ସମ୍ବଲପୁର: କେନାଲକୁ ଖସିଗଲା ବରଯାତ୍ରୀ ଗାଡ଼ି, ୭ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନାଲ ଭିତରକୁ ବରଯାତ୍ରୀ ଗାଡ଼ି ଖସି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ପରମାଣପୁର ବିଶାଳଖିଣ୍ଡା ଗାଁ ନିକଟରେ।...
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ଖାରଜ କଲେ ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁର ଓକିଲ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ମାମଲାର ଶୁଣାଣି କରି ହାଇକୋର୍ଟ ବେଞ୍ଚ୍ ସ୍ଥାପନ ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହାସହ ଓକିଲ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପୋଲିସ...
ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ ରଦ୍ଦ ନେଇ ତୀବ୍ର ଅସନ୍ତୋଷ, ଓକିଲ-ପୋଲିସ ମୁହାଁମୁହିଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ ରଦ୍ଧ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କରିଛନ୍ତି ରାଜ୍ୟର ସମସ୍ତ ବାର ଆସୋସିଏସନ। ଆଜି ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି...
ଚର୍ଚ୍ଚାରେ ସମ୍ବଲପୁର ବିଶ୍ଵବିଦ୍ୟାଳୟ: ଦୁଇ ଦିନରେ ୨ଟି ପ୍ରଶ୍ନପତ୍ର ଲିକ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁର ବିଶ୍ଵବିଦ୍ୟାଳୟର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନ ଉଠିଛି। କାରଣର ଦୁଇ ଦିନରେ ଦୁଇଟି ପ୍ରଶ୍ନପତ୍ର ଲିକ୍ ହେବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଶ୍ନପତ୍ର ଲିକ୍ ହେବା ଯୋଗୁଁ...
ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ଲାଗି ‘ମୋ କଲେଜ ଅଭିଯାନ’ ଅଧୀନରେ ବିଭିନ୍ନ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ କରିବା ସହିତ ସେମାନଙ୍କ ଭିତରେ ସେବା ମନୋଭାବ ବୃଦ୍ଧି କରିବା ପାଇଁ ‘ମୋ କଲେଜ ଅଭିଯାନ’ ଅଧୀନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ମହାବିଦ୍ୟାଳୟ ଏବଂ...
ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ
କପିଳାସ ଭୂୟାଁ
ଜାନୁଆରି ୨୩, ୧୮୬୪, ପୌଷ ପୂର୍ଣ୍ଣିମା। ସେଦିନ ଥିଲା ପଶ୍ଚିମ ଓଡ଼ିଶାର ଏକ ବିଶେଷ ପର୍ବ ‘ପୁଷ୍ୟାଭିଷେକ’। ଦିନସାରା ଉତ୍ସବ ଆନନ୍ଦରେ ମାତି ସମସ୍ତେ କ୍ଳାନ୍ତ ହୋଇ ଶୋଇ ପଡ଼ିଥିଲେ।...
ପର୍ଯ୍ୟଟନ କ୍ଷେତ୍ରକୁ ଗୁରୁତ୍ୱ – ଏଣିକି ହୀରାକୁଦ ଜଳଭଣ୍ଡାରରେ ଜଳକ୍ରୀଡ଼ାର ମଜାନେବେ ପର୍ଯ୍ୟଟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଣିକି ହୀରାକୁଦ ଜଳଭଣ୍ଡାରରେ ପର୍ଯ୍ୟଟକମାନେ ଜଳକ୍ରୀଡ଼ାର ମଜା ନେଇପାରିବେ। ଏଥିପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବୁର୍ଲା ସ୍ଥିତ ହୀରାକୁଦ ଜଳଭଣ୍ଡାରରେ ସମସ୍ତ ସୁବିଧା ଆରମ୍ଭ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ...
ସମ୍ବଲପୁରର ପ୍ରସିଦ୍ଧ ବକ୍ର ମନ୍ଦିର – କେମିତି ହେଲା ବଙ୍କା?
ଓଡ଼ିଶାଲାଇଭ୍ ବ୍ୟୁରୋ
ପର୍ଯ୍ୟଟନ କ୍ଷେତ୍ରରେ ପଶ୍ଚିମ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ଏହା ମଧ୍ୟରୁ ସବୁଠାରୁ ଅଧିକ ଆକର୍ଷଣୀୟ ହେଉଛି ସମ୍ବଲପୁର। ଏଠାରେ ଥିବା ବିଭିନ୍ନ ମନ୍ଦିର, ହୀରାକୁଦ ଡ୍ୟାମ ଆଦି ପାଇଁ...
ଚିରାଗୁଣା ଡୁଙ୍ଗୁରି ଜଙ୍ଗଲରୁ ବେଆଇନ ଖଣି ଉତ୍ତୋଳନ – ହାଇକୋର୍ଟରେ ମାମଲା
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ: ସମ୍ବଲପୁର ଜିଲ୍ଲା ଜାମବାହାଲ ଗ୍ରାମ ନିକଟସ୍ଥ ଚିରାଗୁଣା ଡୁଙ୍ଗୁରି ଜଙ୍ଗଲରେ ଚାଲିଥିବା ବେଆଇନ ଖଣି ଉତ୍ତୋଳନକୁ ବନ୍ଦ କରିବା ଲାଗି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ବଲାଙ୍ଗିରର ଶତ୍ରୁଘ୍ନ...
ଆଜିଠୁ ୩ ଦିନ ବୁର୍ଲା ଭିସୁଟ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠୁ ୩ ଦିନ ବନ୍ଦ ରହିବ ସମ୍ବଲପୁରସ୍ଥିତ ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି(VSSUT) । ଭିସୁଟରେ ଏକାଧିକ କରୋନା ପଜିଟିଭ ଚିହ୍ନ ହୋଇଛନ୍ତି। କରୋନା ସଂକ୍ରମଣ ଦୂର...





















