ଓଡ଼ିଶାର ପୂର୍ବତନ ପୋଲିସ ଡିଜି ତଥା ଖ୍ୟାତନାମା ଲେଖକ ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ପୂର୍ବତନ ପୋଲିସ ଡିଜି ତଥା ଖ୍ୟାତନାମା ଲେଖକ ଶରତ ଚନ୍ଦ୍ର ମିଶ୍ରଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି। ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ଲାଗି କାଉନସେଲିଂ ଆରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର):ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚ ଲାଗି ନାମଲେଖା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ନାମଲେଖା ଲାଗି ସୋମବାରଠାରୁ ପ୍ରାର୍ଥୀମାନଙ୍କର...
ଓଡ଼ିଶାରେ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀରେ ନିଯୁକ୍ତି ସୁଯୋଗ, ଆଜି ଆବେଦନର ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ...
କନ୍ଧମାଳ: ଉର୍ମାଗଡ଼ ଜଳପ୍ରପାତରେ ପଡ଼ି ଛାତ୍ର ନିଖୋଜ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ନିଖୋଜ ଛାତ୍ର ହେଉଛନ୍ତି କଟ୍ରିଙ୍ଗିଆ ପଞ୍ଚାୟତ ନାକଡ଼ିସରୁ ଗ୍ରାମର ଲିଙ୍ଗା...
ମୟୂରଭଞ୍ଜ: ଏଟିଏମରୁ ଟଙ୍କା ପାଇ ଫେରାଇଥିବା ହୋମଗାର୍ଡ ସଙ୍ଗୀତା ମାର୍ଣ୍ଡି ପୁରସ୍କୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଏଟିଏମରୁ ଟଙ୍କା ପାଇ ଫେରାଇଥିବା ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ସଙ୍ଗୀତା ମାର୍ଣ୍ଡିଙ୍କୁ ପୁରସ୍କୃତ କରାଯାଇଛି। ଜିଲ୍ଲା ପୋଲିସ ଏବଂ ଷ୍ଟେଟ...
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ କୁଇ ଓ ଦେଶିଆ ଭାଷା ଉପରେ ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକମାନଙ୍କ ପାଇଁ କୁଇ ଓ ଦେଶିଆ ଭାଷା ଉପରେ ତିନିଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ସୋମବାର ବିଶ୍ୱବିଦ୍ୟାଳୟର କୁଳପତି...
ଅକ୍ଟୋବର ୩୧ ଯାଏଁ ବସ୍ ଧର୍ମଘଟ ସ୍ଥଗିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ରାଜ୍ୟବ୍ୟାପୀ ହେବାକୁ ଥିବା ବସ୍ ଧର୍ମଘଟକୁ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏ ନେଇ ସୋମବାର ଦିନ ସୂଚନା ଦେଇଛନ୍ତି ଅଲ ଓଡ଼ିଶା ବସ ମାଲିକ...
‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଘରୋଇ ବସ ମାଲିକ ସଂଘର ଆଲୋଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ଅକ୍ଟୋବର ୧୦ ତାରିଖରୁ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ ପାଇଁ ନିଷ୍ପତ୍ତି ନେଇଛି ଘରୋଇ ବସ୍ ମାଲିକ ସଂଘ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଏହି ଧର୍ମଘଟ ଡାକରା...
ଓଡ଼ିଶାର ୫ଟି ନୂଆ ସହରରେ ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’ ଯୋଜନାରେ ଜଳ ଯୋଗାଣ ଆରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାରଙ୍କ ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନାରେ ଯୋଡ଼ି ହୋଇଛି ରାଜ୍ୟର ୫ଟି ନୂଆ ସହର। ସୋମବାର ଓଡ଼ିଶାର ମୟୂରଭଞ୍ଜର ରାଇରଙ୍ଗପୁର, ସୁନ୍ଦରଗଡ଼ର ବୀରମିତ୍ରପୁର ଓ ରାଜଗାଙ୍ଗପୁର, କେନ୍ଦୁଝରର ଚମ୍ପୁଆ ଏବଂ...
ଆସୁଛନ୍ତି ମା’: ଗଙ୍ଗନଗରରେ ରାଜସ୍ଥାନ ପ୍ରାସାଦରେ ପୂଜା ପାଇବେ ମା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ମଣ୍ଡପଗୁଡ଼ିକରେ ଲାଗିଗଲାଣି ଅଘୋଷିତ ପ୍ରତିଯୋଗିତା। କେଉଁଠି ମୂର୍ତ୍ତି ନିର୍ମାଣ ତ ଆଉ କେଉଁଠି ତୋରଣ ସାଜସଜ୍ଜାକୁ ଗୁରୁତ୍ୱ ଦିଆଯାଇଛି।
ଚଳିତବର୍ଷ ରାଜଧାନୀର...





















