ଗିରଫ ହେଲେ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶୁକ୍ରବାର ଦିନ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭୁବନେଶ୍ଵର, ପୁରୀ,...

ଭିଜିଲାନ୍ସ ଜାଲରେ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବିଶ୍ଵଦର୍ଶୀ ସାହୁଙ୍କର ୭ଟି ଠିକଣା ଉପରେ...

ସୁନ୍ଦରଗଡ଼ ଯାଯାବର ଗଣହତ୍ୟା ମାମଲା: ୭ ଅଭିଯୁକ୍ତ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ଚର୍ଚ୍ଚିକ ସୁନ୍ଦରଗଡ଼ କରମଡ଼ିହି ଯାଯାବର ଗଣହତ୍ୟା ମାମଲାରେ ଶନିବାର ଦିନ ୭ ଜଣଙ୍କୁ ଗିରଫ କରାଯାଇଛି। ହତ୍ୟାକାଣ୍ଡର ୨୨ ଦିନ ପରେ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି ସୁନ୍ଦରଗଡ଼ ପୋଲିସ। ସୁନ୍ଦରଗଡ଼...

ସୁନେଲିତା ଟପ୍ପୋ: ଓଡ଼ିଶା ହକିର ନୂଆ ତାରକା

ସତୀଶ ଶର୍ମା ବିହାରର ରାଜଗିରରେ ନଭେମ୍ବର ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମହିଳା ଏସିୟନ ଚାମ୍ପିୟନ୍ସ ଟ୍ରଫି ହକି। ଏହି ପ୍ରତିଯୋଗିତା ପାଇଁ ଘୋଷିତ ୧୮ ଜଣିଆ ଭାରତୀୟ ଦଳରେ ସୁନେଲିତା ଟପ୍ପୋ ଏକମାତ୍ର...

ସୁନ୍ଦରଗଡ଼: ସଂକୀର୍ତ୍ତନ ସାରି ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ୬ ଜଣଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂକୀର୍ତ୍ତନ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଗଏକନପାଲି ନିକଟରେ। ହେମଗିରି ଥାନା କଣ୍ଡାଧୁଡ଼ା ଓ...

ସୁନ୍ଦରଗଡ଼ରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୫ ଜଣଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ରେ ଦୁଇ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅନ୍ୟ ଗୋଷ୍ଠୀର ୩ ଜଣ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୧୦ ଜଣ...

ସଉନାମରା: ହକି ପାଇଁ ସମର୍ପିତ ଗାଁ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=YnvpX042JZ8 ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ବ୍ଲକର ସଉନାମରା ଗାଁ। ହକି ସହିତ ଏ ଗାଁର ନାଁ ଏମିତି ଯୋଡ଼ି ହୋଇଯାଇଛି ଯେ, ଏଠାକାର ପିଲାଠାରୁ ବୁଢ଼ା ସଭିଁଙ୍କ ହାତରେ ଦେଖିବାକୁ ମିଳେ ହକି...

ପଶ୍ଚିମ ଓଡ଼ିଶାରେ ଦୁଇଟି ନୂଆ ରେଳ ଲାଇନ ପାଇଁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଁଖାଇ ପୂର୍ବରୁ ପଶ୍ଚିମ ଓଡ଼ିଶା ପାଇଁ ବଡ଼ ଘୋଷଣା। ପଶ୍ଚିମ ଓଡ଼ିଶାରେ ଦୁଇଟି ରେଳ ଲାଇନ ନିର୍ମାଣ ଲାଗି ବୁଧବାର ଦିନ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ବରଗଡ଼, ନୂଆପଡ଼ା ଏବଂ...

ସୁନ୍ଦରଗଡ଼ ଜିଲ୍ଲାରେ ଓମ୍ବାଡସି ସହାୟତାରେ କ୍ଷେତ ପୋଖରୀ: ଚାଷୀଙ୍କ ଦୀର୍ଘସ୍ଥାୟୀ ଜୀବିକା ଓ ଭୂତଳ ଜଳସ୍ତର ହ୍ରାସ ନିୟନ୍ତ୍ରଣ...

ଓଡ଼ିଶାଲାଇଭ୍ ବ୍ୟୁରୋ (ସୁନ୍ଦରଗଡ଼): ବଣ ପାହାଡ଼ଘେରା ତଥା ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ଲୋକମାନେ ଧାନ ସହିତ ବିଭିନ୍ନ ପ୍ରକାରର ଋତୁକାଳୀନ ଫସଲ କରିଥାନ୍ତି। ତେଣୁ ଭଲ ଫସଲ ଅମଳ ପାଇଁ ଜଳସେଚନର ଆବଶ୍ୟକତା...

ସୁନ୍ଦରଗଡ଼: ଭୋଜି ଖାଇ ଫେରୁଥିବାବେଳେ ସ୍କର୍ପିଓକୁ ପିଟିଲା ଟ୍ରକ, ୩ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାରଘର ଭୋଜି ଖାଇ ଫେରୁଥିବାବେଳେ ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ାରେ। କେନ୍ଦୁଝରରୁ ଏକ ବାହାଘରରେ ଯୋଗ ଦେଇ ୭ ଜଣ...