ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ...
Rath Yatra 2019

ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀ ଡିଜିପି ସୁନିଲ ବଂଶଲ ସମୀକ୍ଷା କରିଛନ୍ତି। ଆଗକୁ ପୁରୀରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା...

ହାତୀବେଶ ପରେ ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ପାଇବେ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ନିମନ୍ତେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ରାଜେନ୍ଦ୍ରାଭିଷେକ ନୀତିଠାରୁ ଆରମ୍ଭ କରି ନିଳାଦ୍ରୀବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ନେଇ ବୈଠକରେ ଆଲୋଚନା ହୋଇଛି। ସ୍ନାନ...

ରାତିକ ଭିତରେ ବଦଳିଲା ବୟାନ: ପୁରୀ ଅବକାରୀ ଇନ୍ସପେକ୍ଟର ସଂଜୟ ପଣ୍ଡା କହିଲେ “ମୁଁ ମାନସିକ ରୋଗୀ”

ଓଡ଼ିଶାଲାଇଭ୍ ବ୍ୟୁରୋ ରାତିକ ଭିତରେ ବଦଳିଗଲା ପୁରୀ ଅବକାରୀ ଇନ୍ସପେକ୍ଟର ସଂଜୟ ପଣ୍ଡାଙ୍କ ବୟାନ। ଗତକାଲି, ମେ’ ୬ ତାରିଖରେ ସଂଜୟ ପଣ୍ଡା ପୁରୀ ପୋଲିସ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିଲେ। ଯାହାକୁ ନେଇ...

ଏମାର ମଠର ଖନନ ସ୍ଥାନରେ ଚାଲିଛି ଜିପିଆର ସର୍ଭେ

ଓଡ଼ିଶାଲାଇଭ୍ ବ୍ୟୁରୋ ଏମାର ମଠର ଖନନ ସ୍ଥାନରେ ଚାଲିଛି ଜିପିଆର ସର୍ଭେ। ଏଥିପାଇଁ ଲାଗିଛନ୍ତି ୫ ଜଣ ଇଂଜିନିୟର ଏବଂ ୮ ଜଣ କର୍ମଚାରୀ। ତିନୋଟି ମେସିନ ବ୍ୟବହାର କରି ଚାଲିଛି ସର୍ଭେ କାର୍ଯ୍ୟ।...

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ରୂପରେଖ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିବାକୁ ଯାଉଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ରୂପ ରେଖ। ଏଣେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ମୁଣ୍ଡଟେକିବା ସହ ଏହାକୁ ନେଇ ରାଜନୀତି ଘନେଇବାରେ ଲାଗିଛି। ଏହି ପ୍ରକଳ୍ପକୁ ନେଇ...

ଭକ୍ତଙ୍କ ଗହଣରେ ଏ ବର୍ଷ ପୁରୀ ରଥଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁଇ ବର୍ଷ ପରେ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଉତ୍ସବରେ ସାମିଲ ହେବେ ଶ୍ରଦ୍ଧାଳୁ। କୋଭିଡ ମହାମାରୀ ଯୋଗୁଁ ଗତ ଦୁଇ ବର୍ଷ ହେଲା ରଥଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ହେଉଥିଲେ...

ରଥଖଳାରେ ଚାଲିଛି ବଡ଼ଠାକୁରଙ୍କ ରଥ ନିର୍ମାଣ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥଯାତ୍ରା ନିମନ୍ତେ ମହାପ୍ରଭୁଙ୍କ ରଥ ନିର୍ମାଣର ଶୁଭାରମ୍ଭ ହେବା ପରେ ଏବେ ଶ୍ରୀନଅର ନିକଟରେ ଥିବା ରଥଖଳାରେ ଚାଲିଛି ରଥ ନିର୍ମାଣ କାମ। ଚଳଚଞ୍ଚଳ ହୋଇପଡ଼ିଛି...

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର

ଓଡ଼ିଶାଲାଇଭ୍ ବ୍ୟୁରୋ ଏପ୍ରିଲ ୨୯ ତାରିଖଠାରୁ ଶ୍ରଦ୍ଧାଳୁଙ୍କ ନିମନ୍ତେ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର। ଆଜିଠାରୁ ଉଭୟ ସିଂହଦ୍ଵାର ଏବଂ ପଶ୍ଚିମ ଦ୍ଵାର ଦେଇ ମନ୍ଦିର ମଧ୍ୟକୁ ପ୍ରବେଶ କରି ବଡ଼ଠାକୁରଙ୍କୁ ଦର୍ଶନ କରିଛନ୍ତି...

ପୁରୀରେ ପଦଯାତ୍ରା ପାଇଁ ମିଳିଲାନି ଅନୁମତି, ମହାପ୍ରଭୁଙ୍କ ଦର୍ଶନ କରି ଫେରିଲେ ଅପରାଜିତା ଷଡ଼ଙ୍ଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ପଦଯାତ୍ରା ପାଇଁ ଅନୁମତି ନମିଳିବାରୁ ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଫେରିଛନ୍ତି। ଅନ୍ୟପଟେ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି...