ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର କାନ୍ଥରେ ଫାଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଉତ୍ତର ପାର୍ଶ୍ଵରେ ଫାଟ ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) ପକ୍ଷରୁ କରାଯାଇଥିବା ଲେଜର ସ୍କାନିଂରୁ ଏହା ସ୍ପଷ୍ଟ ହୋଇଛି। ଏହାର ମରାମତି କରିବାକୁ ଶ୍ରୀମନ୍ଦିର...

ଆରମ୍ଭ ହେଲା ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାମ। ଶୁକ୍ରବାର ଦିନ ଗୋଟାଏରୁ ନାଟମଣ୍ଡପ ମରାମତି କାମ ଆରମ୍ଭ ହୋଇଛି। ଏହା ସନ୍ଧ୍ୟା ୭ଟା ଯାଏଁ ଚାଲିବ। ମରାମତି କାମରେ ନିୟୋଜିତ...

ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର: ୪ ସପ୍ତାହ ମଧ୍ୟରେ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ନିଯୁକ୍ତି କରିବାକୁ ହାଇକୋର୍ଟଙ୍କ ନିର୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଲାଗି ବାଟ ଫିଟିବାକୁ ଯାଉଛି। ରତ୍ନଭଣ୍ଡାର ଖୋଲି ଏଠାରେ ଗଚ୍ଛିତ ଥିବା ଅଳଙ୍କାରର ହିସାବ କରିବା ପାଇଁ ୪ ସପ୍ତାହ ମଧ୍ୟରେ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ...

ଆଜି ପବିତ୍ର ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ ଚଳଚଞ୍ଚଳ ହୋଇଉଠିଛି ଅର୍କକ୍ଷେତ୍ର କୋଣାର୍କ। ବଡ଼ି ଭୋରରୁ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଭକ୍ତ। ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଗୁରୁବାର...

ଏପ୍ରିଲ ୧୪ରେ ପାଳନ ହେବ ମହାବିଷୁବ ସଂକ୍ରାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ଏପ୍ରିଲ ୧୪ ତାରିଖରେ ପାଳନ ହେବ ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏଥର ପଣା ସଂକ୍ରାନ୍ତି ଏପ୍ରିଲ ୧୩ କି ୧୪ ତାରିଖରେ ପାଳନ କରାଯିବ ତାକୁ...

ସହଜ ହେବ ପୁରୀ ସ୍ଵର୍ଗଦ୍ଵାରରେ ଦାହ ସଂସ୍କାର କାର୍ଯ୍ୟ, ଲୋକାର୍ପିତ ହେଲା ସ୍ଵର୍ଗଦ୍ଵାର ଆପ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଏଣିକି ସହଜ ହେବ ପୁରୀ ସ୍ଵର୍ଗଦ୍ଵରରେ ଦାହ ସଂସ୍କାର କାର୍ଯ୍ୟ। ଶବଦାହ ପାଇଁ ଅନଲାଇନ ମାଧ୍ୟମରେ କରିହେବ ରେଜିଷ୍ଟ୍ରେସନ। ଏଥିପାଇଁ ଶୁକ୍ରବାର ସନ୍ଧ୍ୟାରେ ସ୍ୱର୍ଗଦ୍ୱାର ମୋବାଇଲ ଆପ୍‌କୁ ଲୋକାର୍ପଣ କରିଛନ୍ତି ପୁରୀ...

ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାର ଉଦଘାଟନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା...

ଲୋକାର୍ପିତ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ ହେଲା। ଲୋକାର୍ପିତ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ବୁଧବାର ଦିନ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର...

ଆଜି ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଉତ୍ସବମୁଖର ଶ୍ରୀକ୍ଷେତ୍ର  

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଉତ୍ସବମୁଖର ହୋଇଛି ଶ୍ରୀକ୍ଷେତ୍ର। ସମଗ୍ର ପୁରୀ ସହରରେ ଆଧ୍ୟାତ୍ମିକ ବାତାବରଣ ଖେଳି ଯାଇଛି। ବେଦମନ୍ତ୍ରରେ ପ୍ରକମ୍ପିତ ହେଉଛି ସାରା ଅଞ୍ଚଳ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ...

ଆସନ୍ତାକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ବନ୍ଦ ରହିବ ଓଡ଼ିଶାର ସବୁ ସ୍କୁଲ କଲେଜ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିଲାଗି ଜାନୁଆରି ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ଦିନ...