ମହେଶ୍ଵର ମହାନ୍ତିଙ୍କୁ ଅନ୍ତିମ ବିଦାୟ, ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ଵର୍ଗଦ୍ଵାରଠାରେ ବିଜେଡିର ବରିଷ୍ଠ ନେତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଶ୍ରୁଳ ପରିବେଶ ମଧ୍ୟରେ ସବୁଦିନ ପାଇଁ...

ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା, ଆସିଲେନି ବିଜୟ ଶଙ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ କଟକସ୍ଥିତ ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା ଦାଶ। କିନ୍ତୁ ହାଜର ହୋଇନାହାନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ତାଙ୍କ ବାନ୍ଧବୀ। ବିବାହ ବିବାଦକୁ ନେଇ ତିନିଜଣଙ୍କୁ...

ଉତ୍ତମ ସ୍ଵାସ୍ଥ୍ୟ ପାଇଁ ଅଣ୍ଡାର ଆବଶ୍ୟକତା

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://youtu.be/3I5DMxzsUFI?si=ewDR8bqgmpYKvwEa ଅଣ୍ଡାରେ ପ୍ରୋଟିନର ମାତ୍ରା ଭରପୂର ରହିଥିବାରୁ ଏହା ପିଲାଙ୍କଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଲାଭଦାୟକ। ଅଣ୍ଡା ଉଭୟ ଶାରୀରିକ ଏବଂ ମାନସିକ ବିକାଶରେ ସହାୟକ ହୋଇଥାଏ। ଗର୍ଭାବସ୍ଥାରେ ଯଦି...

ବନକଲାଗି ନୀତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ବୁଧବାର ଦିନ କାର୍ତ୍ତିକ-କୃଷ୍ଣ ଦଶମୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି...

ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ବ୍ୟକ୍ତି ବିଶେଷ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।...

ଭାରତୀୟ ଗୁଇନ୍ଦା ବିଭାଗରେ ୬୭୭ଟି ପଦବୀରେ ନିଯୁକ୍ତି ପାଇଁ ଜାରି ରହିଛି ଆବେଦନ, ନଭେମ୍ବର ୧୩ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଗୃହ ମନ୍ତ୍ରାଳୟ ଅଧିନରେ ଥିବା ଭାରତୀୟ ଗୁଇନ୍ଦା ବିଭାଗରେ ଅନେକ (ଆଇବି) ମଲ୍ଟି ଟାସ୍କିଂ ଷ୍ଟାଫ’ ଓ ‘ସୁରକ୍ଷା ସହାୟକ (ଡ୍ରାଇଭର)’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଏନେଇ...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଆସିଲା ଭିସେରା ରିପୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ “ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି”, ଭିସେରା ରିପୋର୍ଟ ଆସିବା ପରେ ଏହା କହିଛନ୍ତି ତଦନ୍ତକାରୀ ଅଧିକାରୀ ଡିଏସପି ବନିତା...

ସୁନ୍ଦରଗଡ଼: ବ୍ଲକ ସ୍ତରରେ ଲୋକେ ପାଉଛନ୍ତି ମାଗଣା ଫିଜିଓଥେରାପି ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିର ସମୟରେ ଦେଖାଦେଉଥିବା ବିଭିନ୍ନ ଶାରୀରିକ ରୋଗର ମୁକାବିଲା ପାଇଁ ଫିଜିଓଥେରାପି ଏକ ବଳିଷ୍ଠ ମାଧ୍ୟମ ପାଲଟିଛି। ଭିନ୍ନକ୍ଷମ ବ୍ୟକ୍ତି, ବରିଷ୍ଠ ନାଗରିକ ତଥା ଶାରୀରିକ ସମସ୍ୟାର ସମ୍ମୁଖୀନ ହେଉଥିବା ଅନ୍ୟ...

ଓଡ଼ିଶାରେ ଆରମ୍ଭ ହେଲାଣି ଶୀତ, ୨ରୁ ୩ ଦିନ ମଧ୍ୟରେ ଆହୁରି କମିବ ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଧୀରେ ଧୀରେ ଆରମ୍ଭ ହେଲାଣି ଶୀତ ଲହରୀ। ରାଜ୍ୟରେ ୨ରୁ ୩ ଦିନ ମଧ୍ୟରେ ପରାଦ ଆହୁରି ତଳମୁହାଁ ହେବ। ଏହି ସମୟରେ ପାଗ ଶୁଖିଲା ରହିବ। ଏନେଇ...

ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା: ଶତାଧିକ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ

ଓଡ଼ିଶାଲାଇଭ୍ ବ୍ୟୁରୋ ବରଗଡ଼ ଜିଲ୍ଲାର ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା ପରେ ଏବେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୧୦୦ରୁ ଅଧିକ ଅଭିଯୁକ୍ତଙ୍କ ବିରୋଧରେ ମାମଲା...