ଆସନ୍ତା ଜାନୁଆରି ୧୭ ତାରିଖରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ଚିହ୍ନଟ ହେଲା ଯଜ୍ଞସ୍ଥଳ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ  ପ୍ରତୀକ୍ଷିତ ପୁରୀ ଶ୍ରୀମନ୍ଦିର ପରିକ୍ରମ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ୨୦୨୪ ମସିହା ଜାନୁଆରି ୧୭ ତାରିଖରେ ଅନୁଷ୍ଠିତ ହେବ। ଏହି ଅବସରରେ ମହାଯଜ୍ଞର ଆୟୋଜନ କରାଯିବ। ଏଥିପାଇଁ ଯଜ୍ଞସ୍ଥଳ...

ନୂଆବର୍ଷରୁ ଶ୍ରୀକ୍ଷେତ୍ରରେ ବଡ଼ଠାକୁରଙ୍କୁ ଶୃଙ୍ଖଳିତ ଦର୍ଶନ କରିବେ ଭକ୍ତ, ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ ପାଇଁ ମାପଚୁପ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ନୂଆବର୍ଷଠାରୁ ଶ୍ରୀକ୍ଷେତ୍ର ପୁରୀରେ ବଡ଼ଠାକୁରଙ୍କୁ ଶୃଙ୍ଖଳିତ ଭାବେ ଯାଇ ଦର୍ଶନ କରିପାରିବେ ଭକ୍ତ। ଏଥିଲାଗି ଭକ୍ତଙ୍କ ପାଇଁ ହେବାକୁ ଯାଉଛି ସ୍ଵତନ୍ତ୍ର ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ। ବୁଧବାର ଦିନ ଏଥିପାଇଁ...

ବନକଲାଗି ନୀତି: ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଡ଼ ଠାକୁରଙ୍କ ବନକଲାଗି ନୀତି। ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।...

ଆସନ୍ତାକାଲିଠାରୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଏଥିପାଇଁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) କୁ ଅନୁମତି ଦିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ରତ୍ନଭଣ୍ଡାରର ବାହାର କାନ୍ଥର...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାର ଦିନଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ। ଏଥିପାଇଁ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବକ୍ଷେଣ ସଂସ୍ଥା (ଏଏସଆଇ) କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ମରାମତି ଲାଗି ସମସ୍ତ ସହଯୋଗ...

ଆଜି ବଡ଼ଠାକୁରଙ୍କର ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି...

ମହେଶ୍ଵର ମହାନ୍ତିଙ୍କୁ ଅନ୍ତିମ ବିଦାୟ, ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ଵର୍ଗଦ୍ଵାରଠାରେ ବିଜେଡିର ବରିଷ୍ଠ ନେତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଶ୍ରୁଳ ପରିବେଶ ମଧ୍ୟରେ ସବୁଦିନ ପାଇଁ...

ବନକଲାଗି ନୀତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ବୁଧବାର ଦିନ କାର୍ତ୍ତିକ-କୃଷ୍ଣ ଦଶମୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି...

ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ବ୍ୟକ୍ତି ବିଶେଷ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।...

ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ, ପରିଚାଳନା କମିଟି ବୈଠକରେ ଏଏସଆଇକୁ ଅନୁମତି

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ। କାର୍ତ୍ତିକ ମାସ ପରଦିନ ନଭେମ୍ବର ୨୮ ତାରିଖରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) ପକ୍ଷରୁ ଏହି ଲେଜର ସ୍କାନିଂ କରାଯିବ। ଶ୍ରୀମନ୍ଦିର ପରିଚାଳନା...