ଆଜି ପୁରୀ ସ୍ୱର୍ଗଦ୍ୱାରରେ ହେବ ପିଣ୍ଟୁଙ୍କ ଅନ୍ତିମ ସଂସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ମର ଶରୀର ଭୁବନେଶ୍ଵରରେ ଆସି ପହଞ୍ଚିଛି। ଗୁରୁବାର ରାତିରେ ହାଇଦ୍ରାବାଦରୁ ବିମାନ ଯୋଗେ ତାଙ୍କ ମର ଶରୀରକୁ ଭୁବନେଶ୍ୱର ଅଣାଯାଇଥିଲା। ଶୁକ୍ରବାର ଅପରାହ୍ଣରେ ପୁରୀସ୍ଥିତ ସ୍ୱର୍ଗଦ୍ୱାରରେ...

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତଦେହ ଉଦ୍ଧାର କଲା ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ତିନି ଦିନ ଧରି ନିଖୋଜ ରହିଥିବା ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତଦେହ ଶନିବାର ଦିନ ଉଦ୍ଧାର କରାଯାଇଛି। ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଓରନ୍ଦା ଜଙ୍ଗଲ ରାସ୍ତାରୁ ରାଜଶ୍ରୀଙ୍କ ସ୍କୁଟି ମିଳିବା ପରେ ତାଙ୍କୁ ଖୋଜାଖୋଜି...

ଆଜିଠୁ ଚିଲିକାରେ ଆରମ୍ଭ ହେବ ଡଲଫିନ୍ ଗଣନା

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାରଠାରୁ ଚିଲିକାରେ ଡଲଫିନ୍ ଗଣନା ଆରମ୍ଭ ହେବ। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ ଆନୁକୂଲ୍ୟରେ ୩ ଦିନ ଧରି ଏହି ଗଣନା ଚାଲିବ। ଚିଲିକା, ସାତପଡ଼ା,...

ନୂଆ ବର୍ଷରେ ନୂଆ ନିୟମ: ଶ୍ରୀମନ୍ଦିର ଭିତରକୁ ନେଇ ହେବନି ମୋବାଇଲ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆ ବର୍ଷରୁ ପୁରୀ ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ ନିୟମ। ଶ୍ରୀମନ୍ଦିର ଭିତରକୁ କେହି ନେଇ ପାରିବେ ନାହିଁ ମୋବାଇଲ। ସେବାୟତ, କର୍ମଚାରୀ ଏବଂ ପୋଲିସଙ୍କ ଲାଗି ଏହି ନିୟମ ଆସନ୍ତା...

ଡିସେମ୍ବର ୧୧ରୁ ଓଡ଼ିଶାରେ ଏସିଆର ଦୀର୍ଘତମ ସାଇକ୍ଲିଂ ଅଭିଯାନ ‘ଟୁର୍-ଡି-କଳିଙ୍ଗ’ର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଏସିଆର ଦୀର୍ଘତମ ସାଇକ୍ଲିଂ ଅଭିଯାନ ‘ଟୁର୍-ଡି-କଳିଙ୍ଗ’ର ଚତୁର୍ଥ ସଂସ୍କରଣ ଡିସେମ୍ବର ୧୧ ତାରିଖରୁ ରାଜଧାନୀ ଭୁବନେଶ୍ଵରରୁ ଆରମ୍ଭ ହେବ। ଏହି ୧୩୦୦ କିଲୋମିଟର ସାଇକଲେ ଯାତ୍ରାରେ ଓଡ଼ିଶାର ୧୦ଟି ଜିଲ୍ଲାକୁ ୧୩...
jagannath

ପୁରୀରେ ଅଭାବନୀୟ ଦୃଶ୍ୟ, ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଟ୍ରଲିରେ ନିଆଯିବାର ଭିଡିଓ ଭାଇରାଲ୍‌

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏକ ଟ୍ରଲିରେ ବାନ୍ଧି ବୁହା ଯାଉଥିବାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମହାପ୍ରଭୁ ବଳଭଦ୍ର, ଭଉଣୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଏବଂ ସୁଦର୍ଶନଙ୍କୁ ଟ୍ରଲିରେ ବନ୍ଧା ଯାଇ ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡରେ...

ବଦଳିବ ପୁରୀର ପ୍ରସିଦ୍ଧ ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରି ଅଲାରନାଥ ପୀଠର ରୂପରେଖ

ଓଡ଼ିଶାଲାଇଭ୍ ବ୍ୟୁରୋ   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ସୋମବାର ଅନୁମୋଦନ କରିଛନ୍ତି। ଶ୍ରୀ ଲୋକନାଥ ମନ୍ଦିରର ବିକାଶ ପାଇଁ...

ଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି: ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ   ଶ୍ରୀମନ୍ଦିରରେ ଆଜିଠାରୁ ତିନି ଦିନ ବ୍ୟାପି ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧ ବେଶରେ...

ଆଜିଠୁ ପଞ୍ଚକ ବ୍ରତ: ପୁରୀରେ ଜମୁଛି ଭକ୍ତଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ। ଏଥିପାଇଁ ବଡ଼ଠାକୁରଙ୍କ ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ ପଞ୍ଚକ ବ୍ରତ ପାଳନ କରାଯାଏ।...

ହବିଷ୍ୟାଳିଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ହବିଷ୍ୟାଳି ମା'ଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ଦେଲେ ହବିଷ୍ୟାଳି ପୁରୀରେ ହବିଷ୍ୟାଳି ମା’ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି। ଏଣିକି ସେମାନଙ୍କର ଖାଇବା ଏବଂ ରହିବା...