ଜୁଲାଇ ୯ରେ ନିଷ୍ପତ୍ତି: କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର?

ଓଡ଼ିଶାଲାଇଭ୍ ବ୍ୟୁରୋ କେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ ସେନେଇ ଆସନ୍ତା ଜୁଲାଇ ୯ ତାରିଖରେ ନିଷ୍ପତ୍ତି ହେବ। ଏ ନେଇ ନବ ଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ପରେ ସୂଚନା ଦେଇଛନ୍ତି...

ଆଜିଠୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଆସନ୍ତାକାଲି ରଥଯାତ୍ରାରେ ସାମିଲ ହେବେ

ଓଡ଼ିଶାଲାଇଭ୍ ବ୍ୟୁରୋ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ଵର ବିମାନ ବନ୍ଦରରେ ବାୟୁସେନାର ସ୍ଵତନ୍ତ୍ର ବିମାନରେ ପହଞ୍ଚିବେ। ସେଠାରୁ ସିଧାସଳଖ ଜୟଦେବ ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ...

ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର: ନୂଆ ସରକାର ଗଢ଼ିଲେ ନୂଆ କମିଟି

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏହି କମିଟିର ଅଧ୍ୟକ୍ଷ ଅଛନ୍ତି ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ଵନାଥ ରଥ।...

ପୂର୍ବରୁ ପ୍ରାୟ ୩୨ ଥର ବନ୍ଦ ହୋଇଛି ମହାପ୍ରଭୁଙ୍କ ରଥଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରରେ ରଥଯାତ୍ରା ବନ୍ଦ ହେବାର ନଜିର ରହିଛି। ଶ୍ରୀମନ୍ଦିର ଇତିହାସରୁ ଜଣାଯାଏ, ୪୫୨ ବର୍ଷ ଭିତରେ ଦୀର୍ଘ ୩୨ ବର୍ଷ ରଥଯାତ୍ରା ବନ୍ଦ ହୋଇଥିଲା। କଳାପାହାଡ଼ ଆକ୍ରମଣ...

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରମ୍ପରା

ଭାସ୍କର ମିଶ୍ର ଶ୍ରୀ ଜଗନ୍ନାଥଙ୍କ ମନ୍ଦିରରେ ପାଳିତ ସମସ୍ତ ପର୍ବ, ଯାନିଯାତ୍ରା, ଉତ୍ସବ ମଧ୍ୟରେ ଶ୍ରୀଜୀଉମାନଙ୍କ ରଥଯାତ୍ରା ପ୍ରଧାନ ଓ ମୁଖ୍ୟ ଉତ୍ସବ। ଆଷାଢ଼ ମାସ ଶୁକ୍ଳ ଦ୍ୱିତୀୟାଠାରୁ ଦଶମୀ ତିଥି ପର୍ଯ୍ୟନ୍ତ ନବଦିନବ୍ୟାପି ଏହି ଯାତ୍ରା ମହାସମାରୋହରେ ପାଳିତ ହୋଇଥାଏ। ବର୍ଷକରେ ଏହି ଦିନ ଲକ୍ଷାଧିକ ଭକ୍ତ ତଥା ଦର୍ଶନାର୍ଥୀ ଏହି ମହୋତ୍ସବରେ ସଂଶ୍ଳିଷ୍ଟ ହୋଇଥାନ୍ତି। ଶ୍ରୀମନ୍ଦିରରେ ଅନୁଷ୍ଠିତ ଦ୍ୱାଦଶ ଯାତ୍ରା ମଧ୍ୟରେ ରଥଯାତ୍ରା ଅନ୍ୟତମ। କେଉଁ ପ୍ରାଚୀନ ସମୟରୁ ଏହି ରଥଯାତ୍ରା ପୁରୁଷୋତ୍ତମ କ୍ଷେତ୍ରରେ ପାଳିତ ହେଉଛି, ତାହାର ସଠିକ ସମୟ ଅଦ୍ୟାବଧି...

ଏଥର ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ କରିପାରିବେନି ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଚଳିତ ଥର ଜୁଲାଇ ୭ ଓ ୮ ତାରିଖ ଦୁଇଦିନ ଧରି ଚାଲିବ ଶ୍ରୀଗୁଣ୍ଡିଚା ଯାତ୍ରା। ଗୋଟିଏ ଦିନରେ ବଡ଼ଠାକୁରଙ୍କର ତିନି...

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ଦିନ ୧ଟା ୧୦ରେ ପହଣ୍ଡି, ୫ଟାରେ ଆରମ୍ଭ ହେବ...

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ହୋଇଛି। ଚଳିତ ବର୍ଷ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଗତ ୧୯୭୧...

ଅଣସରରେ ମହାପ୍ରଭୁ: ଅଲାରନାଥଙ୍କ ଦର୍ଶନ ପାଇଁ ବ୍ରହ୍ମଗିରିରେ ଜମୁଛି ଭକ୍ତଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଅଣସର ସମୟରେ ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ କରିବା ପାଇଁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼। ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜ୍ଵର ହୋଇଛି।...

ଦେବସ୍ନାନ ପୂର୍ଣ୍ଣିମାରେ ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଶନିବାର ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ମହାସ୍ନାନ ନୀତି। ଏବେ ଗଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ବଡ଼ଠାକୁରଙ୍କର ଏହି ଅପୂର୍ବ ବେଶ ଦର୍ଶନ...

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି। ଦାରୁ ବିଗ୍ରହଙ୍କ ଦିବ୍ୟ ସ୍ନାନ ଦେଖିବାକୁ ଶ୍ରୀକ୍ଷେତ୍ର ପୁରୀରେ ଏକାଠି ହୋଇଛନ୍ତି ଲକ୍ଷାଧିକ ଭକ୍ତ। ସ୍ନାନ ମଣ୍ଡପରେ...