ଉତ୍ତରାଖଣ୍ଡରେ ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗ: ଫସି ରହିଛନ୍ତି ୫ ଓଡ଼ିଆଙ୍କ ସମେତ ୪୦ ଶ୍ରମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ି ବଡ଼ ଅଘଟଣ ଘଟିଛି। ରବିବାର ଏହି ସୁଡ଼ଙ୍ଗ ଭୁଶୁଡ଼ିବା ଯୋଗୁଁ ଏଥିରେ କାମ କରୁଥିବା ୪୦ ଜଣ ଶ୍ରମିକ ଫସି ରହିଛନ୍ତି। ସେମାନଙ୍କ...
ଦୀପାବଳିରେ ଅଘଟଣ: ବାଣ ଫୁଟେଇ ଆହତ ହେଲେ ଅନେକ ଲୋକ, କ୍ୟାପିଟାଲ ହସ୍ପିଟାଲରେ ଶତାଧିକ ଭର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଦୀପାବଳି ଅବସରରେ ବାଣ ଫୁଟେଇବା ବେଳେ ଅନେକ ସ୍ଥାନରେ ଅଘଟଣ ଦେଖିବାକୁ ମିଳିଛି। ବାଣ ନିଆଁ ଯୋଗୁଁ ଅନେକ ଲୋକ ଆହତ ହୋଇଛନ୍ତି। ଭୁବନେଶ୍ଵରରେ ମଧ୍ୟ ବାଣ ଫୁଟେଇ ଆହତ...
ଆଜି ଦୀପାବଳି, ଜାଣିବା କେଉଁ ରାଜ୍ୟର ଦୀପାବଳି ମିଠା କିପରି?
ଆଜି ଦୀପାବଳି। ଭାରତର କୋଣ ଅନୁକୋଣରେ ଦୀପାବଳି ଯେପରି ନିଆରା ଢ଼ଙ୍ଗରେ ପାଳନ କରାଯାଏ ଠିକ୍ ସେହିପରି ବିଭିନ୍ନ ରାଜ୍ୟରେ ଦୀପାବଳି ସ୍ପେଶାଲ ମିଠା ତିଆରି ହୋଇଥାଏ।
ଦୀପାବଳିରେ କର୍ଣ୍ଣାଟକରେ ‘ଓବାଟୁ’ ନାମକ ଏକ...
ଆପଣ ଜାଣନ୍ତି କି, କାହିଁକି ପାଳନ ହୁଏ ଦୀପାବଳି?
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଲୋକ ଏବଂ ଆନନ୍ଦର ପର୍ବ ହେଉଛି ଦୀପାବଳି। ଅନ୍ଧାର ଉପରେ ଆଲୋକର ବିଜୟର ପର୍ବ ଦୀପାବଳି। ଦୀପ ଜଳାଇ ଅମାବାସ୍ୟା ଅନ୍ଧାକାରକୁ ଦୂର କରାଯିବାର ପରମ୍ପରା କାହିଁ କେତେ ବର୍ଷରୁ ଚାଲିଆସୁଛି।
ଦୀପାବଳି...
ଆଜି ଆଲୋକ ଏବଂ ଉଲ୍ଲାସର ପର୍ବ ଦୀପାବଳି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଆଲୋକ ଏବଂ ଉଲ୍ଲାସର ପର୍ବ ଦୀପାବଳି। ଦୀପାବଳି ପାଇଁ ଗାଁଠୁ ସହର ହୋଇଉଠିଛି ଚଳଚଞ୍ଚଳ। ଧୁମଧାମରେ ଦୀପାବଳି ପାଳନ ପାଇଁ ଏ ବର୍ଷ ଲୋକମାନେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ...
ଦୀପାବଳି ବେଳେ ‘କାର୍ବାଇଡ୍ ଗନ୍’ ବ୍ୟବହାର କରୁଥିଲେ ସାବଧାନ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/EhjjolPyVh0?si=X3tLfPKMg2ldXCkz
ରାତି ପାହିଲେ ଦୀପାବଳି। ଦୀପାବଳିରେ ବାଣ ଫୁଟାଇବାକୁ ସମସ୍ତେ ପ୍ରସ୍ତୁତ। ଲୋକଙ୍କ ଚାହିଦାକୁ ଦେଖି ଏବେ ବଜାରରେ ମିଳୁଛି ‘କାର୍ବାଇଡ୍ ଗନ୍’ ଭଳି ଏକ ଘାତକ ଜିନିଷ। ଯାହାକୁ ଲୋକେ ବାଣ...
ପୁଷ୍ଟିଶସ୍ୟକୁ ପ୍ରୋତ୍ସାହନ ଦେବାରେ ଆଗରେ ଓଡ଼ିଶା – ରାଜ୍ୟପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶେଷ ହେଲା ମିଲେଟସ୍ ମହାକୁମ୍ଭ
ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଉଦଯାପିତ
ସାରା ବିଶ୍ଵ ଦେଖିଲା ଓଡ଼ିଶାର ମିଲେଟସ୍ର ସଫଳତା କାହାଣୀ
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ଦୁଇଦିନିଆ...
“ଖେଳାଳିମାନଙ୍କ ପୋଷଣକୁ ଆହୁରି ବଢ଼ାଇବ ମିଲେଟ୍ସ”
ଓଡ଼ିଶାଲାଇଭ୍ ବ୍ୟୁରୋ
ଖେଳାଳିଙ୍କୁ ମିଲେଟ୍ସର ଉପକାରିତା ବିଷୟରେ ସଚେତନ କରିବା ପାଇଁ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ସ୍ଵତନ୍ତ୍ର ଅଧିବେଶନ।
କ୍ରୀଡ଼ା କ୍ଷେତ୍ରରେ ଖେଳାଳିମାନଙ୍କ ନ୍ୟୁଟ୍ରିସନ ବା ପୋଷଣର ଏକ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଉତ୍ତମ...
ଦୀପାବଳି ସମୟରେ ପ୍ରଦୂଷଣ ଚିନ୍ତା: ବାଣ ଫୁଟାଇବା ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଜାରି କଲା ମାର୍ଗଦର୍ଶିକା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବଡ଼ ବଡ଼ ସହରରେ ବଢ଼ୁଥିବା ପ୍ରଦୂଷଣ ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ଦୀପାବଳିରେ ପ୍ରଦୂଷଣ ନିୟନ୍ତ୍ରଣ ବାହାରକୁ ଯାଇ ବିଭିନ୍ନ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ...
କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଭୟାବହ ଅଗ୍ନିକାଣ୍ଡ: ଜଣେ ମହିଳା ଯାତ୍ରୀଙ୍କ ମୃତ୍ୟୁ ଓ ଏକାଧିକ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଲକାତାରୁ ଓଡ଼ିଶା ଆସୁଥିବା ଏକ ବସରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ନାଁ ପୁଷ୍ପାଞ୍ଜଳି...





















