ଗଜପତି ମହାରାଜା କହିଲେ ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/Gccs9pfbhAk
ଶ୍ରୀକ୍ଷେତ୍ର ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ଥିବା ଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ ବା ‘ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର’ ଭାବେ ନାମିତ କରାଯାଇପାରିବ ନାହିଁ ବୋଲି ଏକ ପ୍ରେସ୍...
ଏପ୍ରିଲ ୨୯ରୁ ଜୁନ ୨୭ ଯାଏଁ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଯାଏଁ ସରିନି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ। ଏପ୍ରିଲ ୨୯ରୁ ଆସନ୍ତା ଜୁନ ୨୭ ତାରିଖ ଯାଏଁ ପୁଣି ମରାମତି କାମ ବନ୍ଦ ରହିବ। ଜୁନ ୨୮ ତାରିଖରୁ ମରାମତି...
ଆଜି ମହାପ୍ରଭୁଙ୍କର ବନକଲାଗି ନୀତି: ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ୧୦ଟା ଯାଏ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀରେ...
ଆଜି ମହାପ୍ରଭୁଙ୍କର ବନକଲାଗି ନୀତି: ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ବଡ଼ଠାକୁରଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ।...
ପଞ୍ଚଭୂତରେ ଲୀନ ହେଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର
ଓଡ଼ିଶାଲାଇଭ୍ ବ୍ୟୁରୋ
ପଞ୍ଚଭୂତରେ ଲୀନ ହେଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର। ମଙ୍ଗଳବାର ଦିନ ପୁରୀର ସ୍ଵର୍ଗଦ୍ଵାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେଲା ଶେଷକୃତ୍ୟ।
ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ...
ଦୋଳ ପୂର୍ଣ୍ଣିମା ନୀତିକାନ୍ତି ପାଇଁ ପୁଣି ସପ୍ତାହେ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୋଳ ପୂର୍ଣ୍ଣିମା ଏବଂ ହୋଲି ସମୟରେ ବଡ଼ ଠାକୁରଙ୍କ ସ୍ଵତନ୍ତ୍ର ନୀତିକାନ୍ତି ପାଇଁ ମାର୍ଚ୍ଚ ୯ରୁ ୧୫ ତାରିଖ ଯାଏଁ ବନ୍ଦ...
ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ବୁଧବାର ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ହେବାକୁ ଥିବାରୁ ସନ୍ଧ୍ୟା ୫ଟାରୁ ରାତି...
ଫେବ୍ରୁଆରି ୨ରୁ ଚାରିଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ବସନ୍ତ ପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ହେବାକୁ ଥିବା ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଚାରିଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଆସନ୍ତା ଫେବ୍ରୁଆରି ୨,...
ମହୋଦଧିରେ ସ୍ନାନ କଲେ, ଶ୍ରୀମନ୍ଦିର ଯାଇ ବଡ଼ଠାକୁରଙ୍କୁ କ୍ଷମା ପ୍ରାର୍ଥନା କଲେ ମହାରାଜା କଂସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶେଷ ହେଲା ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ର। ଧନୁଯାତ୍ରାରେ ଭଗବାନ, ମୁନିଋଷି ଏବଂ ସାଧାରଣ ଜନତାଙ୍କ ପ୍ରତି କରିଥିବା ଅନ୍ୟାୟ ଏବଂ ଅତ୍ୟାଚାରର ପ୍ରାୟଶ୍ଚିତ କରିବା ଲାଗି ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଛନ୍ତି...
ଆସନ୍ତାକାଲି ବନକଲାଗି ନୀତି: ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ନୀତି...
















