ନୂଆଦିଲ୍ଲୀ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମାଳାରେ ଆକର୍ଷଣ ପାଲଟିଛି ‘ଓଡ଼ିଶା ପାଭିଲିୟନ’

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ନଭେମ୍ବର ୧୪ ତାରିଖଠାରୁ ଆରମ୍ଭ ହୋଇଛି ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୩’। ନଭେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ବିଶାଳ ମେଳାରେ ଅନ୍ୟତମ...

ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ବିଧାୟକ ସାଲୁଗା ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ। ସୋମବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ। ଜି.ଉଦୟଗିରିରୁ ଦୁଇଥର ବିଧାୟକ ହୋଇଛନ୍ତି ସାଲୁଗା ପ୍ରଧାନ। ଉପବାଚସ୍ପତି ନିର୍ବାଚନ...

ବାରିପଦାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସୋମବାର ଦିନ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ସେଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆଜି ସରୁଛି ପଞ୍ଜିକରଣ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଚାଲିଥିବା ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ନଭେମ୍ବର ୨୦ ତାରିଖ, ସୋମବାର ଦିନ ଶେଷ ହେଉଛି। ରାଜ୍ୟରେ ଥିବା...

ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ମାଇଁ ସ୍ୱିଟ୍ ହାଉସୱାଇଫ’

କପିଳାସ ଭୂୟାଁ ‘ମାଇଁ ସ୍ୱିଟ୍ ହାଉସୱାଇଫ’କୁ ନିଶ୍ଚିତ ଗୋଟିଏ ଭଲ ଓଡ଼ିଆ ଚଳଚ୍ଚିତ୍ର ବୋଲି କୁହାଯାଇପାରିବ। କାରଣ ଏଥିରେ କୌଣସି ଅଯଥା ହିଂସ୍ର ଆଚରଣ ନାହିଁ। ଏକ ସମୟରେ ଦୁଇ ଦୁଇଟି ଓଡ଼ିଆ ଚଳଚ୍ଚିତ୍ର...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ନଭେମ୍ବର ୨୦ରେ ସରିବ ପଞ୍ଜିକରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ନଭେମ୍ବର ୨୦ ତାରିଖରେ ଶେଷ ହେବ। ରାଜ୍ୟରେ ଥିବା ୩୧୪ଟି ଓଡ଼ିଶା ଆଦର୍ଶ...

ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ୨୧ ଯାଏଁ ଖୋଲା ରହିବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘ଜନଜାତୀୟ ଗୌରବ ଦିବସ’ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ‘ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ’ (ଏସସିଏସଟିଆରଟିଆଇ) ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀର ଶୁଭାରମ୍ଭ ହୋଇଛି। ନଭେମ୍ବର...

ବଲାଙ୍ଗିରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବଲାଙ୍ଗିର ଜିଲ୍ଲାରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ରାଜ୍ୟ ସରକାର। ଏହି ଦୁଇଟି ପ୍ରକଳ୍ପ ପାଇଁ ୨୯୬.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ସୁନଗଡ଼ ନଦୀରେ ସିଲେଟକଣି ନଦୀଗର୍ଭ ଜଳାଶୟ...

ଅନୁମତି ଦେଲେ ସରକାର, ଚାକିରିରୁ ଅବସର ନେବେ ପୋଲିସ ଡିଜି ସୁନୀଲ ବଂଶଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପୋଲିସ ଡିଜି ସୁନୀଲ ବଂଶଲ ଚାକିରିରୁ ଅବସର ନେବେ। ଏଥିପାଇଁ ରାଜ୍ୟ ସରକାର ତାଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆସନ୍ତା...

ଦୁର୍ଗମ ଅଞ୍ଚଳକୁ ଔଷଧ ଯୋଗାଇବ ଡ୍ରୋନ୍: ରାୟଗଡ଼ା ଜିଲ୍ଲାରେ ପରୀକ୍ଷାମୂଳକ ଭାବେ ଯୋଜନା ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଣିକି ଦୁର୍ଗମ ଅଞ୍ଚଳକୁ ଔଷଧ ପହଞ୍ଚାଇବା ପାଇଁ ମାଧ୍ୟମ ପାଲଟିବ ଡ୍ରୋନ୍। କନ୍ଧମାଳ ପରେ ରାୟଗଡ଼ା ଜିଲ୍ଲାରେ ପରୀକ୍ଷଣମୂଳକ ଭାବେ ଏହି ଯୋଜନା ଆରମ୍ଭ କରାଯାଇଛି। ଏହି ପରୀକ୍ଷଣ ସଫଳ ହେଲେ...