ଜେଲ ଗଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମନ ଚକମା

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ୍ ଧୀମାନ ଚକମା। ଲାଞ୍ଚ ନେବା ଅଭିଯୋଗରେ ଗତକାଲି ତାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା କାରାଗାରକୁ...

କିଡନି ଖାରାପ ଅଛି ବୋଲି କେମିତି ଜାଣିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=nQuu3JCW6Yk କିଡନି ଆମ ଶରୀରରେ ଅହରହ କାର୍ଯ୍ୟ କରିଥାଏ ଏବଂ ଶରୀରରୁ ରକ୍ତ ସଫା କରିବା ସହ ସମସ୍ତ ବର୍ଯ୍ୟବସ୍ତୁକୁ ମଧ୍ୟ ବାହାର କରିଥାଏ। ତେଣୁ, କିଡନିକୁ ସୁସ୍ଥ ରଖିବା ନିହାତି...

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ଵିତୀୟ ସମନ୍ଵୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଲାଗି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ଦ୍ଵିତୀୟ ସମଦ୍ଵୟ ବୈଠକ। ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ବୈଠକରେ ଆଲୋଚନା ହୋଇଛି। ବୈଠକରେ ସୁରକ୍ଷା ବ୍ୟବସ୍ଥା,...

ମୟୂରଭଞ୍ଜ: ଜିଲ୍ଲାସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗିତା-୨୦୨୫ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାର ଦେବେନ୍ଦ୍ରପୁରସ୍ଥିତ ବିଜୁପଟ୍ଟନାୟକ ସନ୍ତରଣାଗାରଠାରେ ଓଡ଼ିଶା ରାଜ୍ୟ ସନ୍ତରଣ ଆସୋସିଏସନ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗିତା-୨୦୨୫ ଅନୁଷ୍ଠିତ ହୋଇଯାଇଛି। ମହାରାଣୀ ରଶ୍ମି ରାଜଲକ୍ଷ୍ମୀ ଭଞ୍ଜଦେଓ...

ଗିରଫ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମନ ଚକମା

ଓଡ଼ିଶାଲାଇଭ୍ ବ୍ୟୁରୋ ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ୍ ଧୀମାନ ଚକମା। ଜଣେ ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ନେବା ସମୟରେ ଧୀମାନ ଚକମାଙ୍କୁ କାବୁ ଧରିଥିଲେ ଭିଜିଲାନ୍ସ ଟିମ୍।...

ଏଥର ବର୍ଷାରେ ଭିଜିବ ରଜ: ଓଡ଼ିଶାରେ ଜୁନ ୧୬ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ବର୍ଷା ପାଇଁ ଫିକା ପଡ଼ିପାରେ ରଜ। କାରଣ ଜୁନ ୧୬ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଓ୍ଵାର୍ଣ୍ଣିଂ...

ମାଇଗ୍ରେନ କାରଣରୁ ମୁଣ୍ଡବିନ୍ଧା ହେଉଛି କି, ଜାଣନ୍ତୁ କେମିତି ଭଲ ହେବ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=cXx2H4AET1w ମାଇଗ୍ରେନ୍ ବା ଅଧକପାଳୀ ଏକ ପ୍ରକାରର ସ୍ନାୟୁଗତ ସମସ୍ୟା, ଯାହା କି ମୁଣ୍ଡର ଗୋଟିଏ ପାଖରେ ପ୍ରବଳ ବିନ୍ଧା ହେବା ସହିତ ଅନ୍ୟାନ୍ୟ ଲକ୍ଷଣ ଦେଖାଦେଇଥାଏ। କେତେକ ଲୋକଙ୍କୁ କଡ଼ା ବାସ୍ନା...

ଭୁବନେଶ୍ଵରରେ ପାଳିତ ହେଲା ବିଶ୍ୱ ପରିବେଶ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ‘କଳିଙ୍ଗ ଆଡଭାନ୍ସ ଚାରିଟେବୁଲ ଟ୍ରଷ୍ଟ’ ଓ ‘ସେଭ୍‌ ଏନଭାୟରନମେଣ୍ଟ, ସେଭ୍‌ ଗ୍ଲୋବ୍’ର ମିଳିତ ପ୍ରୟାସରେ ଭୁବନେଶ୍ଵରଠାରେ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି...

ଓଡ଼ିଶାରେ ଜୁନ ୧୨ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆଶ୍ଵସ୍ତି। ଜୁନ ୧୨ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଓ୍ଵାର୍ଣ୍ଣିଂ ଜାରି...

ବୟସ ବଢ଼ିଲେ କାହିଁକି ବଢ଼ୁଛି ଆଣ୍ଠୁଗଣ୍ଠି ସମସ୍ୟା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=M198OtpefMA ବୟସ ବଢ଼ିଲେ ଆମ ଶରୀରର ହାଡ଼ଗୁଡ଼ିକ ଦୁର୍ବଳ ହୋଇପଡ଼ନ୍ତି। ଫଳରେ ଆଣ୍ଠୁଗଣ୍ଠିରେ ଅସହ୍ୟ ଯନ୍ତ୍ରଣା ଅନୁଭବ ହୁଏ। ଏହା ବିଭିନ୍ନ ଆଣ୍ଠୁଗଣ୍ଠି ବାତଜନିତ ରୋଗ କାରଣରୁ ହୋଇଥାଏ। ତେବେ ଆଣ୍ଠୁଗଣ୍ଠି ବାତ...