ଆଜି ଦେବସ୍ନାନ ପୂର୍ଣ୍ଣିମା: ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ମହାସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଜ୍ୟେଷ୍ଠମାସ ଶୁକ୍ଲପକ୍ଷ ପୂର୍ଣ୍ଣିମୀ ତିଥିର ଏହି ଦିନକୁ ସମସ୍ତେ ଦେବସ୍ନାନ ପୂର୍ଣ୍ଣିମା ବୋଲି କହିଥାନ୍ତି।
ମହାପ୍ରଭୁ...
ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା: ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କର ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଭିଡ଼ ନିୟନ୍ତ୍ରଣ ଏବଂ ଶୃଙ୍ଖଳିତ ଦର୍ଶନ ଲାଗି...
ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନି – ଆଇନ ମନ୍ତ୍ରୀ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଆସନ୍ତା ଜୁଲାଇ ୮ ତାରିଖରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ବୁଧବାର ସନ୍ଧ୍ୟାରେ କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। କେବେ ରତ୍ନଭଣ୍ଡାର...
ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ଶ୍ରୀମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଦିନଠାରୁ ବଡ଼ଠାକୁରଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କର ପ୍ରବଳ ଭିଡ଼ ଜମୁଛି। ସିଂହଦ୍ଵାର ସମ୍ମୁଖରେ ପୂର୍ବଭଳି ଭିଡ଼ ନଥିଲେ ମଧ୍ୟ ଶ୍ରୀମନ୍ଦିର ଭିତରେ ଭିଡ଼ ଲାଗି...
କାଲିଠୁ ଖୋଲିବ ଶ୍ରୀମନ୍ଦିରର ଚାରିଦ୍ଵାର: ବିଜେପି ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ୪ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
https://www.youtube.com/watch?v=lhli_MzK2M4
ଆସନ୍ତାକାଲି, ଗୁରୁବାର ଦିନଠାରୁ ଖୋଲିବ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର। ମଙ୍ଗଳଆଳତୀ ନୀତି ପରେ ଭକ୍ତଙ୍କ ପାଇଁ ଚାରିଦ୍ଵାର ଖୋଲାଯିବ। ମୋହନ ଚରଣ ମାଝୀଙ୍କ ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ଏହି...
ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ହୋଇଛି। ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ୨୨ ଜଣ ଚିକିତ୍ସାଧୀନ ରହିଛନ୍ତି।
ଗତ ମେ’ ୨୯ ତାରିଖ ରାତିରେ ପୁରୀ ନରେନ୍ଦ୍ର...
ନିମାପଡ଼ାରେ ରାଜନୈତିକ ହିଂସା: ବିଜେଡି ନେତା ରୁଦ୍ରପ୍ରତାପ ମହାରଥୀଙ୍କୁ ଆକ୍ରମଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଜିଲ୍ଲା ନିମାପଡ଼ାରେ ରାଜନୈତିକ ହିଂସା ଦେଖିବାକୁ ମିଳଛି। ରବିବାର ରାତିରେ ନିମାପଡ଼ାର ତେରୁଣ୍ଡିଆ ଗାଁରେ ବିଜେପିର କିଛି କର୍ମୀ ବିଜେଡି ନେତା ରୁଦ୍ରପ୍ରତାପ ମହାରଥୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।...
କାହାର ହେବ ବ୍ରହ୍ମଗିରି ବିଧାନସଭା ଆସନ?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶାର ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବ୍ରହ୍ମଗିରିରେ ସବୁଠାରୁ ଜୋରଦାର ଲଢ଼େଇ ହୁଏ। ଦକ୍ଷିଣ ଓ ପୂର୍ବ ଓଡ଼ିଶାକୁ ସଂଯୋଗ କରୁଥିବା ଚିଲିକା ଓ ବଙ୍ଗୋପସାଗର କୂଳରେ ପରିବ୍ୟାପ୍ତ ଏ...
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଡକ୍ଟର ଅରବିନ୍ଦ ପାଢ଼ୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବରିଷ୍ଠ ଆଇଏଏସ୍ ଅଧିକାରୀ ଡକ୍ଟର ଅରବିନ୍ଦ ପାଢ଼ୀ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ବୀର ବିକ୍ରମ ଯାଦବ...
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ପିପିଲି ଓ ଆଠଗଡ଼ରେ ରାଜନୈତିକ ହିଂସା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଗୁରୁବାର ରାତିରେ ପିପିଲି ଓ ଆଠଗଡ଼ରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ପିପିଲିର ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ କିଛି ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର...





















