ସଂସ୍କୃତି ଓ ପରମ୍ପରାର ପ୍ରତିଛବି
(ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ)...
ଚାଲିପାରୁନି ବିଧାନସଭା ଶୀତ ଅଧିବେଶନ, ଆସନ୍ତାକାଲି ଯାଏଁ ଗୃହ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ସ୍ୱାଭାବିକ ହୋଇପାରୁନି ଗୃହକାର୍ଯ୍ୟ। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବାରମ୍ବାର ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ସର୍ବଦଳୀୟ ବୈଠକ...





















