ନନ୍ଦିଘୋଷ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦଉଡ଼ି ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସମୁଦ୍ର ପାଲଟିଥିବା ବଡ଼ଦାଣ୍ଡରେ ପହଞ୍ଚି ତିନିଠାକୁରଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ...

ସୁନା ଖଡ଼ିକା ଧରି ଛେରାପହଁରା କଲେ ଗଜପତି ମହାରାଜା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ପୁରୀ ଗଜପତି ମହାରାଜାଙ୍କ ଛେରାପହଁରା। ଆଜି ଏହି ନୀତି ସମାପନ କରିବାକୁ ରାଜନଅରରୁ ଆସିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତାମଯାନରେ...

ଆଜି ଶ୍ରୀଗୁଣ୍ଡିଚା ଯାତ୍ରା, ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା’ ଘରକୁ ଯିବେ ଶ୍ରୀଜଗନ୍ନାଥ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଶ୍ରୀଜଗନ୍ନାଥ ୯ ଦିନ ପାଇଁ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ରଥଯାତ୍ରା ପାଇଁ ପୁରୀରେ...

ଆସନ୍ତାକାଲି ଶ୍ରୀଗୁଣ୍ଡିଚା ଯାତ୍ରା, ସକାଳ ସାଢ଼େ ୯ଟାରେ ଆରମ୍ଭ ହେବ ବଡ଼ଠାକୁରଙ୍କ ପହଣ୍ଡି ବିଜେ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ ରାତି ପାହିଲେ ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ପ୍ରଭୁ ଶ୍ରୀଜଗନ୍ନାଥ। ରଥଯାତ୍ରା ପାଇଁ...

ଅଣସର ନୀତି ପରେ ସୁସ୍ଥ ହୋଇଛନ୍ତି ବଡ଼ ଠାକୁର, ଆଜି ଶ୍ରୀମନ୍ଦିରରେ ଘଣାଲାଗି ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଅଣସର ଘରେ ଗୋପନ ନୀତି ପରେ ଅସୁସ୍ଥ ଥିବା ବଡ଼ ଠାକୁର ସୁସ୍ଥ ହୋଇଛନ୍ତି। ଏ ସମ୍ପର୍କରେ ଗଜପତି ମହାରାଜାଙ୍କୁ ସୂଚନା ଦେଇଛନ୍ତି ସେବକବୃନ୍ଦ। ବଡ଼ଠାକୁର ସୁସ୍ଥ ହୋଇଥିବାରୁ ରଥଯାତ୍ରା ପାଇଁ...

ଶୃଙ୍ଖଳିତ ରଥଯାତ୍ରା ଆୟୋଜନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ସମସ୍ତଙ୍କ ସହଯୋଗରେ ଶୃଙ୍ଖଳିତ ରଥଯାତ୍ରାର ଆୟୋଜନ କରିବା ଲାଗି ଶେଷ ସମନ୍ଵୟ କମିଟି ବୈଠକରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରଥଯାତ୍ରାକୁ...

ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ଉଡ଼ି ପାରିବନି ଡ୍ରୋନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁନ ୨୦ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁଯାଉଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ଡ୍ରୋନ ଉଡ଼ିବା ଉପରେ କଟକଣା ଜାରି କରିଛି ପୁରୀ...

ଗଡ଼ିଲା ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପୁରୀ ଓ କଲିକତାର ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଚଳାଚଳ ଆରମ୍ଭ ହୋଇଛି। ପୁରୀ ରେଳ ଷ୍ଟେସନରୁ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ...

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା

ଓଡ଼ିଶାଲାଇଭ୍ ବ୍ୟୁରୋ ବଡ଼ ଠାକୁରଙ୍କ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ରବିବାର ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ହେବା ପରେ ସୋମବାରଠାରୁ ଆରମ୍ଭ ହୋଇଛି ନିର୍ମାଣ କାର୍ଯ୍ୟ। ଚଳଚଞ୍ଚଳ ହୋଇପଡ଼ିଛି...

ଜନ୍ମମାଟିରେ ସହିଦ ଦେବାଶିଷଙ୍କ ପର୍ଥିବ ଶରୀର

ଓଡ଼ିଶାଲାଇଭ୍ ବ୍ୟୁରୋ ଜନ୍ମମାଟିରେ ପହଞ୍ଚିଲା ସହିଦ ଦେବାଶିଷ ବିଶ୍ଵାଳଙ୍କ ପାର୍ଥିବ ଶରୀର। ଗୁରୁବାର ଦିନ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ବୀର ଯବାନ ଦେବାଶିଷଙ୍କ ପାର୍ଥି ଶରୀର ଶନିବାର ଦିନ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା...