ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ ମଧ୍ୟରେ ହେଉଛି ମହାମିଳନ। ମନ୍ଦିରରୁ ବାହାରି ବଡ଼ଦାଣ୍ଡରେ ଦର୍ଶନ ଦେଇଛନ୍ତି ତିନିଠାକୁର। ଘୋଷଯାତ୍ରା ପାଇଁ ଚଳଚଞ୍ଚଳ...

ଆରମ୍ଭ ହେଲା ରଥଟଣା – ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବଡ଼ଦାଣ୍ଡରେ ଆରମ୍ଭ ହୋଇଛି ରଥଟଣା। ଚାରମାଳ ଫିଟା ଓ ଘୋଡ଼ା ସଂଯୋଗ ହେବା ପରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ବଡ଼ଦାଣ୍ଡରେ ଗଡ଼ିଛି। ଘଣ୍ଟଘଣ୍ଟା...

ନୂଆଗାଁରୁ ପୁରୀକୁ ଗଡ଼ିଲା ଟ୍ରେନ୍, ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଯୋଡ଼ି ହେଲା ଆଉ ଏକ ନୂତନ ଅଧ୍ୟାୟ। ନେତ୍ର ଉତ୍ସବ ଅବସରରେ ବହୁ ପ୍ରତୀକ୍ଷିତ ନୟାଗଡ଼ ଜିଲ୍ଲା ନୂଆଗାଁଠାରୁ ପୁରୀକୁ ରେଳ ଚଳାଚଳର ଶୁଭାରମ୍ଭ ହୋଇଛି।...

ରଥଯାତ୍ରା – ଗଜପତି ମହାରାଜାଙ୍କ ସେବା ପରମ୍ପରାର ମହତ୍ତ୍ୱ

ଡକ୍ଟର ଭାସ୍କର ମିଶ୍ର ଶ୍ରୀଜଗନ୍ନାଥଙ୍କ ଆଦ୍ୟ ସେବକ ବା ପ୍ରଧାନ ସେବକ ଗଜପତି ମହାରାଜାଙ୍କ ସେବା ପୁରୀ ରାଜବଂଶର ବଂଶାନୁକ୍ରମିକ ସେବା ଭାବେ ପରିଚିତ। ରଥଯାତ୍ରାରେ ତିନି ରଥରେ ବିଜେ ଓ ବାହୁଡା ଯାତ୍ରାରେ...

ଆଜି ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଭକ୍ତ ଭିଡ଼, ଜୟ ଜଗନ୍ନାଥ ଧ୍ଵନିରେ କମ୍ପୁଛି ଶ୍ରୀକ୍ଷେତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଆଉ ଭଗବାନ। ଲକ୍ଷାଧିକ ଭକ୍ତଙ୍କ ସମାବେଶରେ...

ଏଣିକି ଘରୁ ବାହାରିଲେ ମାସ୍କ ପିନ୍ଧନ୍ତୁ

ଓଡ଼ିଶାଲାଇଭ୍‌ ବ୍ୟୁରୋ ପୁଣି ଫେରିଲା ମାସ୍କ କଟକଣା। ରାଜ୍ୟରେ କୋଭିଡ ସଂକ୍ରମଣ ପୁଣିଥରେ ଉପରମୁହାଁ ହେଉଥିବା ଦେଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପୁଣିଥରେ ମାସ୍କ କଟକଣାକୁ କଡ଼ାକଡ଼ି କରିଛି। ରାଜଧାନୀରେ ସର୍ବସାଧାରଣ ସ୍ଥାନରେ...

ଠକେଇ ଅଭିଯୋଗରେ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ବଡ଼ ଖବର ନ୍ୟୁଜ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)। ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବୁଧବାର ବିଳମ୍ବିତ ରାତିରେ ନୟାଗଡ଼...

ତିନି ଠାକୁରଙ୍କ ତିନି ରଥ ଓ ଏହାର ଖାସ୍ କଥା

ଓଡ଼ିଶାଲାଇଭ୍‌ ବ୍ୟୁରୋ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି। ଶୁକ୍ରବାର ସକାଳ ୬ଟାରୁ ମଙ୍ଗଳ ଆଳତୀରୁ ଗୋପାଳ ବଲ୍ଲଭ, ରଥ ପ୍ରତିଷ୍ଠା, ମଙ୍ଗଳାର୍ପଣ ପରେ ସକାଳ ୯ଟାରୁ  ପହଣ୍ଡି ଆରମ୍ଭ ହେବ।...

ଦେଶ ବିଦେଶରେ ଜଗନ୍ନାଥ- ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୨)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ଵରକୁ ସିଧାସଳଖ ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଖୁବଶୀଘ୍ର ଦୁବାଇରୁ ଭୁବନେଶ୍ୱରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏନେଇ ଦୁବାଇରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ। ଭୁବନେଶ୍ୱରରୁ ଦୁବାଇ ଏବଂ ଦୁବାଇରୁ ଭୁବନେଶ୍ୱର ସିଧାସଳଖ ବିନା ଅପେକ୍ଷାରେ...