ଆଡ଼ପ ମଣ୍ଡପରେ ବଡ଼ଠାକୁରଙ୍କ ଅନ୍ତିମ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନ ପବିତ୍ର ନବମୀ ତିଥି। ଆଜି ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅନ୍ତିମ ଦର୍ଶନ ଥିବାରୁ ଭକ୍ତଙ୍କ ପ୍ରବଳ ଭିଡ଼ ଜମୁଛି। ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ନବମୀ ଦର୍ଶନ ଅନୁଷ୍ଠିତ...

ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ ମଧ୍ୟରେ ହେଉଛି ମହାମିଳନ। ମନ୍ଦିରରୁ ବାହାରି ବଡ଼ଦାଣ୍ଡରେ ଦର୍ଶନ ଦେଇଛନ୍ତି ତିନିଠାକୁର। ଘୋଷଯାତ୍ରା ପାଇଁ ଚଳଚଞ୍ଚଳ...

ଆଜି ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଭକ୍ତ ଭିଡ଼, ଜୟ ଜଗନ୍ନାଥ ଧ୍ଵନିରେ କମ୍ପୁଛି ଶ୍ରୀକ୍ଷେତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଆଉ ଭଗବାନ। ଲକ୍ଷାଧିକ ଭକ୍ତଙ୍କ ସମାବେଶରେ...

ପୁରୀରେ ଚାଲିଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ମହାପ୍ରଭୁଙ୍କର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ଅନୁଷ୍ଠିତ ହୋଇଛି। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତ। ଅନବସର ଗୁପ୍ତନୀତି ଶେଷ ପରେ ନବଯୌବନ...

ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ...
Rath Yatra 2019

ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀ ଡିଜିପି ସୁନିଲ ବଂଶଲ ସମୀକ୍ଷା କରିଛନ୍ତି। ଆଗକୁ ପୁରୀରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା...

ହାତୀବେଶ ପରେ ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ପାଇବେ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ନିମନ୍ତେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ରାଜେନ୍ଦ୍ରାଭିଷେକ ନୀତିଠାରୁ ଆରମ୍ଭ କରି ନିଳାଦ୍ରୀବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ନେଇ ବୈଠକରେ ଆଲୋଚନା ହୋଇଛି। ସ୍ନାନ...

ରାତିକ ଭିତରେ ବଦଳିଲା ବୟାନ: ପୁରୀ ଅବକାରୀ ଇନ୍ସପେକ୍ଟର ସଂଜୟ ପଣ୍ଡା କହିଲେ “ମୁଁ ମାନସିକ ରୋଗୀ”

ଓଡ଼ିଶାଲାଇଭ୍ ବ୍ୟୁରୋ ରାତିକ ଭିତରେ ବଦଳିଗଲା ପୁରୀ ଅବକାରୀ ଇନ୍ସପେକ୍ଟର ସଂଜୟ ପଣ୍ଡାଙ୍କ ବୟାନ। ଗତକାଲି, ମେ’ ୬ ତାରିଖରେ ସଂଜୟ ପଣ୍ଡା ପୁରୀ ପୋଲିସ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିଲେ। ଯାହାକୁ ନେଇ...

ଏମାର ମଠର ଖନନ ସ୍ଥାନରେ ଚାଲିଛି ଜିପିଆର ସର୍ଭେ

ଓଡ଼ିଶାଲାଇଭ୍ ବ୍ୟୁରୋ ଏମାର ମଠର ଖନନ ସ୍ଥାନରେ ଚାଲିଛି ଜିପିଆର ସର୍ଭେ। ଏଥିପାଇଁ ଲାଗିଛନ୍ତି ୫ ଜଣ ଇଂଜିନିୟର ଏବଂ ୮ ଜଣ କର୍ମଚାରୀ। ତିନୋଟି ମେସିନ ବ୍ୟବହାର କରି ଚାଲିଛି ସର୍ଭେ କାର୍ଯ୍ୟ।...

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ରୂପରେଖ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିବାକୁ ଯାଉଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ରୂପ ରେଖ। ଏଣେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ମୁଣ୍ଡଟେକିବା ସହ ଏହାକୁ ନେଇ ରାଜନୀତି ଘନେଇବାରେ ଲାଗିଛି। ଏହି ପ୍ରକଳ୍ପକୁ ନେଇ...