ନିଷ୍ପତ୍ତି ନେଲେ ରାଜ୍ୟ ସରକାର – ପୁରୀ ହେବ ମହାନଗର ନିଗମ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ସହର ହେବ ମହାନଗର ନିଗମ। ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ପ୍ରଚାରପ୍ରସାର ସହ ପୁରୀକୁ ଉନ୍ନତ ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଗଢ଼ି ତୋଳିବାକୁ ପଦକ୍ଷେପ ନେଇଛନ୍ତି...
ବଡ଼ ଠାକୁରଙ୍କ ବାହୁଡ଼ା ଯାତ୍ରା ପାଇଁ ଚାଲିଛି ଜୋର ସୋର ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/D6-lIRW2Luw
ବାହୁଡ଼ିବେ ବଡ଼ ଠାକୁର। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ଚାଲିଛି ଜୋର ସୋର।
ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ ବାହୁଡ଼ା ଯାତ୍ରା। ଏଥିପାଇଁ ଆରମ୍ଭ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ବାହୁଡ଼ା ପ୍ରସ୍ତୁତି।...
ଦକ୍ଷିଣ ମୋଡ଼ ନେଲା ନନ୍ଦିଘୋଷ, ବାହୁଡ଼ିବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଉସୀ ମା’ ଘରୁ ବାହୁଡ଼ିବେ ବଡ଼ଠାକୁର। ବାହୁଡ଼ା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ଆଜି ଦକ୍ଷିଣ ମୋଡ଼ ନେଇଛି ମହାପ୍ରଭୁଙ୍କ ନନ୍ଦିଘୋଷ ରଥ। ଗତକାଲି ତାଳଧ୍ଵଜ ଓ ଦର୍ପଦଳନ ରଥ ଦକ୍ଷିଣ...
ରଥଯାତ୍ରାରେ ଲକ୍ଷ୍ମୀ-ନାରାୟଣ ଭେଟ ପରମ୍ପରା
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ପାଳିତ ହୁଏ ଅନେକ ଅନନ୍ୟ ପରମ୍ପରା। ତା’ମଧ୍ୟରେ ମହାଲକ୍ଷ୍ମୀଙ୍କୁ ନେଇ ରହିଛି କେତୋଟି ନୀତି। ହେରାପଞ୍ଚମୀ ତିଥିରେ ମା’ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଯାଇଥାନ୍ତି। ଜଗନ୍ନାଥ ତାଙ୍କୁ...
ଶ୍ରୀକ୍ଷେତ୍ରରେ ରଥଯାତ୍ରା ପରମ୍ପରା
ଡକ୍ଟର ବିଶ୍ୱରଞ୍ଜନ ଦାସ
ରଥ ଏକ ଚଳନ୍ତି ଦେଉଳ। ବେଦିକ ଶାସ୍ତ୍ରାନୁଯାୟୀ- “ଆତ୍ମାନୁରଥୀନ ବିଦ୍ଧି ଶରୀର ରଥମେବତୁ”। ଶରୀର ଯେପରି କେତେଗୁଡ଼ିଏ ନାଡ଼ି ଦ୍ୱାରା ଆବଦ୍ଧ, ମହାପ୍ରଭୁଙ୍କ ରଥ ସେହିପରି ଅର, ନାଭି, ଚକ୍ର...
ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ବଡ଼ଦାଣ୍ଡରେ ଗଡ଼ିଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ। ହଜାର ହଜାର ମହିଳା ଭକ୍ତ ଦେବଦଳନ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ...
ପହଣ୍ଡି ବିଜେ କରି ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅବସରରେ ଭକ୍ତମୟ ହୋଇଛି ଶ୍ରୀକ୍ଷେତ୍ର ପୁରୀ। ବଡ଼ଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ସଂକୀର୍ତ୍ତନର ଧ୍ଵନିରେ କମ୍ପୁଛି ବଡ଼ଦାଣ୍ଡ। ସମସ୍ତେ ଭାବପ୍ରବଣ...
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ସକାଳ ୯ଟା ୩୦ରେ ପହଣ୍ଡି, ୪ଟାରେ ଆରମ୍ଭ ହେବ ରଥଟଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀ ଛାଡ଼ି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମଦେବୀକୁ ଯିବେ ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ଦାଣ୍ଡରେ ଏକାଠି ହେବେ ଭକ୍ତ ଓ ଭଗବାନ।
ପବିତ୍ର ରଥଯାତ୍ରା ପାଇଁ...
ଆଜି ବଡ଼ଠାକୁରଙ୍କ ନବଯୌବନ ଦର୍ଶନ, ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ରଥଯାତ୍ରାର ଗୋଟିଏ ଦିନ ପୂର୍ବରୁ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଅଣସର ଘରେ ୧୫ ଦିନ ରହିବା ପରେ ଗୁରୁବାର ସକାଳେ ଭକ୍ତଙ୍କୁ ନବଯୌବନ ବେଶରେ...
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ସଜେଇ ହୋଇଛି ଶ୍ରୀକ୍ଷେତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/EnJTuwBJFZI
ରାତି ପାହିଲେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଓଡ଼ିଶାର ଏହି ଅନନ୍ୟ ମହୋତ୍ସବ ପାଇଁ ସଜେଇ ହୋଇଛି ଶ୍ରୀକ୍ଷେତ୍ର। ଚିତ୍ରକଳା ସହ ରଙ୍ଗୀନ ଆଲୋକ ମାଳାରେ ଝଲସି ଉଠୁଛି ବଡ଼ଦାଣ୍ଡ।
ଆଷାଢ଼ ମାସର ଶୁକ୍ଲପକ୍ଷ...




















