ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ରିଡିଙ୍ଗ ପଡ୍ ଓ ଅତ୍ୟାଧୁନିକ ଏଆର୍/ଭିଆର୍ ବ୍ୟବସ୍ଥା
ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ...
ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ପାଇଁ ଏମଓୟୁ, ଖୋଲିବ ୯ଟି ନୂଆ ତାଲିମ ପାଠ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାର ଅଭିଯାନ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି। ରାଜ୍ୟର ଯୁବକଯୁବତୀଙ୍କୁ ଅତ୍ୟାଧୁନିକ ତଥା ଶିଳ୍ପ-ଉପଯୋଗୀ ତାଲିମ ଦେବା ପାଇଁ ରାଜ୍ୟ ସରକାର ବିଶ୍ୱ ଦକ୍ଷତା...
କୋରାପୁଟରୁ ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ୁ ଶବ ଉଦ୍ଧାର, ହତ୍ୟା ସନ୍ଦେହ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ରକ୍ତ ଜୁଡୁବୁଡୁ ଅବସ୍ଥାରେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ଗୁପ୍ତେଶ୍ୱର ପଞ୍ଚାୟତ ସୁକୁନାଳ ନିକଟରୁ ଜଣେ ମହିଳାଙ୍କର ଶବ ଉଦ୍ଧାର କରାଯାଇଛି। ମହିଳା ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିବା...
ପୁରୀ ଶ୍ରୀମନ୍ଦିର ଚାରିଦ୍ଵାର ଖୋଲିବା ଦାବିରେ ସାରା ରାଜ୍ୟରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଏବଂ ରତ୍ନ ଭଣ୍ଡାରର ମରାମତି କରିବା ଦାବିରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଗୁରୁବାର ଦିନ ସଂକୀର୍ତ୍ତନ ସତ୍ୟାଗ୍ରହ ହେଉଛି।
ରାଜ୍ୟର ସମସ୍ତ ଶ୍ରୀ ଜଗନ୍ନାଥ ମନ୍ଦିରରେ...
ଭୁବନେଶ୍ଵର ଜନତା ମଇଦାନଠାରେ ଦୁଇଦିନିଆ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ଜନତା ମଇଦାନଠାରେ ଗୁରୁବାର ଦିନଠାରୁ ଦୁଇ ଦିନିଆ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଆରମ୍ଭ ହୋଇଛି। ଗଛ ଚାରାରେ ପାଣି ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଶୁଭାରମ୍ଭ...
ଚୋରା ମୋବାଇଲ ରାକେଟ ଠାବ, ୯ ଜଣଙ୍କୁ ଗିରଫ କଲା ବିସିଂହପୁର ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ବିସିଂହପୁର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ବିସିଂହପୁର ପୋଲିସ ଚୋରା ମୋବାଇଲ ରାକେଟର ପର୍ଦ୍ଦାଫାଶ କରିବା ସହ ୯ ଜଣଙ୍କୁ ଗିରଫ କରିଛି। ଏ ନେଇ...
ଓଏସଏସଏସସି ପକ୍ଷରୁ ରାଜ୍ୟରେ ୨୭୧୨ଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ନଭେମ୍ବର ୨୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ପକ୍ଷରୁ ମୋଟ ୨୭୧୨ଟି ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଖାଲିଥିବା ଲାଇଭଷ୍ଟକ ଇନ୍ସପେକ୍ଟର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡ...
ରାୟଗଡ଼ାରୁ ଦୁଇଟି କଲରାପତରିଆ ବାଘଛାଲ ଜବତ, ଦୁଇ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ତମ୍ପରା ବିନ୍ଧୁଣି ଛକନିକଟରୁ ଦୁଇଟି କଲରାପତରିଆ ବାଘଛାଲ ସହ ଦୁଇ ଜଣଙ୍କୁ ଗିରଫ କରିଛି ସ୍ପେସାଲ ଟାସ୍କ ଫୋର୍ସ...
ଜନ୍ମମାଟିରେ ପହଞ୍ଚିଲା ସହିଦ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ସିଅଳଙ୍କ ପାର୍ଥିବ ଶରୀର, ଆଜି ହେବ ଅନ୍ତିମ ସଂସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ସିଅଳଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟି ବାଲେଶ୍ଵର ଜିଲ୍ଲା ବାହାନଗା ବ୍ଲକ୍ ଗୋପାଳପୁର ଗ୍ରାମରେ ପହଞ୍ଚିଛି। ଯବାନଙ୍କ ମୃତ୍ୟୁକୁ...
ଡିସେମ୍ବର ୧ରୁ ରାଜ୍ୟରେ ପୁଣି ବସ୍ ଧର୍ମଘଟ, ଚେତାବନୀ ଦେଲା ଘରୋଇ ବସ୍ ମାଲିକ ସଂଘ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଡିସେମ୍ବର ୧ ତାରିଖରୁ ପୁଣି ଆରମ୍ଭ ହେବ ବସ୍ ଧର୍ମଘଟ। ସରକାର ଦାବି ପୂରଣ କରୁନଥିବାରୁ ଘରୋଇ ବସ୍ ମାଲିକମାନେ ପୁଣି ଆନ୍ଦୋଳନ ପାଇଁ ସଜବାଜ ହୋଇଛନ୍ତି। ସାରା ରାଜ୍ୟରେ...





















