ଓଡ଼ିଆ ସିନେମା ‘ପ୍ରତୀକ୍ଷା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ପ୍ରତୀକ୍ଷା’କୁ ମିଳିଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ଦିଲ୍ଲୀ ବିଜ୍ଞାନ ଭବନଠାରେ ଆୟୋଜିତ ୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ...

ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ ୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ଗଲେ ସିଙ୍ଗାପୁର

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ପ୍ରତିବର୍ଷ ୨୪ ଜଣଙ୍କୁ ବଛାଯାଇ ‘ଷ୍ଟୁଡେଣ୍ଟ ଇଣ୍ଟର୍ଣ୍ଣସିପ୍’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ଏହି କ୍ରମରେ ୨୦୨୨-୨୩...

ବିବାହ ବିଚ୍ଛେଦ ମାମଲା: ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ସେଲିବ୍ରିଟି କପଲ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ମାମଲାରେ ପଡ଼ିପାରୁନି ପୂର୍ଣ୍ଣଚ୍ଛେଦ। ଏହି ମାମଲାରେ ମଙ୍ଗଳବାର ଦିନ ବର୍ଷାଙ୍କୁ ନୋଟିସ୍ କରିଛନ୍ତି...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଡିଲିଟ ହୋଇଛି ହୋଟେଲର ସିସିଟିଭି ଡାଟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ହଟି ପାରୁନି ପରଦା। ମୃତ୍ୟୁର ୨୮ ଦିନ ପରେ ମଧ୍ୟ ସତ ଖୋଜିବାକୁ ପ୍ରୟାସ ଜାରି ରଖିଛି ପୋଲିସ। ସୁସ୍ମିତା ମିଞ୍ଜଙ୍କ...

ଅକ୍ଟୋବର ୨୯ରୁ ଭୁବନେଶ୍ୱରରୁ ଗୌହାଟୀକୁ ଦୈନିକ ବିମାନସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆସାମର ଗୌହାଟୀକୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା। ଅକ୍ଟୋବର ୨୯ ତାରିଖରୁ ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଏହି ରୁଟରେ ଦୈନିକ ବିମାନ ଚଳାଚଳ...

ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ, ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୦ରେ...

ଓଡ଼ିଶାର ସବୁ ମିନି ଅଙ୍ଗନବାଡ଼ି ଏବେ ହେଲା ନିୟମିତ ଅଙ୍ଗନବାଡ଼ି କେନ୍ଦ୍ର, ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଥିବା ସବୁ ୭,୫୭୯ଟି ମିନି ଅଙ୍ଗନବାଡ଼ି ଏବେ ନିୟମିତ ଅଙ୍ଗନବାଡ଼ି କେନ୍ଦ୍ର ଭାବେ ଉନ୍ନୀତ ହୋଇଛି। ଏନେଇ ହୋଇଥିବା ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହାଦ୍ଵାରା ରାଜ୍ୟରେ ଶିଶୁ...

ବିଶ୍ଵ ଷ୍ଟ୍ରୋକ ଦିବସ ଅବସରରେ ବହୁମୁଖୀ ସଚେତନତା କାର୍ଯ୍ୟକ୍ରମ – ‘ଷ୍ଟ୍ରୋକ ମୁକ୍ତ ଜୀବନ’

ଅଭିଷେକ ରାୟ ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ତଥା ଓଡ଼ିଶାଲାଇଭ୍‌ ଓ ସ୍ୱାସ୍ଥ୍ୟପ୍ଲସର ମିଳିତ ଆନୁକୂଲ୍ୟରେ ଅକ୍ଟୋବର ୧୬ରୁ ୩୧ ପର୍ଯ୍ୟନ୍ତ ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ। ବର୍ତ୍ତମାନ ସମୟରେ ସାରା ଦୁନିଆରେ ‘ଷ୍ଟ୍ରୋକ’...

ଦେବଗଡ଼ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ନୂତନ ଜେଏମଏଫସି କୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେବଗଡ଼ ଜିଲ୍ଲା ବାରକୋଟଠାରେ ପ୍ରତିଷ୍ଠା ହେବ ନୂତନ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ। ଏଥିପାଇଁ ସୋମବାର ଦିନ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର। ତ୍ୱରିତ ନ୍ୟାୟ...

୭୮ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ଛୁଟିଲା ଶୁଭେଚ୍ଛାର ସୁଅ

ଓଡ଼ିଶାଲାଇଭ୍ ବ୍ୟୁରୋ ୭୮ ବର୍ଷ ବୟସରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିକଟରେ ବଡ଼ ଉଭଣୀ ଗୀତା ମେହେଟାଙ୍କର ବିୟୋଗ ଘଟିଥିବାରୁ ଚଳିତ ବର୍ଷର ଜନ୍ମଦିନ ପାଳନ କରିନାହାନ୍ତି ନବୀନ ପଟ୍ଟନାୟକ। ଜନ୍ମଦିନ ଅବସରରେ...